Tag Archives: Home Middle

୨ରୁ ଅଧିକ ସନ୍ତାନ ଥିବା ଦମ୍ପତିଙ୍କୁ ମିଳିବନି ସରକାରୀ ଚାକିରି

ଗୁଆହାଟୀ,୨୨।୧୦: ଏଣିକି ୨ରୁ ଅଧିକ ସନ୍ତାନ ଥିବା ଦମ୍ପତିଙ୍କୁ ସରକାରୀ ଚାକିରି ମିଳିବନି। ଆସାମ ସରକାର ୨୦୨୧ ଜାନୁୟାରୀ ୧ଠାରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବୋଲ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଭୂମିହୀନ...

ନୋବେଲ ବିଜେତା ଅଭିଜିତଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନୋବେଲ ବିଜେତା ଅଭିଜିତ ବାନାର୍ଜୀଙ୍କୁ ସାକ୍ଷାତ୍‌ କରିଛନ୍ତିି। ଏହାପରେ ମୋଦି କହିଛନ୍ତି ଏହା ଏକ ଭଲ ସାକ୍ଷାତ୍‌କାର ଥିଲା। ମାନବ ସଶକ୍ତିକରଣ ପ୍ରତି ଅଭିଜିତଙ୍କ ଯେଉଁ ଦୃଷ୍ଟିଭଙ୍ଗି ରହିଛି ତାହା ସ୍ପଷ୍ଟ ବାରିହୋଇ...

ଜମ୍ମୁ-କଶ୍ମୀର ଓ ଲଦାଖ ସରକାରୀ କର୍ମଚାରୀଙ୍କୁ ମୋଦିଙ୍କ ଦୀପାବଳି ଉପହାର: ୭ମ ବେତନ କମିଶନ ଲାଗୁ

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜମ୍ମୁ-କଶ୍ମୀର ଓ ଲଦାଖରେ କାମ କରୁଥିବା ସରକାରୀ କର୍ମଚାରୀଙ୍କୁ ଦୀପାବଳି ଉପହାର ଦେଇଛନ୍ତି। ଏଠାରେ ୭ମ ବେତନ କମିଶନ ଲାଗୁ କରାଯାଇଛି। କର୍ମଚାରୀଙ୍କୁ ୭ମ ବେତନ କମିଶନ ଲାଗୁ କରାଯିବା ପାଇଁ ସୁପାରିଶ୍‌...

୨୦୧୭ରେ ଭାରତରେ ୨୮ ହଜାର ଲୋକଙ୍କୁ ହତ୍ୟା, ନମ୍ବର-୧ରେ ରହିଛି ଯୋଗୀଙ୍କ ରାଜ୍ୟ: ରିପୋର୍ଟ

ନୂଆଦିଲ୍ଲୀ,୨୨।୧୦: ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି)ପକ୍ଷରୁ ସୋମବାର ଅପରାଧିକ ମାମଲାର ଏକ ରିପୋର୍ଟ ପ୍ରକାଶ ପାଇଛି। ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ୨୦୧୭ରେ ଭାରତରେ ପ୍ରାୟ ୨୮ ହଜାର ଲୋକଙ୍କୁ ହତ୍ୟା କରାଯାଇଛି। ଏହି ତାଲିକାରେ ହତ୍ୟା, ବଳାତ୍କାର, ଯୌତୁକ ଜନିତ...

ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀ ଜ୍ଞାନକୌଶଳକୁ ଗୁରୁତ୍ୱ: ୩୩ ଶହ କୋଟିର ପ୍ରସ୍ତାବକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୨।୧୦: ପ୍ରତିରକ୍ଷା କ୍ଷେତ୍ରରେ ସ୍ବଦେଶୀ ଜ୍ଞାନକୌଶଳକୁ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରିଛନ୍ତି। ମେକ୍‌ ଇନ୍‌ ଇଣ୍ଡିଆ ଅନ୍ତର୍ଗତ ୩୩ ଶହ କୋଟି ଟଙ୍କାର ପ୍ରତିରକ୍ଷା ସରଞ୍ଜାମ କିଣା  ପ୍ରସ୍ତାବକୁ ଇତିମଧ୍ୟରେ ସରକାର ମଞ୍ଜୁରୀ ଦେଇଛନ୍ତି।...

ଉତ୍ତର ପରେ ଏବେ ଦକ୍ଷିଣ ଭାରତ ପାଳି: କର୍ନାଟକ,କେରଳରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨୨।୧୦: ଉତ୍ତର ଭାରତରେ ପ୍ରବଳ ବର୍ଷା ଜାରି ରହିବା ପରେ ଏବେ ଦକ୍ଷିଣ ଭାରତରେ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ନାଟକ, କେରଳ ଏବଂ ତାମିଲନାଡୁରେ ଲଗାତାର ବର୍ଷା ଲାଗି ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା...

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ବଦଳିଲା ପାଣିପାଗ। ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହାର...

ରାଞ୍ଚି ଟେଷ୍ଟ ହାତେଇ ୩-୦ ସିରିଜ୍‌ କ୍ଲିନ୍‌ ସୁଇପ୍‌ କଲା ଭାରତ

ରାଞ୍ଚି,୨୨।୧୦: ଆଉ ଏକ ବୃହତ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ। ଝାଡଖଣ୍ଡ କ୍ରିକେଟ ଆସୋସିଏସନ (ଜେଏସସିଏ) ଷ୍ଟାଡିୟମରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିବସରେ ଭାରତ ଭ୍ରମଣକାରୀ ଦଳକୁ ଇନିଂଶ ଏବଂ ୨୦୨ ରନ୍‌...

ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ରାଜନାଥ

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ମୋଦି ଜଣାଇଛନ୍ତି। ମୋଦି ଶାହଙ୍କ ପ୍ରଶଂସା କରି କହିଛନ୍ତି ଯେ,...

ମହାରାଷ୍ଟ୍ର, ହରିୟାଣାରେ ପୁଣି ଭାଜପା

ନୂଆଦିଲ୍ଲୀ,୨୨ା୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ସୋମବାର ଶେଷ ହୋଇଛି। ଗୁରୁବାର ଭୋଟଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ତେବେ ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ (ଏକ୍‌ଜିଟ୍‌...

ବିଜେପୁର ଉପନିର୍ବାଚନ: ୭୨% ମତଦାନ

ବରଗଡ଼ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ସା ୫ଟାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ଶେଷ ସୁଦ୍ଧା ୭୨% ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ...

ବିଜେପୁର ଉପନିର୍ବାଚନ: ୩ଟା ସୁଦ୍ଧା ୫୬.୫% ମତଦାନ

ବରଗଡ଼ ଅଫିସ/ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri