Tag Archives: Home Middle

ବିଜେପୁର ଉପନିର୍ବାଚନରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ, ଲୋକମତ ସଂଗ୍ରହ କରିବୁ: ନିରଞ୍ଜନ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଆସନ୍ତା ୨୧ରେ ବିଜେପୁର ଉପନିର୍ବାଚନ। ଏଥିରେ ଟଙ୍କା ଖର୍ଚ୍ଚ କରିବୁ ନାହିଁ। କେବଳ ଲୋକମତ ସଂଗ୍ରହ କରିବୁ। ନିରାଡ଼ମ୍ବରରେ ନାମାଙ୍କନ ଦାଖଲ କରିବୁ। ବିଜେଡି ଏବଂ ଭାଜପା ସହ ପଟୁଆରରେ ପ୍ରତିଯୋଗିତା କରିବୁ ନାହିଁ ବୋଲି ଶୁକ୍ରବାର ପିସିସି...

ବିଶ୍ୱ ପର୍ଯ୍ୟଟନ ଦିବସ : ବିଦେଶରେ ବଢୁଛନ୍ତି ଭାରତୀୟ ପର୍ଯ୍ୟଟକ, ଦେଶ ହରାଉଛି ବର୍ଷକୁ ୯ ହଜାର କୋଟି

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଭାରତୀୟଙ୍କ ମଧ୍ୟରେ ଦିନକୁ ଦିନ ବିଦେଶ ବୁଲା ଆଗ୍ରହ ବଢ଼ିବାରେ ଲାଗିଛି। ବିଶେଷକରି ମଧ୍ୟବିତ୍ତ ଶ୍ରେଣୀର ଲୋକେ ସର୍ବାଧିକ ବିଦେଶ ଭ୍ରମଣରେ ଯାଉଛନ୍ତି। ଗୋଟିଏପଟେ ଭାରତରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା କମୁଥିବାବେଳେ ଅନ୍ୟପଟେ ବିଦେଶ ମାଟିରେ ଭାରତୀୟ...

୧୫ ଦିନ ମଧ୍ୟରେ ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କର; ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ ଲାଗୁଛି। ଏହାର ଫାଇଦା ଉଠାଉଛନ୍ତି ଦଲାଲ। ବିଭିନ୍ନ କାର୍ଯ୍ୟ କରାଇଦେବା ନାମରେ ଦଲାଲମାନେ ସାଧାରଣଲୋକଙ୍କଠାରୁ ମୋଟା ଅଙ୍କର ଟଙ୍କା...

ଦୁଇଦିନ ପରେ ପୁଣି ଥରିଲା ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୬।୯: ଦୁଇ ଦିନ ପରେ ପୁଣି ଗୁରୁବାର ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟାହ୍ନ ୧୨ଟା ୩୧ରେ ଏଠାରେ ଭୂକମ୍ପ ହେବାରୁ...

ଆଇନ ଅନୁସାରେ ମହାତ୍ମା ନୁହଁନ୍ତି ଜାତିର ପିତା: ସମ୍ବିଧାନର ଅନୁଚ୍ଛେଦ ୧୮(୧) ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦେଲା ସୂଚନା

ନୂଆଦିଲ୍ଲୀ,୨୬।୯: ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତର ଜାତିର ପିତା ବୋଲି କହିଛନ୍ତି। ଏହାକୁ କଂଗ୍ରେସ ନେତା ନାପସନ୍ଦ କରିଛନ୍ତି। ଜାତିର ପିତା ଭାବେ ମହାତ୍ମା ଗାନ୍ଧୀଙ୍କୁ କୁହାଯାଉଥିବାରୁ ମୋଦିଙ୍କ ପାଇଁ ଏହା ପ୍ରଯୁଯ୍ୟ...

ପୁରୀର ‘ନୂଆ ଯୁବରାଜ’ ନେଇ ଫଟୋ ଭାଇରାଲ ପ୍ରସଙ୍ଗ: ରାଜନଅର ପକ୍ଷରୁ ଖଣ୍ଡନ, ଫଟୋଟି ନୀଳଗିରି ଯୁବରାଜଙ୍କର

ପୁରୀ ଅଫିସ,୨୬।୯: ଗତ କିଛି ଦିନ ଧରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉତ୍ତରାଧିକାରୀ ବୋଲି ଜଣେ ବ୍ୟକ୍ତିଙ୍କୁ ପରିଚୟ ଦେଇ ଏକ ଫଟୋ ଭାଇରାଲ ହୋଇଆସୁଛି। ତେବେ ଏହା କେବଳ ଗୁଜବ। ଉକ୍ତ ବ୍ୟକ୍ତିଜଣଙ୍କ ନୀଳଗିରି ଯୁବରାଜ...

ଅଯୋଧ୍ୟା ମାମଲା: ଅକ୍ଟୋବର ୧୮ସୁଦ୍ଧା ଶୁଣାଣି; ନଭେମ୍ବର ୧୭ ପୂର୍ବରୁ ରାୟ; ନ ହେଲେ ପୁଣି ଲଟକି ରହିବ

ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ମାମଲାରେ ଅକ୍ଟୋବର ୧୮ ସୁଦ୍ଧା ଶୁଣାଣି କରାଯିବ। ସେହିପରି ନଭେମ୍ବର ୧୭ ପୂର୍ବରୁ ଏହାର ରାୟ ପ୍ରକାଶ କରାଯିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହି ମାମଲାର ବିଚାର ୫ ଜଣିଆ ଖଣ୍ଡପୀଠରେ ଜାରି ରହିଛି। ଏହାର ନେତୃତ୍ୱ...

ବନ୍ୟାରେ ଭାସିବ ମୁମ୍ବାଇ-କୋଲକାତା: ୨୧୦୦ ସୁଦ୍ଧା ହିନ୍ଦୁକୁଶ ହିମାଳୟ ହିମନଦୀର ୨ ତୃତୀୟାଂଶ ତରଳିବ; ୧୫୦ ନିୟୁତରୁ ଅଧିକ ଲୋକ ହରାଇବେ ଭିଟାମାଟି

ନୂଆଦିଲ୍ଲୀ,୨୬।୯: ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱତାପମାନ ବୃଦ୍ଧିର ପ୍ରଭାବ ଯୋଗୁ ହିନ୍ଦୁ କୁଶ ହିମାଳୟ ହିମନଦୀ ଉପରେ ନକାରାତ୍ମକ ପ୍ରଭାବ ପଡ଼ିବ। ୨୧୦୦ ମସିହା ସୁଦ୍ଧା ହିମନଦୀର ୨ ତୃତୀୟାଂଶ ତରଳିଯିବ। ଫଳରେ ସମୁଦ୍ର ଜଳସ୍ତର ୫୦ ସେମି ପର୍ଯ୍ୟନ୍ତ...

ଧରା ପଡ଼ିଲା ଇମ୍ରାନ୍‌ଙ୍କ ବନ୍ଧୁ ଚେହେରା: ହାଫିଜ୍‌ ସଇଦ୍‌ଙ୍କ ପାଇଁ ମାଗିଲେ ଟଙ୍କା

ଇସଲାମାବାଦ୍‌,୨୬।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ବନ୍ଧୁ ଚେହେରା ଏବେ ଧରା ପଡ଼ିଯାଇଛି। ଭାରତ ଉପରେ ବାରମ୍ବାର ଆତଙ୍କବାଦୀ ଆକ୍ରମଣ କରାଇଥିବା ବିଶ୍ୱ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କ ପାଇଁ ଇମ୍ରାନ୍‌ ଜାତିସଂଘକୁ ଅନୁରୋଧ କରିଛନ୍ତି। ଜାତିସଂଘ ପକ୍ଷରୁ ସଇଦ୍‌ଙ୍କ ସମସ୍ତ...

ଦେଶକୁ ମିଳିବ ନୂଆ ସେନାଧ୍ୟକ୍ଷ: ଦୌଡ଼ରେ ନରାଓ୍ବନେ-ରଣବୀର-ସୈନି

ନୂଆଦିଲ୍ଲୀ,୨୬।୯: ଆଉ ୩ ମାସ ମଧ୍ୟରେ ଦେଶରେ ନୂଆ ସେନାଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବେ। ବର୍ତ୍ତମାନର ସେନାଧ୍ୟକ୍ଷ ବିପିନ୍‌ ରାଓ୍ବତ୍‌ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିବେ। ତାଙ୍କ ପରେ ଏହି ପଦବୀରେ କିଏ ନିଯୁକ୍ତ ହେବେ ସେ ନେଇ...

ଗ୍ଲୋବାଲ ବିଜ୍‌ନେସ୍‌ ଫୋରମରେ ମୋଦି: ‘ଭାରତରେ ନିବେଶ ଲାଗି ସୁବର୍ଣ୍ଣ ସୁଯୋଗ’

ନ୍ୟୁୟର୍କ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଏଠାରେ ବ୍ଲୁମ୍‌ବର୍ଗ ଗ୍ଲୋବାଲ ଇନ୍‌ଭେଷ୍ଟର ଫୋରମ୍‌ରେ ଯୋଗ ଦେଇଛନ୍ତି। ଭାରତରେ ରାଜନୈତିକ ସ୍ଥିରତା ରହିଥିବା ବେଳେ ନିବେଶ ଲାଗି ଅନୁକୂଳ ବାତାବରଣ ରହିଛି। ତଥାପି ଏଥିରେ କୌଣସି ତ୍ରୁଟି ରହିଥିଲେ ସେ ତାହାକୁ...

ବସ୍ତିରେ ମିଳିବ କୋଠାଘର

ଭୁବନେଶ୍ୱର, ୨୬ା୯(ବ୍ୟୁରୋ): ରାଜ୍ୟର ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି), ମ୍ୟୁନିସିପାଲିଟି ଏବଂ ସମସ୍ତ ମହାନଗର ନିଗମରେ ବ୍ୟବସ୍ଥିତ ବସ୍ତି ଯୋଜନା (ସ୍ଲମ ପ୍ରୁଫିଙ୍ଗ୍‌) କାର୍ଯ୍ୟକାରୀ ହେବ। ଯେଉଁଠି ନାହିଁ ସେଠି ବସ୍ତି ଗଢ଼ି ଉଠିବାକୁ ସୁଯୋଗ ଦିଆଯିବ ନାହିଁ। ବସ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri