Tag Archives: Home Middle

ପୃଥିବୀ ବିନାଶର କାରଣ ହୋଇପାରେ ଭୂକମ୍ପ: ପ୍ରତିବର୍ଷ ଚନ୍ଦ୍ରମା ଦୂରେଇ ଯାଉଛି ଦେଢ଼ ଇଞ୍ଚ

ଓ୍ବାଶିଂଟନ,୨୫।୯: ଗତ ୨୦ ବର୍ଷ ମଧ୍ୟରେ ପୃଥିବୀର ବିଭିନ୍ନ ସ୍ଥାନରେ ଲଗାତାର ଭୂକମ୍ପ ଘଟଣା ଘଟୁଛି। ହୁଏତ ଆଗାମୀ ଦିନରେ ପୃଥିବୀ ବିନାଶର କାରଣ ଭୂକମ୍ପ ହୋଇପାରେ ବୋଲି ଗବେଷକ ଅନୁମାନ କରୁଛନ୍ତି। ପୃଥିବୀ ନିଜ ଅକ୍ଷରେ ଘଣ୍ଟାପ୍ରତି ୧,୬୭୦...

ଭାରତୀୟ କୋଷ୍ଟ ଗାର୍ଡରେ ସାମିଲ୍‌ ହେଲା ‘ବରାହ’

ଚେନ୍ନାଇ,୨୫।୯: ଭାରତୀୟ କୋଷ୍ଟ ଗାର୍ଡରେ ‘ବରାହ’ ପାଟ୍ରୋଲିଂ ଜାହାଜ ସାମିଲ୍‌ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଆୟୋଜିତ ଏକ ଉତ୍ସବରେ ଏହାକୁ ଚେନ୍ନାଇ ପୋର୍ଟ ଟ୍ରଷ୍ଟ୍‌ଠାରେ କୋଷ୍ଟ ଗାର୍ଡରେ ସାମିଲ୍‌ କରାଇଛନ୍ତି। ଏହା ବହୁବିଧ କାର୍ଯ୍ୟ କରିବାକୁ...

ମଝି ଆକାଶରେ ଜଳିଗଲା ମିଗ୍‌-୨୧ ବିମାନ

ଭୋପାଳ, ୨୫।୯: ଭାରତୀୟ ବାୟୁସେନାର ଏକ ଟ୍ରେନର ମିଗ୍‌-୨୧ ବିମାନ ବୁଧବାର ଗ୍ବାଲିୟରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ମଝି ଆକାଶରେ ଜଳିଯାଇଛି। ଏଥିରେ ଥିବା ଜଣେ ଗ୍ରୁପ୍‌ କ୍ୟାପ୍‌ଟେନ୍‌ ଏବଂ ସ୍କ୍ବାଡ୍ରନ୍‌ ଲିଡର ସୁରକ୍ଷିତ ଥିବା କୁହାଯାଉଛି। ଖବର ପାଇ...

ବାୟୁସେନା ବିମାନ ବନ୍ଦରରେ ହାଇ ଆର୍ଲଟ: ଆତ୍ମଘାତୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୨୫।୯: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭାରତୀୟ ବାୟୁସେନା ବିମାନବନ୍ଦରରେ ହାଇ ଆର୍ଲଟ ଜାରି କରାଯାଇଛି। ଏସବୁ ବିମାନ ବନ୍ଦର ଉପରେ ୨୪ ଘଣ୍ଟିଆ କଡ଼ା ନଜର ରଖାଯାଇଛି। ଶ୍ରୀନଗର, ଅଓ୍ବନ୍ତୀପୋରା, ଜମ୍ମୁ, ପଠାଣକୋଟ୍‌....

ମହଙ୍ଗା ପିଆଜ ଯୋଗୁ ଅତୀତରେ ୨ ସରକାରଙ୍କ ପତନ ଘଟିଛି: ଏବେ କେଜ୍ରିଓ୍ବାଲ ସରକାରଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୫।୯: ଦେଶରେ ପିଆଜ ଦାମ୍‌ ଏବେ ବଢ଼ିଚାଲିଛି। ଅତୀତରେ ମହଙ୍ଗା ପିଆଜ ଯୋଗୁ ଦିଲ୍ଲୀର ୨ ସରକାରଙ୍କ ପତନ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ବିଭିନ୍ନ ସ୍ଥାନରେ ୨୨ ଟଙ୍କାରେ ପିଆଜ ଯୋଗାଇବା ଜାରି ରଖିଛନ୍ତି।...

ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ପାକିସ୍ତାନୀ ଡ୍ରୋନ୍‌ ଧରାପଡ଼ିଲା

ଅମୃତସର,୨୫।୯: ଭାରତରେ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଡ୍ରୋନ୍‌ର ବ୍ୟବହାର କରୁଛି। ଏନେଇ ପଞ୍ଜାବ ପୋଲିସ ଏକ ଡ୍ରୋନ୍‌କୁ ଜବତ କରିଛି। ପଞ୍ଜାବ ପୋଲିସର ଗୋଇନ୍ଦା ଶାଖା ପକ୍ଷରୁ ଏଭଳି ଏକ ଡ୍ରୋନ୍‌କୁ ଧରାଯାଇଛି। ଏହା ଭାରତ-ପାକିସ୍ତାନ ସୀମାନ୍ତ...

ମୋଦିଙ୍କୁ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୫।୯: ସ୍ବଚ୍ଛ ଭାରତ ଅଭିଯାନ ଭଳି ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ବିଲ୍‌ ଗେଟସ୍‌ ଏବଂ ମିଲେଣ୍ଡା ଗେଟସ୍‌ ଫାଉଣ୍ଡେସନ୍‌ ପକ୍ଷରୁ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ଏହି ଅବସରରେ ମୋଦି କହିଛନ୍ତି...

ଜୈଶ୍‌ ଟାର୍ଗେଟ୍‌ରେ ମୋଦି-ଶାହ-ଡୋଭାଲ୍‌: ୩୦ ସହର ଓ ୪ ବିମାନ ବନ୍ଦର ଉପରେ ଆକ୍ରମଣ ପାଇଁ ମିଳିଲା ଧମକପୂର୍ଣ୍ଣ ଚିଠି

ନୂଆଦିଲ୍ଲୀ,୨୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ଟାର୍ଗେଟ୍‌ କରିଛି। ଏନେଇ ଲକ୍ଷ୍ନୌର ବ୍ୟୁରୋ...

ପିଆଜ ବଜାରରେ ନିଆଁ:ନଭେମ୍ବର ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଆଜ୍ଞା ଆମେ ତ ଦିନ ମଜୁରିଆ। ଖଟିଲେ ଖାଉଛୁ। ପଖାଳ ସାଙ୍ଗକୁ ପିଆଜ ଲଙ୍କା ଲୁଣ ଟିକେ ହେଲେ ଆମର ଚଳି ଯାଉଛି। ଘରେ ୫ ପ୍ରାଣୀ କୁଟୁମ୍ବ। ପିଆଜ କିଲୋରୁ କମ୍‌ ଆଣିଲେ ହେଉନି। ବଜାରରେ ପନିପରିବା ଦର...

ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା:୭ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଓଡ଼ିଶା ଏବଂ ଝାଡ଼ଖଣ୍ଡ ଉପର ଦେଇ ଏକ ଟ୍ରପଲାଇନ ରହିଛି। ଏଥିସହିତ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଯୋଗୁ ବଙ୍ଗୋପସାଗରରୁ ପୂର୍ବ ଦିଗ ସ୍ଥଳଭାଗ ଆଡ଼କୁ ବାୟୁ ପ୍ରବାହିତ...

ପିଓକେରେ ଭୂକମ୍ପ: ୧୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ୩୦୦ରୁ ଊର୍ଦ୍ଧ୍ୱ ଆହତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୪ା୯(ପି.ଟି.)- ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୧୯ ଜଣ ପ୍ରାଣ ହରାଇଥିବାବେଳେ ୩୦୦ରୁ...

ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ: ନିୟମିତ ଟ୍ରେନ୍‌ରେ କୋଚ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୨୪ା୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର ଅତିରିକ୍ତ କୋଚ୍‌ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନଗୁଡିକରେ ମାତ୍ରାଧିକ ଅପେକ୍ଷା ସୂଚୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri