Tag Archives: Home Middle

ଇନ୍ଦିରା ଗାନ୍ଧୀଙ୍କ ପରେ ଆମେରିକା ମାଗାଜିନ୍‌ କଭର ପେଜ୍‌ରେ ମୋଦି

ନୂଆଦିଲ୍ଲୀ,୧୧।୪: ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ଥର ପାଇଁ ଆମେରିକାର ପ୍ରସିଦ୍ଧ ସାପ୍ତାହିକ ମାଗାଜିନ କଭର ପେଜ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଛି। ଦୀର୍ଘ ୯୦ ମିନିଟ ଧରି ନ୍ୟୁଜ୍‌ୱିକ୍‌କୁ ପ୍ରଧାନମନ୍ତ୍ରୀ ମୋଦି ସାକ୍ଷାତକାର...

‘ଲା ନିନା’, ପ୍ରଭାବରେ ସଅଳ ଆସିବ ମୌସୁମୀ, ପ୍ରବଳ ବର୍ଷିବା ସମ୍ଭାବନା

ନୂଆଦିଲ୍ଲୀ,୧୧।୪: ଭାରତୀୟ ପାଣିପାଗ ବିଭାଗ ଖୁବଶୀଘ୍ର ବହୁ ପ୍ରତୀକ୍ଷିତ ମୌସୁମୀ ଆଗମନକୁ ନେଇ ଆଗୁଆ ଆକଳନ ସୂଚନା ଦେଇପାରେ। ଏହାପୂର୍ବରୁ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ଯେ ଭାରତ ମହାସାଗର ପାଣିପାଗ ସ୍ଥିତି ଏବଂ ଲା ନିନା ସ୍ଥିତିର ଏକକାଳୀନ ସକ୍ରିୟତା...

ଡମ୍ବରୁ ବଜାଇଲେ ମୋଦି: କଂଗ୍ରେସକୁ କଲେ ଟାର୍ଗେଟ୍‌

ଡେରାଡୁନ୍‌,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡରେ ପହଞ୍ଚିଛନ୍ତି। ଆଜି ସେ ଋଷିକେଶର ଆଇଡିପିଏଲ୍‌ ସ୍ପୋର୍ଟସ ଗ୍ରାଉଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି।...

ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ଗେଜେଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର,୧୧।୪: ଲୋକ ସଭା ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବ। ଲୋକ ସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୯୪ ସଂସଦୀୟ କ୍ଷେତ୍ର ପାଇଁ...

ସଭ୍ୟ ପଦ ରଦ୍ଦ ମୋ’ ଉପରେ ପ୍ରଭାବ ପକାଇବନି: ପ୍ରେମାନନ୍ଦ

ଭୁବନେଶ୍ୱର,୧୧ା୪: ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି। ଏହା ପରେ ପ୍ରେମାନନ୍ଦ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ସଭ୍ୟ ପଦ ରଦ୍ଦ ମୋ’ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। ସଭ୍ୟ...

କେଜରିଓ୍ବାଲଙ୍କ ଗିରଫ ପରେ ସଙ୍କଟରେ ଏଏପି, ୧୦ରୁ ୭ ଏମପି ନିଖୋଜ

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଆମ୍‌ ଆଦମୀ ପାର୍ଟିକୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ପାର୍ଟିକୁ ସବୁଠାରୁ ଅଡ଼ୁଆରେ ପକାଇଛି ଦଳ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଏହି ସମୟରେ ଦିଲ୍ଲୀ କ୍ୟାବିନେଟରେ ମନ୍ତ୍ରୀ ଥିବା...

ଏକତରଫା ନିଷ୍ପତ୍ତି ନେଇଛନ୍ତି ସରକାର: ଅରବିନ୍ଦ

ଭୁବନେଶ୍ୱର,୧୧ା୪: ଜୟଦେବ ବିଧାୟକ ଅରବିନ୍ଦ ଢାଲିଙ୍କ ସଭ୍ୟ ପଦ ଗୁରୁବାର ବାଚସ୍ପତି ରଦ୍ଦ କରିବା ପରେ ଅରବିନ୍ଦ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅରବିନ୍ଦ କହିଛନ୍ତି, ମୋ’ ମତାମତ ନ ନେଇ ସରକାର ଏକତରଫା ନିଷ୍ପତ୍ତି ନେଇଛନ୍ତି। ସଭ୍ୟ ପଦ ରଦ୍ଦ...

ପୁଲଓ୍ବାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୧୧।୪: ଜମ୍ମୁ-କଶ୍ମୀରର ପୁଲୱାମାରେ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲୱାମାରେ ଆଜି ଭୋରୁ ସୁରକ୍ଷା କର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷ ମଧ୍ୟରେ ଆଖି ବୁଜା ଗୁଳି ଚାଳନା ହୋଇଥିବା ବେଳେ ସୁରକ୍ଷାକର୍ମୀଙ୍କ ଦ୍ୱାରା...

ଭାଜପାର ଲୋକପ୍ରିୟତା ବଢିଛି ନା କମିଛି, ଜାଣନ୍ତୁ କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ଆଉ କିଛି ଦିନ ବାକି ଅଛି। ଏପ୍ରିଲ ୧୯ରେ ଭୋଟ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ପ୍ରସିଦ୍ଧ ପତ୍ରିକା ନ୍ୟୁଜୱିକ୍‌କୁ ଏକ...

ବିମାନ ବାତିଲ, ଆଲର୍ଟରେ ସାଉଦି-ୟୁଏଇ… କ’ଣ କରିବାକୁ ଯାଉଛି ଇରାନ?

ତେେହେରାନ,୧୧।୪: ଏପ୍ରିଲ ଆରମ୍ଭରେ ଇସ୍ରାଏଲ ପକ୍ଷରୁ ସିରିଆରେ ଥିବା ଇରାନର ଦୂତାବାସ ଉପରେ ଏୟାରଷ୍ଟ୍ରାଇକ୍‌ କରାଯାଇଥିଲା। ଏଥିରେ ୨ ଇରାନ କମାଣ୍ଡୋ ଏବଂ ଅନ୍ୟ ୭ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ଇରାନ ଇସ୍ରାଏଲଠାରୁ ପ୍ରତିଶୋଧ ନେବ ବୋଲି...

ଓଲଟିଲା ସ୍କୁଲ ବସ୍‌: ୬ ଶିଶୁ ମୃତ, ୧୫ ଆହତ

ଚଣ୍ଡିଗଡ,୧୧।୪: ହରିୟାଣାର ମହେନ୍ଦ୍ରଗଡରେ ଏକ ଘରୋଇ ସ୍କୁଲ ବସ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୬ ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଶିଶୁ ଆହତ ହୋଇଛନ୍ତି। ଆହତମାନଙ୍କୁ ତୁରନ୍ତ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ପାଇବା...

ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ

ଭୁବନେଶ୍ୱର,୧୧ା୪: ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଜୟଦେବ ବିଧାୟକ ଅରବିନ୍ଦ ଢାଲି ଏବଂ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ସଭ୍ୟ ପଦ ରଦ୍ଦ ହୋଇଥିବା ନେଇ ବିଧାନସଭା ବିଜ୍ଞପ୍ତି ପକ୍ଷରୁ ଗୁରୁବାର ସୂଚନା ମିଳିଛି। ଦଳ ବଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri