Tag Archives: Home Middle

ବାୟୁସେନାର ପରାକ୍ରମ: ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଏମ୍‌ଆଇ-୧୭ ଦ୍ୱାରା ୧୧ ହଜାର ୫ଶହ ଫୁଟ ଉଚ୍ଚରୁ ତଳେ ଓହ୍ଲାଇଲା

ଡେରାଡୁନ୍‌,୨୭।୧୦: ଭାରତୀୟ ବାୟୁସେନା ଏକ ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟରକୁ ୧୧ ହଜାର ୫ଶହ ଫୁଟ ଉଚ୍ଚରୁ ତଳେ ଓହ୍ଲାଇ ନିଜର ପରାକ୍ରମ ଦେଖାଇଛି। ୟୁଟି ଏୟାର ପ୍ରାଇଭେଟ୍‌ ଲିମିଟେଡ୍‌ର ଏକ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ସୁରକ୍ଷିତ ଭାବେ...

ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଖଟ୍ଟର

ଚଣ୍ଡିଗଡ଼,୨୭।୧୦: ହରିୟାଣା ବିଧାନସଭାର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କରଛନ୍ତି ଭାଜପା ନେତା ମନୋହର ଲାଲ ଖଟ୍ଟର। ରବିବାର ରାଜଭବନରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହାସହ ଜେଜେପି ନେତା ଦୁଷ୍ୟନ୍ତ...

ଦେଶବାସୀ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୨୭।୧୦: ଦେଶବାସୀଙ୍କ ମଧ୍ୟରେ ଏକତା ରହିବା ସହିତ ସେମାନେ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି। ଦେଶବାସୀଙ୍କୁ ଆଲୋକର ପର୍ବ ଦୀପାବଳି ଅବସରରେ...

ସୁରକ୍ଷାକର୍ମୀଙ୍କ ଉପରେ ଗ୍ରେନେଡ୍‌ ମାଡ଼: ୬ ଯବାନ ଆହତ

ଶ୍ରୀନଗର,୨୭।୧୦: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଏଥିରେ ୬ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର କରନ୍‌ ନଗର ଥାନା ଅନ୍ତର୍ଗତ କାକା ସରାଇ ଅଞ୍ଚଳରେ...

ଆମେରିକା ଟାର୍ଗେଟ୍‌ରେ ଆଇଏସ୍‌ ଆତଙ୍କବାଦୀ ବଗଦାଦି

ଓ୍ବାଶିଂଟନ,୨୭।୧୦: ଆଇଏସ୍‌ ଆତଙ୍କବାଦୀ ଅବୁ ବକର ଅଲ୍‌ ବଗଦାଦି ଆମେରିକା ସୈନ୍ୟ ବାହିନୀ ଟାର୍ଗେଟ୍‌ରେ ରହିଛନ୍ତି। ସିରିୟାରେ ଜାରି ରହିଥିବା ମିଳିତ ସର୍ଚ୍ଚ ଅପରେଶନ୍‌ରେ କିଛି ବଡ଼ ଖବର ମିଳିବାର ଆଶା ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌...

ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ ଦେବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଭକ୍ତ ପୁରୀକୁ ଆସିଥିବା...

ପଦାତିକ ବାହିନୀ ଦିବସରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌

ନୂଆଦିଲ୍ଲୀ,୨୭।୧୦: ପଦାତିକ ବାହିନୀ ଦିବସ ଉପଲକ୍ଷେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌ ନ୍ୟାସନାଲ୍‌ ଓ୍ବାର୍‌ ମେମୋରିଆଲ୍‌ଠାରେ ଶହୀଦ୍‌ଙ୍କୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରରେ ୧୯୪୭ ଅକ୍ଟୋବର ୨୭ରେ ହୋଇଥିବା ପାକିସ୍ତାନ ଆକ୍ରମଣ ସମୟରେ ଦେଶ ପାଇଁ ଶହୀଦ୍‌...

ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ଆଲୋକର ପର୍ବ ଦୀପାବଳି ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିନ୍ଦୀରେ ଟୁଇଟ୍‌ କରି ଶୁଭେଚ୍ଛା...

ଲଘୁଚାପ ଉଜାଡ଼ିଲା ଫସଲ: ଜିଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ; ୪ ସୁଦ୍ଧା କ୍ଷୟକ୍ଷତି ଆକଳନ ରିପୋର୍ଟ ଦିଅ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ଅକ୍ଟୋବର ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଲଘୁଚାପ ବର୍ଷା ଯୋଗୁ ବିଭିନ୍ନ ଜିଲାରେ ବ୍ୟାପକ ଫସଲହାନି ହୋଇଛି। ବିଲରେ ଆଣ୍ଠୁଏ ଲେଖାଏ ପାଣି ବୁଡ଼ିରହିଛି। ମୁଗ, ବିରି, ପନିପରିବା ଫସଲ ଉଜୁଡ଼ିଯାଇଛି। ଗତ ତିନିଦିନ ଧରି...

ଫିପ୍ଟି-ଫିପ୍ଟି ଫର୍ମୂଲା ପାଇଁ ଅଡ଼ି ବସିଲା ଶିବସେନା: ଭାଜପାଠାରୁ ଲିଖିତ ଆଶ୍ୱାସନା ଲୋଡ଼ିଲା

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ସରକାର ଗଠନ ପାଇଁ ଭାଜପା-ଶିବସେନା ମେଣ୍ଟ ମଧ୍ୟରେ କସରତ ଜାରି ରହିଛି। ଏବେ ଶିବସେନା ରାଜ୍ୟରେ ଫିପ୍ଟି-ଫିପ୍ଟି ଫର୍ମୂଲା ପାଇଁ ଅଡ଼ି ବସିଛି। ଅର୍ଥାତ୍‌ ରାଜ୍ୟରେ ଅଢ଼େଇ-ଅଢ଼େଇ ବର୍ଷ ଧରି ଶିବସେନା ଏବଂ...

ସ୍ଥାବର ସମ୍ପତ୍ତି ଆଧାର ସହିତ ହେବ ଲିଙ୍କ୍‌: ମୋଦି ସରକାର ଆଣିବେ ଆଇନ; ଡ୍ରାଫ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ,୨୬।୧୦:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସ୍ଥାବର ସମ୍ପତ୍ତିକୁ ଆଧାର ସହିତ ଲିଙ୍କ୍‌ କରିବା ଲାଗି ଯୋଜନା କରିଛନ୍ତି। ଏନେଇ ପାଞ୍ଚ ଜଣିଆ ସଂସଦୀୟ କମିଟି ଗଠନ କରାଯିବା ସହିତ ଡ୍ରାଫ୍ଟ୍‌ ମଧ୍ୟ ପ୍ରସ୍ତୁତ ହୋଇସାରିଛି। ଏହା ଆଇନରେ ପରିଣତ...

ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀ ଗିରଫ: ବିନା ଭିଜାରେ ବାସ କରୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୧୦: କର୍ନାଟକ ବେଙ୍ଗାଲୁରୁରୁ ୩୦ ବାଂଲାଦେଶୀଙ୍କୁ ଗିରଫ କରାଯାଇଛି। ସେମାନେ ବିନା ଭିଜାରେ ସହରରେ ବାସ କରୁଥିବା ଅଭିଯୋଗ ହୋଇଛି। ସହରରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଅଭିଯୋଗ ମିଳିବା ପରେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri