Tag Archives: Home Middle

ମଙ୍ଗଳବାର କଶ୍ମୀର ଗସ୍ତରେ ଆସିବେ ୨୮ଜଣିଆ ୟୁରୋପିଆନ୍‌ ପ୍ରତିନିଧି ଦଳ: ମୋଦି-ଡୋଭାଲ୍‌ଙ୍କୁ କଲେ ସାକ୍ଷାତ୍‌

ଶ୍ରୀନଗର,୨୮।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ମଙ୍ଗଳବାର ସ୍ଥିତି ଅନୁଧ୍ୟାନ ପାଇଁ ୨୮ ଜଣିଆ ୟୁରୋପିଆନ୍‌ ପ୍ରତିନିଧି ଦଳ ଆସିବେ। ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ସୋମବାର...

ଭାଜପା ପାଇଁ ସଙ୍କଟମୋଚନ ହେବ କି ଏନ୍‌ସିପି

ନୂଆଦିଲ୍ଲୀ,୨୮।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଛି ଟଣାଓଟରା। ଏହି ସମୟରେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି ଏନ୍‌ସିପି ଭାଜପାର ସଙ୍କଟାମୋଚନ ହୋଇ ଉଭା ହେବ କି? କାରଣ ଏବେ...

ବଗଦାଦିଙ୍କ ୫ମ ଥର ମୃତ୍ୟୁ ଖବର: କେତେ ସତ କେତେ ମିଛ? ରୁଷିଆର ସନ୍ଦେହ-ତୁର୍କୀର ସମର୍ଥନ

ଓ୍ବାଶିଂଟନ,୨୮।୧୦: ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବଗଦାଦିଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏହାକୁ ମିଶାଇ ୫ମ ଥର ପାଇଁ ଏଭଳି ଖବର ମିଳିଛି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍‌ରେ ଏଭଳି ହୋଇଥିବା ଆମେରିକା...

ପୃଥିବୀ ଉପରେ ବିପଦ: ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ଧକ୍କା ଦେବା ଆଶଙ୍କା

ଓ୍ବାଶିଂଟନ,୨୮।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ଅକ୍ଟୋବର ୩୧ରେ ଗ୍ରହପିଣ୍ଡ ୨୦୧୯ ୟୁଜେ-୩ ପୃଥିବୀ ସହିତ ଧକ୍କା ହେବାର ଆଶଙ୍କା ଥିବା ନାସା ପକ୍ଷରୁ କୁହାଯାଇଛି। ଏହା ଘଣ୍ଟାପ୍ରତି ୨୦ ହଜାର ମାଇଲ୍‌ ବେଗରେ ପୃଥିବୀ ଆଡ଼କୁ...

ପୃଥକ ଭାବେ ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରିପାରନ୍ତି ଭାଜପା-ଶିବସେନା

ମୁମ୍ବାଇ,୨୮।୧୦: ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ଅଙ୍କ କଷା ଛିଡିପାରୁ ନାହିଁ। ଉଭୟଙ୍କ ମଧ୍ୟରେ ମେଣ୍ଟ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କୌଣସି କଥା ସ୍ପଷ୍ଟ ହୋଇ ପାରୁନାହିଁ।...

ବଗଦାଦିଙ୍କ ମୃତ୍ୟୁର ଖେଳ: ଟ୍ରମ୍ପ୍‌ ଦେଖିଲେ ଲାଇଭ୍‌

ଓ୍ବାଶିଂଟନ,୨୮।୧୦: ଆଇଏସ୍‌ ଆତଙ୍କବାଦୀ ଅବୁ ବକର ଅଲ୍‌ ବଗଦାଦିଙ୍କ ମୃତ୍ୟୁ ଘଟିଛି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍‌ରେ ଏଭଳି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସିଆଇଏ ସହାୟତାରେ ବଗଦାଦିଙ୍କ ସମ୍ପର୍କରେ...

ଆଇଏସ୍‌ ମୁଖ୍ୟ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଲେ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୮।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ସିରିଆରେ ହୋଇଥିବା ଆମେରିକା ସୈନ୍ୟ...

ଦିଲ୍ଲୀରେ ବଢିଲା ପ୍ରଦୂଷଣର ମାତ୍ରା

ନୂଆଦିଲ୍ଲୀ,୨୮।୧୦: ସମସ୍ତ ବାରଣ ସତ୍ତ୍ୱେ ବି ରାଜଧାନୀ ଦିଲ୍ଲୀରେ ରବିବାର ଲୋକେ ବାଣ ଫୁଟାଇ ପାଳନ କଲେ ଦୀପାବଳି। ଆଉ ଏହାର ଫଳ ସ୍ବରୂପ ସୋମବାର ସକାଳେ ଲୋକେ ନିଃଶ୍ୱାସ ନେବାରେ ନାନା ଅସୁବିଧାର ସମ୍ମୁଖୀନ ହେଲେ। କାରଣ ଏଠାରେ...

ମହାରାଷ୍ଟ୍ର ରାଜନୀତି: ଉଦ୍ଧବଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ; କହିଲା ଶିବସେନା

ମୁମ୍ବାଇ,୨୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଏବେ ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଛକାପଞ୍ଝା ଜାରି ରହିଛି। ତେବେ ଉଦ୍ଧବ ଠାକ୍‌ରେଙ୍କ ହାତରେ କ୍ଷମତା ରିମୋର୍ଟ କଣ୍ଟ୍ରୋଲ ରହିଥିବା ରବିବାର ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ସାମନାର...

ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌: ଗୋଟିଏ ବର୍ଷରେ ଆସିଛନ୍ତି ୨୬ ଲକ୍ଷ ପର୍ଯ୍ୟଟକ

ନୂଆଦିଲ୍ଲୀ,୨୭।୧୦: ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିପାରିଛି। ଏହାକୁ ଦେଖିବାକୁ ଗୋଟିଏ ବର୍ଷରେ ୨୬ ଲକ୍ଷରୁ ଅଧିକ ପର୍ଯ୍ୟଟକ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌...

ରାଜୌରୀରେ ମୋଦି: ଯବାନଙ୍କ ସହିତ ପାଳିଲେ ଦୀପାବଳି

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀର ରାଜୌରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଯବାନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି। ଗତ ୬ ବର୍ଷ ଧରି ମୋଦି ଲଗାତାର ଯବାନମାନଙ୍କ ସହିତ ମିଶି ଦୀପାବଳି ପାଳନ କରୁଛନ୍ତି। ରାଜୌରୀ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ମୁତୟନ...

ଦୀପାବଳି ଶୁଭ ମୂହୁର୍ତ୍ତ ଟ୍ରେଡିଂ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୨ ବର୍ଷର ପରମ୍ପରା; ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ

ମୁମ୍ବାଇ,୨୭।୧୦: ଦୀପାବଳି ଉପଲକ୍ଷେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୨ ବର୍ଷର ପରମ୍ପରା ଶୁଭ ମୂହୁର୍ତ୍ତ ଟ୍ରେଡିଂ ରବିବାର ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ ହୋଇଛି। ଏହି ପରମ୍ପରା ୧୯୫୭ରୁ ଆରମ୍ଭ ହୋଇଥିଲା। ସେହିପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri