Tag Archives: Home Middle

କେନ୍ଦ୍ରାପଡ଼ାରୁ ହଟିବେ ଅନୁପ୍ରବେଶକାରୀ

ଭୁବନେଶ୍ୱର,୩ା୧୦(ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ: କେନ୍ଦ୍ରାପଡ଼ା ଜିଲାରୁ ଅନୁପ୍ରବେଶକାରୀଙ୍କୁ ତଡ଼ାଯିବ। ଖୁବ୍‌ଶୀଘ୍ର ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହେବ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏନେଇ ରେଜିଷ୍ଟ୍ରାର ଜେନେରାଲ ଅଫ୍‌ ଇଣ୍ଡିଆ(ଆରଜିଆଇ)ଙ୍କୁ ଚିଠି ଲେଖି ଜଣାଇଛନ୍ତି। ୨୦୧୮ ନଭେମ୍ବର ୨୬ ତାରିଖରେ ଆଇନଜୀବୀ ମୋହିତ ଅଗ୍ରଓ୍ବାଲ...

ନିଲାମ ହେବ ରାଜ୍ୟର ୭ ଖଣିଜ ବ୍ଲକ

ନୂଆଦିଲ୍ଲୀ,୩-୧୦: ରାଜ୍ୟର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍‌ ଖଣିଜ ସମ୍ପଦ...

ଆରମ୍ଭ ହେଲା ‘ମୋ ସରକାର’ ଯୋଜନା: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଥାନା ଓ ଡାକ୍ତରଖାନାରେ ମିଳୁଥିବା ସେବାକୁ ନେଇ ସର୍ବଦା ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ରହୁଛି। ଅନେକ ସମୟରେ ଡାକ୍ତରଖାନା ଓ ଥାନାର କର୍ମଚାରୀମାନେ ଜନସାଧାରଣଙ୍କୁ ହଇରାଣ କରୁଥିବା ଅଭିଯୋଗ ହୋଇ ଆସୁଛି। ଏହି ଦୁଇଟି ବ୍ୟବସ୍ଥାକୁ ସଜାଡିବାକୁ ରାଜ୍ୟ...

ଜନସମ୍ପର୍କ ପଦଯାତ୍ରାରେ ନବୀନଙ୍କ ଘୋଷଣା: ବିଜେଡିି ଆରମ୍ଭ କରିବ ସମାଜସେବା ଓ୍ବିଙ୍ଗ୍‌

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଜୁ ଜନତା ଦଳରେ ସୋସିଆଲ ସର୍ଭିସ ବା ସମାଜସେବା ଓ୍ବିଙ୍ଗ ଆରମ୍ଭ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିଜେଡି ପକ୍ଷରୁ ଆରମ୍ଭ କରାଯାଇଥିବା ଜନସମ୍ପର୍କ ପଦଯାତ୍ରା...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ନାବାଳକ ହୋଇଛନ୍ତି ଗିରଫ: ହାଇକୋର୍ଟ ସୁପ୍ରିମ୍‌କୋର୍ଟକୁ ଦେଲେ ସୂଚନା

ନୂଆଦିଲ୍ଲୀ,୨।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ୧୪୪ ଜଣା ନାବାଳକଙ୍କୁ ଗିରଫ କରାଯାଇଛି। ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର କିଶୋର ନ୍ୟାୟ ସମିତି ପକ୍ଷରୁ ସୁପ୍ରିମ୍‌କୋର୍ଟକୁ ସୂଚନା ଦିଆଯାଇଛି। ଏନେଇ ସମିତି ପକ୍ଷରୁ ଏକ ରିପୋର୍ଟ ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ...

ପୃଥିବୀ ପାଇଁ ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକାରୁ ଭାଙ୍ଗିଲା ବିରାଟ ହିମଖଣ୍ଡ

ଓ୍ବାଶିଂଟନ,୨।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରୁ ଏକ ବିରାଟ ହିମଖଣ୍ଡ ଭାଙ୍ଗି ଯାଇଛି। ଏହାର କ୍ଷେତ୍ରଫଳ ଭାରତର ରାଜଧାନୀ ଦିଲ୍ଲୀଠାରୁ ମଧ୍ୟ ବଡ଼ ବୋଲି କୁହାଯାଉଛି। ଏହାକୁ ଡି-୨୮ ଭାବେ ନାମିତ କରାଯାଇଛି। ଏହି ହିମଖଣ୍ଡର କ୍ଷେତ୍ରଫଳ...

କଶ୍ମୀର ସମସ୍ୟା ନେଇ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିପାରେ ପାକିସ୍ତାନ: ଆମେରିକା

ଓ୍ବାଶିଂଟନ,୨।୧୦: କଶ୍ମୀର ସମସ୍ୟା ନେଇ ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ ଏହା ଯୋଗୁ ପାକିସ୍ତାନ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିବାର ଆଶଙ୍କା ରହିଛି ବୋଲି ଆମେରିକା କହିଛି। ଆମେରିକାର ଭାରତ ପ୍ରଶାନ୍ତ...

ସଂକଳ୍ପ ଯାତ୍ରାର ଶୁଭାରମ୍ଭ କଲେ ଶାହ: ସ୍ବଚ୍ଛତାକୁ ଜନଆନ୍ଦୋଳନର ରୂପ ଦେଇଛନ୍ତି ମୋଦି

ନୂଆଦିଲ୍ଲୀ,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଦେଶବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ସେ କହିଛନ୍ତି ଯେ, ମହାତ୍ମାଙ୍କର ସ୍ବଚ୍ଛତା ପ୍ରତି ଆଗ୍ରହଥିଲା। ଭାରତ...

ଜମ୍ମୁ-କଶ୍ମୀର: ଗାନ୍ଧୀ ଜୟନ୍ତୀରେ କିଛି ନେତାଙ୍କ ଉପରୁ ହଟିଲା ନଜର ବନ୍ଦୀ

ଶ୍ରୀନଗର,୨।୧୦: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସୁରକ୍ଷା ଦୃଷ୍ଟିରୁ କେତେକ ରାଜନେତାଙ୍କୁ ନଜର ବନ୍ଦୀ କରାଯାଇଥିଲା। ତେବେ ଏବେ କିଛି ନେତାଙ୍କ ଉପରୁ ଏହାକୁ...

ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ୧୧୫ ତମ ଜୟନ୍ତୀ ଅବସରରେ ବିଜୟଘାଟରେ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ଅନ୍ୟ ନେତାମାନେ ଏହି ଅବସରରେ ବିଜୟଘାଟ...

୨୦ ଅନୁପ୍ରବେଶ ପଥରେ ବହୁସ୍ତରୀୟ ସୁରକ୍ଷା: ଆତଙ୍କବାଦୀଙ୍କ ଗଳାବାଟ ବନ୍ଦ

ଜମ୍ମୁ,୨ା୧୦(ପି.ଟି.): ଜମ୍ମୁ-କଶ୍ମୀର ସଂଲଗ୍ନ ଭାରତ-ପାକିସ୍ତାନ ସୀମା ଦେଇ ଆଉ ଆସିପାରିବେନି ସଶସ୍ତ୍ର ଆତଙ୍କବାଦୀ। ସେମାନଙ୍କ ଗଳାବାଟକୁ ସମ୍ପୂର୍ଣ୍ଣ ଭାବେ ବନ୍ଦକରି ଦିଆଯାଇଛି। ସୁରକ୍ଷା ସଂସ୍ଥାଗୁଡ଼ିକ ଆତଙ୍କବାଦୀଙ୍କ ୨୦ଟି ଅନୁପ୍ରବେଶ ପଥକୁ ଚିହ୍ନଟ କରି ସେଠାରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ...

ମୌସୁମୀ ବର୍ଷା ନେଲାଣି ୧,୬୭୩ ଜୀବନ

ନୂଆଦିଲ୍ଲୀ, ୨ା୧୦(ପି.ଟି.): ଲଗାଣ ବର୍ଷା ଯୋଗୁ ବିହାର ଓ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୫୭ ଟପିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ୧୦% ଅଧିକ ହୋଇଛି, ଯାହାକି ୨୫ ବର୍ଷରେ ସର୍ବାଧିକ। ଚଳିତବର୍ଷ ବର୍ଷାଜନିତ କାରଣରୁ ଜୁନ ମାସରୁ ଏପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri