Tag Archives: Home Middle

ବଢ଼ିଲା ଭାରତର ଚିନ୍ତା: ଗୁଜରାଟ ସୀମାରେ ପାକିସ୍ତାନ ଚାଇନାକୁ ଦେଲା ୫୫ ବର୍ଗ କିମି ଜମି

ନୂଆଦିଲ୍ଲୀ,୧୭।୧୦: ଗୁଜରାଟ ସୀମାରେ ଭାରେତ ପାଇଁ ପାକିସ୍ତାନ ବିପଦ ସୃଷ୍ଟି କରିଛି। ଏଠାରେ ଥିବା ହରାମିନାଳେ ନିକଟରେ ୫୫ ବର୍ଗ କିମି ଜମି ପାକିସ୍ତାନ ଚାଇନାକୁ ଦେଇଛି। ଏହାଦ୍ୱାରା ଭାରତର କେତେକ ଗତିବିଧି ଉପରେ ଚାଇନା ରଖିପାରିବାର ଆଶଙ୍କା ଦେଖାଦେଇଛି।...

ସୁପ୍ରିମକୋର୍ଟରେ ଶୁଣାଣି ବେଳେ ହାଇଡ୍ରାମା

ନୂଆଦିଲ୍ଲୀ,୧୭ା୧୦ (ପି.ଟି./ଆଇଏଏନ୍‌ଏସ୍‌): ରାଜନୈତିକ ଦୃଷ୍ଟିରୁ ଦେଶର ସର୍ବାଧିକ ସମ୍ବେଦନଶୀଳ ଅଯୋଧ୍ୟା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ୫ ବିଚାରପତିଙ୍କୁ ନେଇ ଗଠିତ ସାମ୍ବିଧାନିକ ପୀଠରେ ବୁଧବାର ଏହାର ଚୂଡ଼ାନ୍ତ ବିଚାର ବେଳେ କୋର୍ଟରୁମ୍‌ରେ ହାଇଡ୍ରାମା...

ସରିଲା ଅଯୋଧ୍ୟା ବିଚାର

ନୂଆଦିଲ୍ଲୀ,୧୭ା୧୦(ପି.ଟି./ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟରେ ୪୦ ଦିନର ମାରାଥନ୍‌ ଶୁଣାଣି ପରେ ବୁଧବାର ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ ଜମି ବିବାଦ ମାମଲାର ବିଚାର ଶେଷ ହୋଇଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ...

ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍‌ ନିର୍ମାଣ ଲାଗି ରାଜି ହେଲା ସୁନ୍ନି ଓ୍ବାକଫ ବୋର୍ଡ

ନୂଆଦିଲ୍ଲୀ,୧୬।୧୦: ଅଯୋଧ୍ୟା ପ୍ରସଙ୍ଗରେ ମଧ୍ୟସ୍ଥିଙ୍କ ଯୋଜନା ଅନୁସାରେ ସୁନ୍ନି ଓ୍ବାକଫ୍‌ ବୋର୍ଡ ବିବାଦୀୟ ଜମି ବଦଳରେ ଅନ୍ୟ ସ୍ଥାନରେ ମସଜିଦ୍‌ ନିର୍ମାଣ ପାଇଁ ସହମତି ପ୍ରକାଶ କରିଛି। ଏନେଇ ମଧ୍ୟସ୍ଥିଙ୍କ ପକ୍ଷରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି। ତେବେ ଏହି...

ନବୀନ@୭୪: ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୁଧବାର ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଟୁଇଟ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଓଡ଼ିଆ ଏବଂ ଇଂରାଜୀରେ ଟୁଇଟ୍‌ କରି ସେ କହିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ଅନନ୍ତନାଗରେ ଏନ୍‌କାଉଣ୍ଟର୍‌: ୩ ଲଶ୍କର ଆତଙ୍କବାଦୀ ନିହତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ଆତଙ୍କବାଦୀମାନେ ଲଶ୍କର-ଇ-ତୋଇବା ସଂଗଠନ ସଦସ୍ୟ ଥିବା ପୋଲିସ କହିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ହିଜିବୁଲ କମାଣ୍ଡର ନାସିର୍‌...

୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ: ଦାଖଲ ହୋଇଛି ୧୨ ଲକ୍ଷ ୫୦ ହଜାର ପୃଷ୍ଠାର ଫଟୋକପି

ନୂଆଦିଲ୍ଲୀ,୧୬।୧୦: ରାମଜନ୍ମ ଭୂମି ବାବରୀ ମସଜିଦ୍‌ ବିବାଦ ବହୁ ବର୍ଷ ଧରି ନିର୍ମୋହି ଆଖଡ଼ା ଏବଂ ମୁସଲମାନ୍‌ ପକ୍ଷଙ୍କ ମଧ୍ୟରେ ଜାରି ରହିଛି। ୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ ନେଇ ଅଦାଲତରେ ହିନ୍ଦୁ ପକ୍ଷ ୭ ଲକ୍ଷ ୫୦...

ପାକିସ୍ତାନୀ ଆତଙ୍କବାଦୀଙ୍କ ମୁକାବିଲା: ସେନା ପକ୍ଷରୁ ଜାରି ରହିଛି ଅପରେଶନ୍‌ ତୃମ୍‌ଖାଲ୍‌

ଶ୍ରୀନଗର,୧୬।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଯୋଜନାବଦ୍ଧ ଭାବେ ୨୪ରୁ ଅଧିକ ତାଲିମ୍‌ପ୍ରାପ୍ତ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରର ଗାନ୍ଦରବଲସ୍ଥିତ ତୃମ୍‌ଖାଲ୍‌ ଜଙ୍ଗଲରେ ଅନୁପ୍ରବେଶ କରିଛନ୍ତି। ଏଥିପାଇଁ ଭାରତୀୟ ସେନା ପକ୍ଷରୁ ଅପରେଶନ୍‌ ତୃମ୍‌ଖାଲ୍‌ ସେପ୍ଟେମ୍ବର ୨୭...

ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ଇସ୍ତଫା ପତ୍ର ଦେବା ପରେ କ୍ଷୋଭ ପ୍ରକାଶ କରି ଦାମ...

ଅତୁଲ୍ୟ ନବୀନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ପୂରିଛି ୭୩ ବର୍ଷ। ସେ ବୁଧବାର ୭୪ରେ ପଦାର୍ପଣ କରିବେ। ଏହି ଅବସରରେ ଏକ ସ୍ବତନ୍ତ୍ର ଉପସ୍ଥାପନା… ଭାରତୀୟ ରାଜନୀତିରେ ଅନ୍ୟତମ ଉତ୍ତୁଙ୍ଗ ବ୍ୟକ୍ତି ଭାବେ ନବୀନ ପଟ୍ଟନାୟକ ଏବେ ଦଣ୍ଡାୟମାନ। ଦୀର୍ଘ ଶାସନ...

ବିଦାୟ ନେଲା ମୌସୁମୀ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ବିଦାୟ ନେଇଛି। ମଙ୍ଗଳବାର ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଓଡ଼ିଶାରୁ ମୌସୁମୀ ବିଦାୟ ନେବା ୫ ଦିନ ବିଳମ୍ବ ହୋଇଛି। ସାଧାରଣତଃ ଅକ୍ଟୋବର ୧୦ ତାରିଖ...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ: ନବୀନ ନିବାସ ନ ଆସି ଅନାଥ, ଭିନ୍ନକ୍ଷମ ପିଲାଙ୍କ ପାଇଁ କାମ କରିବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri