Tag Archives: Home Middle

ବିଜେପୁର ଉପନିର୍ବାଚନରେ ନବୀନ ଲହର: ୫୦ହଜାର ଟପି ପାରିଲାନି ଭାଜପା; ଅମାନତ ହରାଇଲା କଂଗ୍ରେସ

ବରଗଡ଼ ଅଫିସ,୨୪।୧୦: ବିଜେପୁର ଉପନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ରାଜ୍ୟ ଭାଜପା ଏବଂ କଂଗ୍ରେସକୁ ଶକ୍ତ ଧକ୍କା ଲାଗିଛି। ଭାଜପା ପକ୍ଷରୁ ପ୍ରଚାର ଭାର ସମ୍ଭାଳିଥିବା ନେତାମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେଉଁ ଚ୍ୟାଲେଞ୍ଜ ଦେଇଥିଲେ, ତାହା ଲୋକେ...

ଗାନ୍ଧୀ ପରିବାର ବିନା କଂଗ୍ରେସର ଭଲ ପ୍ରଦର୍ଶନ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିଛି। ଏମିତିକି ହରିୟାଣାରେ ଭାଜପା ପାଇଁ କଂଗ୍ରେସ ବଡ ସମସ୍ୟା ହୋଇ ଠିଆ ହୋଇଛି। ଏବେ ଆଲୋଚନା ହେଉଛି କି ହରିୟାଣା ବିଧାନସଭା ନିର୍ବାଚନ ପ୍ରଚାରରେ...

ଟେଲିଫୋନ୍‌ କମ୍ପାନୀଙ୍କୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ଡଟ୍‌ ଆବେଦନକୁ ମଞ୍ଜୁରୀ; ଦେବାକୁ ପଡ଼ିବ ୯୨ ହଜାର କୋଟିରୁ ଅଧିକ ବକେୟା

ନୂଆଦିଲ୍ଲୀ,୨୪।୧୦: ଦେଶର ବିଭିନ୍ନ ଟେଲିଫୋନ୍‌ କମ୍ପାନୀଗୁଡ଼ିକୁ ସୁପ୍ରିମ୍‌କୋର୍ଟରେ ବଡ଼ ଝଟ୍‌କା ମିଳିଛି। ଡିପାର୍ଟମେଣ୍ଟ୍‌ ଅଫ୍‌ ଟେଲିକମ୍ୟୁନିକେଶନ (ଡଟ୍‌) ପକ୍ଷରୁ ବକେୟା ଆଦାୟ ପାଇଁ ଏକ ଆବେଦନ କରାଯାଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ସମ୍ପୃକ୍ତ କମ୍ପାନୀଗୁଡ଼ିକୁ...

ହରିୟାଣାରେ ଭାଜପା-କଂଗ୍ରେସ ଟାଇ: ମହାରାଷ୍ଟ୍ରରେ ପଦ୍ମ-ଶିବସେନା ଫିପ୍ଟି-ଫିପ୍ଟି ସରକାର

ଚଣ୍ଡିଗଡ଼/ମୁମ୍ବାଇ,୨୪।୧୦: ସମସ୍ତ ଏକ୍‌ଜିଟ୍‌ ପୋଲ୍‌କୁ ଭୁଲ୍‌ ପ୍ରମାଣିତ କରିଛି ହରିୟାଣା ଓ ମହାରାଷ୍ଟ୍ରର ବିଧାନସଭା ନିର୍ବାଚନ ଫଳାଫଳ। ହରିୟାଣାରେ ଶାସକ ଭାଜପା ଓ କଂଗ୍ରେସ ୩୫ ଲେଖାଏଁ ଆସନରେ ଆଗୁଆ ରହିଛନ୍ତି। ଏଠାରେ ଉଭୟଙ୍କ ମଧ୍ୟରେ ଆସନ ଟାଇ ହୋଇଛି।...

ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ବ୍ରହ୍ମପୁର,...

ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ; ସମୁଦ୍ର ଆଁରେ ଉପକୂଳବର୍ତ୍ତୀ ଅଞ୍ଚଳ

ଓ୍ବାଶିଂଟନ,୨୪।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ ସୃଷ୍ଟି ହୋଇଛି। ଜଳବାୟୁ ପରିବର୍ତ୍ତନ ଏବଂ ଗ୍ଲୋବାଲ୍‌ ଓ୍ବାର୍ମିଂ ଯୋଗୁ ଆଣ୍ଟାର୍କଟିକାର ପଶ୍ଚିମରେ ଥିବା ପାଇନ୍‌ ଦ୍ୱୀପରେ ବିରାଟ ହିମ ପାହାଡ଼ରେ ଏଭଳି...

ବିଜେପୁରରେ ପୁଣି ରୀତା, ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବାଜିମାତ କଲେ ବିଜେଡି ପ୍ରାର୍ଥୀ ରୀତା ସାହୁ। ରେକର୍ଡ ବ୍ୟବଧାନରେ ରୀତା ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୯୭,୯୯୦ ଭୋଟରେ ହରାଇଛନ୍ତି। ଶେଷ ୨୧ ରାଉଣ୍ଡରେ ରୀତାଙ୍କୁ ମୋଟ ୧,୩୫,୯୪୯ ଭୋଟ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବି ବିଜୟ ପାଇଁ ଭାଜପା କରୁଛି କସରତ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ- କଶ୍ମୀରରେ ଉଚ୍ଛେଦ କରାଯାଇଥିବା ଅନୁଚ୍ଛେଦ ୩୭୦ ଓ ୩୫ ଏକୁ ମୁଖ୍ୟ ଅସ୍ତ୍ର କରିଥିଲେ। ଏହାକୁ ନେଇ ସେ ବିରୋଧୀ କଂଗ୍ରେସ ଉପରେ...

ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା ବେଳେ ଭାଜପାକୁ ୩୩,୬୧୧, କଂଗ୍ରେସକୁ ୫୦୪୭ ଖଣ୍ଡ ଭୋଟ ମିଳିଛି। ବିଜେଡି ପ୍ରାର୍ଥୀନୀ...

ବିଜେପୁର ଉପନିର୍ବାଚନ: ନବୀନଙ୍କୁ ଟପିଲେ ରୀତା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦- ଚଳିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ରେକର୍ଡ ସୃଷ୍ଟି ଦିଗରେ ଅଗ୍ରସର ହେଉଛନ୍ତି। ଏପରିକି ଗତ ସାଧାରଣ ନିର୍ବାଚନରେ ଦଳୀୟ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇ ଯେଉଁ ବ୍ୟବଧାନରେ...

ହରିୟାଣାରେ କର୍ନାଟକ ଭଳି ଗେମ୍‌ ପ୍ଲାନ୍‌: ଚୌତାଲା ହେବେ କି ଦ୍ୱିତୀୟ କୁମାରସ୍ବାମୀ ?

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ବାକିଥିବା ବେଳେ ଏବେ ସେଠାରେ ତ୍ରିଶଙ୍କୁ ସରକାର ଗଠନ ହେବ ବୋଲି ଅନୁମାନ କରାଯାଉଛି। ଯଦି ଏହା ହୁଏ ତେବେ କଂଗ୍ରେସ ପୁରୁଣା ଫର୍ମୁଲା ଗ୍ରହଣ କରିପାରେ ବୋଲି ଆଲୋଚନା ହେଉଛି।...

ବିଜେପୁର ଉପନିର୍ବାଚନ LIVE UPDATE: ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ୫୯,୬୬୬ ଭୋଟରେ ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳୁ ଜାରି ରହିଛି। ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁ ୫୯,୬୬୬ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ମୋଟ ୮୨ ହଜାର ୮୯୩ ଖଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri