Tag Archives: Home Middle

ଶେଷରେ ଭାରତ ଭରସାରେ ମାଳଦ୍ଵୀପ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ କରିବ ‘ରୋଡ ଶୋ’

ନୂଆଦିଲ୍ଲୀ,୧୨।୪: ଭାରତ ସହ ସମ୍ପର୍କକୁ ତିକ୍ତ କରି ମାଳଦ୍ଵୀପ ନିଜ ପାଦରେ ନିଜେ କୁରାଢ଼ୀ ମାରିଛି। ମାଳଦ୍ଵୀପରେ ଭାରତୀୟ ପର୍ଯ୍ୟଟକଙ୍କ ସଂଖ୍ୟା ଆଶ୍ଚର୍ଯ୍ୟଜନକ ଭାବେ ହ୍ରାସ ପାଇଛି। ଏହା ମାଳଦ୍ଵୀପର ଅର୍ଥନୀତି ଉପରେ ପ୍ରଭାବ ପକାଉଛି। ବର୍ତ୍ତମାନ ମାଳଦ୍ଵୀପର ଏକ...

ପଦ୍ମ ଧରିଲେ ପୂର୍ବତନ ବିଧାୟକ, କହିଲେ-କୋଟିଏ ଟଙ୍କାର ଲୋଭ ଦେଖାଉଛି ବିଜେଡି

ଭୁବନେଶ୍ୱର,୧୨।୪: ଭାଜପାରେ ସାମିଲ ହେଲେ ପୂର୍ବତନ ବିଧାୟକ କୈଳାଶ କୁଲେସିକା। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ଭାଜପାରେ ମିଶିଛନ୍ତି। ଭାଜପାରେ ଯୋଗ ଦେଇସାରିବା ପରେ କୈଳାଶ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀପୁର ପାଇଁ...

ରେଲଓ୍ବେ ଆଣିବ ‘ସୁପର ଆପ୍‌’, ଗୋଟିଏ ସ୍ଥାନରେ ମିଳିବ ସମସ୍ତ ସୁବିଧା

ଭୁବନେଶ୍ୱର,୧୨।୪(ଅନୁରାଧା ମହାରଣା): ଭାରତୀୟ ରେଳ ଦେଶର ଗୋଟିଏ କୋଣକୁ ଅନ୍ୟ କୋଣକୁ ସଂଯୋଗ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଗତ କିଛି ବର୍ଷ ମଧ୍ୟରେ ରେଳବାଇ ଟେକ୍ନୋଲୋଜି ମାଧ୍ୟମରେ ଅନେକ ସମସ୍ୟାର ସମାଧାନ ଖୋଜି ପାଇଛି। ବର୍ତ୍ତମାନ ଭାରତୀୟ...

ନାଭାଲ୍‌ନି ଦଶା

ନୂଆଦିଲ୍ଲୀ,୧୨ା୪:ଗତ ଫେବୃଆରୀ ୧୬ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସବୁଠୁ ବଡ଼ ସମାଲୋଚକ ତଥା ବିରୋଧୀ ନେତା ଆଲେକ୍ସି ନାଭାଲ୍‌ନିଙ୍କର ଆର୍କଟିକ୍‌ ଜେଲରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଏହାର ଠିକ୍‌ ମାସକ ପରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ପୁଟିନ୍‌ ପଞ୍ଚମ...

ରାଜ୍ୟ ଭାଜପାର ବଡ଼ ଘୋଷଣା: ଓଡ଼ିଶାରେ କ୍ଷମତାକୁ ଆସିଲେ ମହିଳାଙ୍କୁ ପ୍ରତି ମାସରେ ମିଳିବ…

ଭୁବନେଶ୍ୱର,୧୧।୪: ବିଜେଡି ମହିଳା ଭୋଟ ବ୍ୟାଙ୍କ ଭାଙ୍ଗିବାକୁ ଭାଜପାର ମାଷ୍ଟରଷ୍ଟ୍ରୋକ। ଓଡ଼ିଶାରେ କ୍ଷମତାକୁ ଆସିଲେ ପ୍ରତି ମହିଳା ପାଇବେ ମାସିକ ହଜାରେ ଟଙ୍କା । ଏଭଳି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ମଧ୍ୟ ଭାଜପା ପ୍ରତିଶ୍ରୁତି ଦେଇଥିଲା। ଆଉ ଫର୍ମୁଲା କାମ...

ବିଜେଡିର ଲୋକ ସଭା ପ୍ରାର୍ଥୀ: ୨୧ରୁ ୬ ରିପିଟ୍‌

ଭୁବନେଶ୍ୱର,୧୧।୪: ଚତୁର୍ଥ ପର୍ଯ୍ୟାୟରେ ବିଜେଡି ବଳକା ଲୋକ ସଭା ଆସନ ପ୍ରାର୍ଥୀ ଘୋଷଣା କରିଛି। ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବାଲେଶ୍ୱରରୁ ପ୍ରାର୍ଥୀ କରିଛି। ମୋଟ ୨୧ଟି ଲୋକ ସଭା ଆସନ ମଧ୍ୟରୁ ଦଳ ମାତ୍ର ୪ଜଣ ଏମ୍‌ପିଙ୍କୁ ରିପିଟ୍‌ କରିଛି।...

ଲେଖାଶ୍ରୀଙ୍କୁ ପ୍ରାର୍ଥୀ କରିବା ପରେ ଏମିତି କହିଲେ ପ୍ରତାପ, କାଲି ଯାଏ ସିଏ…

ଭୁବନେଶ୍ୱର,୧୧।୪: ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ବାଲେଶ୍ୱର ଲୋକ ସଭା ପାଇଁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଟିକେଟ୍‌ ଦେଇଛି। ଲେଖାଶ୍ରୀଙ୍କୁ ବିଜେଡି ପ୍ରାର୍ଥୀ କରିବା ପରେ ବାଲେଶ୍ୱର ଲୋକ ସଭା ଭାଜପା ପ୍ରାର୍ଥୀ ପ୍ରତାପ...

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୧।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଗୁରୁବାର ୯ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। ଭୁବନେଶ୍ୱର ମଧ୍ୟରୁ ଅନନ୍ତ ନାରାୟଣ ଜେନା, ଲକ୍ଷ୍ମୀପୁରରୁ ପ୍ରଭୁ ଜାନି, ପାରାଦୀପରୁ...

ଭାଜପା ବିରୋଧରେ ଲାଗିଲା ପୋଷ୍ଟର ‘ଦୁର୍ନୀତି ଦେଖିବାକୁ ସ୍କାନ୍ କରନ୍ତୁ’

ନୂଆଦିଲ୍ଲୀ,୧୧।୪: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟକୁ ଆଉ କିଛି ଦିନ ବାକି ଥିବାବେଳେ ବିଭିନ୍ନ ରାଜ୍ୟରେ ପ୍ରଚାର ସରଗରମ ହୋଇଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କ ଦ୍ୱାରା ଘୋଟାଲା ହୋଇଥିବା ପୋଷ୍ଟର ତାମିଲନାଡୁର ଅନେକ ସ୍ଥାନରେ ଛପା...

‘ଇଣ୍ଡିଆ ମେଣ୍ଟ କ୍ଷମତାକୁ ଆସିଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସମସ୍ତ ଭାଜପା ନେତା ଜେଲ ଯିବେ’

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ତୁଷ୍ଟୀକରଣ ପଙ୍କରେ ବୁଡ଼ିଥିବା ଦଳ ବୋଲି କହିଥିଲେ। ତାଙ୍କର ଏହି ବୟାନକୁ ନେଇ ଆର୍‌ଜେଡି ନେତା ମିସା ଭାରତୀ ବଡ଼ ବିବୃତ୍ତି ଦେଇଛନ୍ତି, ଯାହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଭାଜପା...

ଗଳାରେ ରୁଦ୍ରାକ୍ଷ, ମଥାରେ ତିଳକ, ଗେରୁଆ ବସ୍ତ୍ର… ଏହି ମନ୍ଦିରରେ ମୁତୟନ ହେଲେ ଏପରି ସୁରକ୍ଷା କର୍ମୀ

ନୂଆଦିଲ୍ଲୀ,୧୧।୪: ଦେଶର ବିଭିନ୍ନ ପ୍ରସିଦ୍ଧ ମନ୍ଦିର ମାନଙ୍କରେ ଗତ କିଛି ବର୍ଷ ମଧ୍ୟରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହି କ୍ରମରେ ରେକର୍ଡ ଭାଙ୍ଗିବା ସହ ବାରାଣାସୀର କାଶୀ ବିଶ୍ୱନାଥ ମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ...

ପ୍ରପଟି ଟାଇକୁନଙ୍କ ଉପରେ ୧୨ଅରବ ଡଲାର ସମ୍ପତ୍ତି ଅପବ୍ୟବହାର ଅଭିଯୋଗ, ହୋଇପାରେ ମୃତ୍ୟୁଦଣ୍ଡ

ଭିଏତନାମ,୧୧।୪: ଅନେକ ମାସ ଧରି ଭିଏତନାମର ସବୁଠାରୁ ବଡ ଠକେଇ ମାମଲାର ଶୁଣାଣି ଚାଲିଛି। ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ଜଣେ ମହିଳା ଯିଏକି ବର୍ତ୍ତମାନ ଭିଏତନାମର ଏକ ବଡ ପ୍ରପଟି ଟାଇକୁନ ଭାବରେ ପରିଗଣିତ ହେଉଛନ୍ତି। ଯିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri