Tag Archives: Home Middle

ଗ୍ରାମାଞ୍ଚଳରେ ନିଷେଧ ହେବ ପ୍ଲାଷ୍ଟିକ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଆସନ୍ତାବର୍ଷରୁ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳରେ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ ଓ ପ୍ଲାଷ୍ଟିକକୁ ନିଷେଧ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ପରିବେଶ ବିଭାଗ ପକ୍ଷରୁ ଜଣାଇ ଦିଆଯାଇଛି। ଶୁକ୍ରବାର ପରିବେଶ...

ବିଜେପୁର ଏନ୍‌ଏସିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’

ବିଜେପୁର,୧୮।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ତିନି ପ୍ରମୁଖ ଦଳର ଷ୍ଟାର ପ୍ରଚାରକଙ୍କ ମାରାଥନ ପ୍ରଚାର ରାଜନୈତିକ ବାତାବରଣକୁ ବେଶ୍‌ ସରଗରମ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ସନତ କୁମାର ଗଡତିୟାଙ୍କ ପାଇଁ ଶୁକ୍ରବାର...

୩ ପୋଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଟୁଇଟ କରି ସୂଚନା ଦେଲେ ଡିଜିପି

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): କ୍ଷମତାର ଦୂରୁପୋଯୋଗ କରିବା ଅଭିଯୋଗରେ ଶୁକ୍ରବାର ୩ ପୋଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅଧିକାରୀମାନେ ହେଲେ ଏସ୍‌ଆଇ ବନମାଳୀ ନାୟକ, ଏଏସ୍‌ଆଇ ବୀରବର ଲେଙ୍କା ଏବଂ କିଶୋର ବାଗ୍‌। ଓଡ଼ିଶା ସର୍ଭିସ କୋଡ୍‌, ରୁଲ-୭୧ ଅନୁସାରେ କାର୍ଯ୍ୟାନୁଷ୍ଠାନ...

ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଭାଗୁ ଆହତ

ପୁରୀ ଅଫିସ,୧୮।୧୦: ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ପିପିଲି ବାଇପାସ୍‌ ରାସ୍ତା ତରାକାଜ ଓଭରବ୍ରିଜ ପାର୍ଶ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବାଲିଘାଟର ଭାଗିରଥି ପ୍ରଧାନ ଓରଫ ଭାଗୁ ଗୁରୁତର ହୋଇଛନ୍ତି। ଗୁଳି...

ଇନୋଭେଶନ ଇଣ୍ଡେକ୍ସ:ଓଡ଼ିଶାର ପ୍ରଦର୍ଶନ ନୈରାଶ୍ୟଜନକ

ନୂଆଦିଲ୍ଲୀ,୧୮-୧୦:ରାଜ୍ୟଗୁଡ଼ିକର ଇନୋଭେଶନ ସାମର୍ଥ୍ୟ ଓ ପ୍ରଦର୍ଶନକୁ ତଉଲିବା ଲାଗି ନୀତି ଆୟୋଗ ପକ୍ଷରୁ ଗୁରୁବାର ପ୍ରଥମ ଥର ଭାରତର ନବପ୍ରବର୍ତ୍ତନ ସୂଚକାଙ୍କ (ଇନୋଭେଶନ ଇଣ୍ଡେକ୍ସ) ପ୍ରକାଶ ପାଇଛି। ବୃହତ୍‌ ରାଜ୍ୟ ବର୍ଗରେ ଓଡ଼ିଶା ଦ୍ୱାଦଶ ସ୍ଥାନରେ ରହିଛି। ଏହି ରାଜ୍ୟକୁ...

କଶ୍ମୀର ସେଓରେ ଆତଙ୍କବାଦୀଙ୍କ ସ୍ଲୋଗାନ୍‌: କାରବାର ବନ୍ଦ ପାଇଁ ପାକିସ୍ତାନର ଷଡ଼ଯନ୍ତ୍ର

ଶ୍ରୀନଗର,୧୭।୧୦: ଜମ୍ମୁ-କଶ୍ମୀରରେ ଚଳିତ ଋତୁରେ ସେଓ କାରବାରରେ ବାଧା ପହଞ୍ଚାଇବା ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ସେଥିପାଇଁ ସେଓ ବ୍ୟବସାୟ ଜଡ଼ିତ ଥିବା ଲୋକଙ୍କୁ ପାକିସ୍ତାନ ଇସାରାରେ ଆତଙ୍କବାଦୀମାନେ ଟାର୍ଗେଟ୍‌ କରିଛନ୍ତି। ସମ୍ପ୍ରତି କଠୁଆ ଜିଲାରୁ ଆସିଥିବା ସେଓ ପେଟିରେ...

ଚାଇନା ତିଆରି ତ୍ରିରଙ୍ଗା ଆମଦାନୀ କରିବ ନାହିଁ ଭାରତ: ଫ୍ଲାଗ୍‌ କୋଡ୍‌ ଅବମାନନା ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: ଏଣିକି ଚାଇନାରେ ତିଆରି ଭାରତୀୟ ତ୍ରିରଙ୍ଗା ଆମଦାନୀ ହେବନାହିଁ। ବୈଦେଶିକ ବ୍ୟାପାର ମହାନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ଅଧିସୂଚନା ଜାରି ହୋଇଛି। ଭାରତୀୟ ଜାତୀୟ ପତାକାର ଫ୍ଲାଗ୍‌ କୋଡ୍‌କୁ ଅବମାନନା କରାଯାଉଥିବା ଅଭିଯୋଗ ହେବା ପରେ ଏଭଳି ନିଷ୍ପତ୍ତି...

ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋରଖପୁରରେ ୫ ସନ୍ଦିଗ୍ଧ

ଲକ୍ଷ୍ନୌ,୧୭।୧୦: ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏଥିପାଇଁ ୫ ସନ୍ଦିଗ୍ଧ ଗୋରଖପୁରରେ ପହଞ୍ଚିଛନ୍ତି। ସେମାନେ ଏକ ଧଳା ଡିଜାୟର ଗାଡ଼ିରେ ନେପାଳ ଯାଇଛନ୍ତି। ଭାରତ-ନେପାଳ ସୀମା ଜଙ୍ଗଲରେ ସନ୍ଦିଗ୍ଧମାନେ ଥିବା ଏନ୍‌ଆଇଏ ପକ୍ଷରୁ ଗୋଇନ୍ଦା...

ଧନୁଷ ତୋପ ସେନାରେ ସାମିଲ୍‌: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ,୧୭।୧୦: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇଁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଧନୁଷ ତୋପକୁ ସେନାରେ ସାମିଲ୍‌ କରାଯାଇଛି। ଏହାକୁ ନେଇ ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଛି। ଏହା ୫୦ କିମିରୁ ଅଧିକ ଦୂର ଲକ୍ଷ୍ୟଭେଦ କରିବାକୁ ସକ୍ଷମ। ଏଥିରେ ବ୍ୟବହାର...

ଅଯୋଧ୍ୟା ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ସ୍ବୀକାର କରିବି: ଇକ୍‌ବାଲ୍‌ ଅନସାରୀ

ନୂଆଦିଲ୍ଲୀ,୧୭।୧୦: ଅଯୋଧ୍ୟା ମାମଲାରେ ଏତେ ବର୍ଷ ପରେ ସୁପ୍ରିମ୍‌କୋର୍ଟ ରାୟର ନିକଟବର୍ତ୍ତୀ ହୋଇଛନ୍ତି। ଦୀର୍ଘଦିନ ଧରି ଏଠାରେ ଚାଲିଥିବା ରାଜନୀତି ଏବେ ବନ୍ଦ ହୋଇଯିବ। ସ୍ଥାନୀୟ ଲୋକଙ୍କ ବିକାଶ ହେବାର ସମ୍ଭାବନା ରହିବ ବୋଲି ଏହି ମାମଲାରେ ଜଡ଼ିତ ଥିବା...

ବିଜେପୁର ଉପନିର୍ବାଚନ: ରୋଡ୍‌ ଶୋ’ରେ ବାହାରି ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୭ା୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୪ଦିନ ବାକି। ଦୁଇ ଦିନ ପରେ ନିର୍ବାଚନୀ ପ୍ରଚାର ଅବଧି ସରିବ। ତେବେ ଗୁରୁବାର ଦୁଇ ଦିନିଆ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ନିର୍ବାଚନମଣ୍ଡଳୀ...

ଜଗନମୋହନଙ୍କ ନୂଆ ଯୋଜନା: ବୁଣାକାର-ଆଇନଜୀବୀ ଓ ଧୀବରଙ୍କୁ ମିଳିବ ଆର୍ଥିକ ସହାୟତା

ଅମରାବତୀ,୧୭।୧୦: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌.ଜଗନମୋହନ ରେଡ୍ଡୀ ରାଜ୍ୟର ବୁଣାକାର-ଆଇନଜୀବୀ ଓ ଧୀବରଙ୍କ ଆର୍ଥିକ ବିକାଶ ପାଇଁ ନୂଆ ଯୋଜନା ପ୍ରଣୟନ କରିଛନ୍ତି। ଓ୍ବାଇଏସ୍‌ଆର୍‌ ନେତନ୍ନା ନେସ୍ତାମ୍‌ ଯୋଜନା ଅନ୍ତର୍ଗତ ବୁଣାକାରଙ୍କୁ ବର୍ଷକୁ ୨୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri