Tag Archives: Home Middle

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ସର୍ଚ୍ଚଅପରେଶନ କରାଯାଇ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା...

ନବୀନଙ୍କ ଘୋଷଣା: ବିଜେପୁରରୁ ପୁଣି ଲଢ଼ିବେ ରୀତା ସାହୁ

ଭୁବନେଶ୍ୱର,୨୮।(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିବା ନେଇ ଘୋଷଣା କରିଛନ୍ତି। ରୀତା ବିଜେପୁରର ଲୋକପ୍ରିୟ ବିଧାୟକ...

ଚିକିତ୍ସାରେ ତ୍ରୁଟି ଯୋଗୁ ପ୍ରତିବର୍ଷ ଯାଉଛି ୨୬ ଲକ୍ଷରୁ ଅଧିକ ଜୀବନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା,୨୮।୯: ପ୍ରତିବର୍ଷ ଚିକିତ୍ସାରେ ତ୍ରୁଟି ଯୋଗୁ ୨୬ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯାଉଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ପ୍ରତିବର୍ଷ ପୃଥିବୀର ୧୩ କୋଟି ୮୦ ଲକ୍ଷରୁ ଅଧିକ ଲୋକ ଚିକିତ୍ସାରେ...

ଆତଙ୍କବାଦୀଙ୍କୁ ପେନସନ୍‌ ଦେଉଛି ପାକିସ୍ତାନ: ଜାତିସଂଘରେ ଭାରତର କଡ଼ା ଜବାବ

ଜେନେଭା,୨୮।୯: ପାକିସ୍ତାନ ଆତଙ୍କବାଦୀଙ୍କୁ ପେନସନ୍‌ ଦେଉଛି। ଏନେଇ ଜାତିସଂଘରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ ଥିବା ଭାରତୀୟ ପ୍ରଥମ ସଚିବ ବିଦିଶା ମିଶ୍ରା ‘ରାଇଟ୍‌ ଟୁ ରିପ୍ଲାଏ’ ଅନ୍ତର୍ଗତ ଏଭଳି ମନ୍ତବ୍ୟ ଦେଇଛନ୍ତି। ପାକିସ୍ତାନ ଜାତିସଂଘର ଦୂରୁପଯୋଗ...

ଆଇଏନ୍‌ଏସ୍‌ ଖଣ୍ଡେରୀ ନୌସେନାରେ ସାମିଲ୍‌: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି; ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଜବାବ

ମୁମ୍ବାଇ,୨୮।୯: ଆଇଏନ୍‌ଏସ୍‌ ଖଣ୍ଡେରୀକୁ ଭାରତୀୟ ନୌସେନାରେ ସାମିଲ୍‌ କରାଯାଇଛି। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଖଣ୍ଡେରୀକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମୁମ୍ବାଇଠାରେ ନୌସେନାରେ ସାମିଲ୍‌ କରିଛନ୍ତି। ସମୁଦ୍ରରେ ଗଭୀର ପାଣି ତଳେ ୧୨...

ଉରି ସର୍ଜିକାଲ ଷ୍ଟ୍ରାଇକ୍‌କୁ ପୂରିଲା ୩ ବର୍ଷ

ନୂଆଦିଲ୍ଲୀ,୨୮।୯: ସୀମାରେ ପାକିସ୍ତାନର ଅଘୋଷିତ ଯୁଦ୍ଧ ବିରୋଧରେ ଭାରତୀୟ ସେନା ୨୦୧୬ ସେପ୍ଟେମ୍ବର ୨୮-୨୯ ତାରିଖ ରାତିରେ ଆରମ୍ଭ କରିଥିଲେ ସର୍ଜିକାଲ ଷ୍ଟ୍ରାଇକ୍‌। ଭାରତରେ ଅନୁପ୍ରବେଶ ଯୋଜନା କରୁଥିବା ଆତଙ୍କବାଦୀଙ୍କୁ ଉରିଠାରେ ଭାରତୀୟ ସେନା ନିପାତ କରିଥିଲେ। ଇତି ମଧ୍ୟରେ...

ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଡୋଡ଼ା ଜିଲାର ରାମବନଠାରେ ଭାରତୀୟ ସେନା ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ବଟୋଟ୍‌-ଡୋଡ଼ା ରୋଡ୍‌ରେ ସେନା ଗାଡ଼ି ଉପରେ ଶନିବାର ସକାଳ ୭ଟା ୩୦ରେ ଆତଙ୍କବାଦୀମାନେ ଆକ୍ରମଣ କରିବାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ରାମବନ ଅଞ୍ଚଳରେ ଘେରାବନ୍ଦୀ...

ଜାତିସଂଘ ସାଧାରଣ ସଭାରେ ମୋଦି: ଆତଙ୍କବାଦ ସବୁଠୁ ବଡ଼ ବିପଦ

ଜାତିସଂଘ,୨୮।୯(ପି.ଟି.):ଆତଙ୍କବାଦ କୌଣସି ଗୋଟିଏ ଦେଶ ପାଇଁ ନୁହେଁ, ବରଂ ସାରା ବିଶ୍ୱ ପାଇଁ ଆହ୍ବାନ ଭାବେ ଉଭା ହୋଇଛି। ଆତଙ୍କବାଦକୁ ସବୁଠୁ ବଡ଼ ବିପଦ ଭାବେ ଅଭିହିତ କରି ଏହା ବିରୋଧରେ ଲଢ଼େଇ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ତୈଳ ପରିବହନ ଖର୍ଚ୍ଚରେ ଅଚାନକ ୨୮% ବୃଦ୍ଧି; ଆହୁରି ବଢ଼ିବ ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୨୮-୯: ସୌଦି ଆରବର ଆରାମ୍‌କୋ ତୈଳ ପ୍ଲାଣ୍ଟରେ ଡ୍ରୋନ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ(କ୍ରୁଡ୍‌) ଦର ହଠାତ ବଢ଼ିଯାଇଛି। ଫଳସ୍ବରୂପ ଦେଶରେ ପେଟ୍ରୋଲ ଓ ଡିଜେଲ ଦରରେ ନିଆଁ ଲାଗିଛି। ତେବେ ଆଗାମୀ ଦିନରେ ଏହି ନିଆଁ...

ପଙ୍କଜ ୧୦ମ ସଭାପତି, ସଞ୍ଜୟ ୬ଷ୍ଠ ସମ୍ପାଦକ

କଟକ ଅଫିସ,୨୮ା୯- ଓସିଏର ୧୦ମ ସଭାପତି ହୋଇଛନ୍ତି ପଙ୍କଜ ଲୋଚନ । ୧୯୪୯ ଜୁଲାଇ ୧୪ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବ ପ୍ରଥମ ସଭାପତି ଭାବେ ଏହି ପଦବୀରେ ବସିଥିଲେ। ୧୯୭୬ ମସିହା ଜୁଲାଇ ୨୫ ତାରିଖ...

ଓସିଏ ନିର୍ବାଚନ: ପଙ୍କଜ ସଭାପତି, ସଞ୍ଜୟ ହେଲେ ସମ୍ପାଦକ

ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଶେଷ ହୋଇଛି ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ୍‌(ଓସିଏ)ର କର୍ମକର୍ତ୍ତା ନିର୍ବାଚନ। ବାରବାଟୀ ଷ୍ଟାଡିୟମର ଓସିଏ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବେ ବୈାଦ୍ଧ ଜିଲାର ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଛନ୍ତି। ସେହିଭଳି...

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୭।୯(ବ୍ୟୁରେ): ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ‘ରାଜକମଲ’ରେ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରାଷ୍ଟ୍ରପତି କୋବିନ୍ଦ ସସ୍ତ୍ରୀକ ପହଞ୍ଚିଥିଲେ। ସେଠାରେ  ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri