Tag Archives: Home Middle

ମୁଖ୍ୟମନ୍ତ୍ରୀ ପଦ ଦିଅ ସମର୍ଥନ ନିଅ: ଜେଜେପି

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟଗଣତି ଜାରି ରହିଛି। ଏଠାରେ ଭାଜପା ବହୁମତ ହାସଲଠାରୁ ପଛରେ ପଡ଼ିଛି। ଅପରପକ୍ଷରେ କଂଗ୍ରେସ ଶାସକ ଦଳ ସହିତ କଡ଼ା ମୁକାବିଲା ଜାରି ରଖିଛି। ଏଠାରେ ସରକାର ଗଠନ ପାଇଁ ଜନନାୟକ ଜନତା ପାର୍ଟି(ଜେଜେପି)...

ବିଜୟ ପୂର୍ବରୁ ଭାଜପା କାର୍ଯ୍ୟାଳୟରେ ଲଡୁ ପ୍ରସ୍ତୁତ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି। ଭାଜପା ନେତା ତଥା କର୍ମୀମାନେ...

ବିଜେପୁର ଉପନିର୍ବାଚନ: ଚତୁର୍ଥ ରାଉଣ୍ଡ ସୁଦ୍ଧା ୨୩ହଜାର ୩୬୫ ଭୋଟରେ ବିଜେଡି ଆଗରେ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଚାଲିଥିବା ବେଳେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ପ୍ରାର୍ଥୀ ରୀତା ସାହୁ ୨୩ ହଜାର ୩୬୫ ଭୋଟରେ ଆଗୁଆ ଅଛନ୍ତି। ଚତୁର୍ଥ ରାଉଣ୍ଡ ସୁଦ୍ଧା ରୀତାଙ୍କୁ ମୋଟ ୩୧ହଜାର...

ରାଜ୍ୟରେ ପ୍ରବଳ ବର୍ଷା: ୭ଟି ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାତାର ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଚାରିଆଡେ ଜଳମଗ୍ନ ହୋଇପଡିଛି। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି ଜିଲାରେ ଗୁରୁବାରି ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ...

ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଉପରେ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨୪।୧୦: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ଥିବା ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଉପରେ ଗ୍ରେନେଡ୍‌ ମାଡ଼ ହୋଇଛି। ଏଥିରେ ଜଣେ ଯବାନ ଆହତ ହୋଇଛନ୍ତି। ସୁରକ୍ଷାକର୍ମୀ ଘଟଣାସ୍ଥଳକୁ ଘେରି ରହିବା ସହିତ ଏହାର ତଦନ୍ତ ଜାରି ରହିଛି। ସୂଚନାଯୋଗ୍ୟ, ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ...

ହରିୟାଣାରେ ତ୍ରିଶଙ୍କୁ ସରକାର ସମ୍ଭାବନା: ଛୋଟ ଦଳ ସାଜିବେ କିଙ୍ଗ୍‌ ମେକର

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନ ଫଳାଫଳ ପାଇଁ ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ପର୍ଯ୍ୟାୟରୁ ଏଠାରେ ତ୍ରିଶଙ୍କୁ ସରକାର ଗଠନର ସମ୍ଭାବନା ସୃଷ୍ଟି ହୋଇଛି। ଭାଜପା ସହିତ କଂଗ୍ରେସ କଡ଼ା ମୁକାବିଲା କରୁଥିବାବେଳେ ସରକାର ଗଠନ ପାଇଁ ଛୋଟ...

ଆହୁରି ୨ଦିନ ବର୍ଷା

ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ଦୁଇଦିନ...

ବିଜେପୁର ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ୪୭୮୮ ଭୋଟରେ ବିଜେଡି ଆଗରେ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପଦ୍ମପୁର ଆରଏମ୍‌ସି ଗୋଦାମ ପରିସରରେ ଚାଲିଥିବା ଗଣତିର ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୀତା ସାହୁ ୪୭୮୮ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ୭୦୦୫ ଖଣ୍ଡ...

ମହାରାଷ୍ଟ୍ରରେ ଏନ୍‌ଡିଏ ବହୁମତ ହାସଲ ଲକ୍ଷ୍ୟରେ: ହରିୟାଣାରେ କଂଗ୍ରେସର କଡ଼ା ମୁକାବିଲା

ଚଣ୍ଡିଗଡ଼/ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ବହୁମତ ଲକ୍ଷ୍ୟ ହାସଲ କରିବାର ଜଣାପଡୁଥିବାବେଳେ ହରିୟାଣାରେ ପ୍ରତିଘଣ୍ଟାରେ ସ୍ଥିତି ବଦଳିବାରେ ଲାଗିଛି। ଏଠାରେ ଶାସକ...

ଧାନ ଏମ୍‌ଏସ୍‌ପି ବଢ଼ିଲାନି: ଗହମ ୮୫, ଡାଲି ୩୨୫ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୨୪ା୧୦: କେନ୍ଦ୍ର ସରକାର ୨୦୧୯-୨୦ ଅମଳ ବର୍ଷ ଲାଗି ଗହମ, ଡାଲି ଓ ଅନ୍ୟାନ୍ୟ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବୃଦ୍ଧି କରିଥିଲାବେଳେ ଧାନ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। କୃଷକମାନଙ୍କ ଆୟ ବୃଦ୍ଧି ଲାଗି...

ବିଜେପୁର ଉପନିର୍ବାଚନ: ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପଦ୍ମପୁର ଆରଏମ୍‌ସି ପରିସରରେ ଏକ ଗୋଦାମ ହଲର ୧୪ଟି ଟେବୁଲରେ ଗଣତି ଚାଲିଛି। ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri