Tag Archives: Home Middle

ଭୂକମ୍ପର ତୀବ୍ର ଝଟକାରେ ଥରିଲା ପିଓକେ: ବ୍ୟାପକ କ୍ଷୟକ୍ଷତି, ୫ ମୃତ, ୫୦ ଆହତ

ନୂଆଦିଲ୍ଲୀ/ ଇସ୍‌ଲାମାବାଦ, ୨୪।୯:  ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରହିଛି। ସେହିପରି ପାକିସ୍ତାନର ଇସ୍‌ଲାମାବାଦ, ପେଶାଓ୍ବର, ରାଓ୍ବଲପିଣ୍ଡି ଓ ଲାହୋର ସମେତ...

ଥରିଲା ଉତ୍ତର ଭାରତ: ଲୋକେ ଆତଙ୍କିତ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀ ଏନସିଆର୍‌ରେ ମଙ୍ଗଳବାର ଅପରାହ୍ନ ୪.୪୦ରେ ଭୂକମ୍ପ ଝଟକା ଲାଗିଛି। କେବଳ ଦିଲ୍ଲୀରେ ନୁହେଁ, ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି। ହରିୟାଣା, ଚଣ୍ଡିଗଡରେ ଲୋକେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ। ସେହିଭଳି କଶ୍ମୀରରେ ମଧ୍ୟ...

୭ ଜିଲାକୁ ପ୍ରବଳ ବର୍ଷା: ରାତି ସାଢ଼େ ୮ଟା ଯାଏ ସତର୍କ ସୂଚନା ଜାରି

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡକୁ ବାୟୁ ପ୍ରବାହ ହେଉଛି ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ମଙ୍ଗଳବାର ରାତି...

ନର୍ଥ ବ୍ଲକ୍‌ରେ ଉତ୍ତରପ୍ରଦେଶ ବିଭାଜନ ଫାଇଲ୍‌ ପ୍ରସ୍ତୁତ ହେଉଥିବା ନେଇ ଚର୍ଚ୍ଚା !

ନୂଆଦିଲ୍ଲୀ,୨୪।୯: ଉତ୍ତରପ୍ରଦେଶକୁ ବିଭାଜନ କରାଯିବା ଲାଗି ଦିଲ୍ଲୀର ସଚିବାଳୟର ନର୍ଥ ବ୍ଲକ୍‌ ଅର୍ଥାତ୍‌ କ୍ୟାବିନେଟ୍‌ ସେକ୍ରେଟାରିଏଟ୍‌ରେ ଫାଇଲ୍‌ ପ୍ରସ୍ତୁତ ହେଉଥିବା ନେଇ ଏବେ ଚର୍ଚ୍ଚା ଚାଲିଛି। ସମାଜବାଦୀ ପାର୍ଟି ସଦସ୍ୟ ଅଖିଳେଶ ଯାଦବ ଏବଂ କେନ୍ଦ୍ର ମନ୍ତ୍ରୀ ରାମଦାସ ଉଠାଓ୍ବଲେଙ୍କ...

ଫେସ୍‌ବୁକ୍‌ ସହିତ ଆଧାର ସଂଯୋଗ ପ୍ରସଙ୍ଗ: ସରକାର ୩ ସପ୍ତାହ ମଧ୍ୟରେ ସୁପ୍ରିମ୍‌କୋର୍ଟକୁ ଦେବେ ପରାମର୍ଶ

ନୂଆଦିଲ୍ଲୀ,୨୪।୯: ଫେସ୍‌ବୁକ୍‌ରେ ବିଭିନ୍ନ ବିଭ୍ରାନ୍ତିକର ଖବର ପ୍ରସାର ହେବାଯୋଗୁ ଦେଶର ସ୍ଥିତି ସଙ୍କଟ ଦେଇ ଗତି କରିବା ସହିତ ବହୁ ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ଦୃଷ୍ଟିରେ ରଖି ଫେସ୍‌ବୁକ୍‌ ସହିତ ଆଧାର ସଂଯୋଗ ଲାଗି...

ଜମ୍ମୁ-କଶ୍ମୀର ସ୍ଥିତି ସଙ୍କଟ ଜନକ; ଅତ୍ୟାଚାରରୁ ମୁକ୍ତି ଚାହୁଁଛନ୍ତି ଲୋକେ: ପ୍ରଗତି ମହିଳା ସଂଗଠନ

ଶ୍ରୀନଗର,୨୪।୯: ଜମ୍ମୁ-କଶ୍ମୀରର ସ୍ଥିତି ସଙ୍କଟ ଜନକ ରହିଛି। ଏଠାରେ ପ୍ରଶାସନିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ରାଜ୍ୟରେ ଜଙ୍ଗଲ ଆଇନ ଚାଲିଥିବା ପ୍ରଗତି ମହିଳା ସଂଗଠନ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସ୍ଥାନୀୟ...

ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଳିଗଲା ଡିଜେଲ୍‌ ଟ୍ୟାଙ୍କର

ରାୟପୁର,୨୪।୯: ଛତିଶଗଡ଼ କାଙ୍କେର ଜିଲାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଏକ ଡିଜେଲ୍‌ ଟ୍ୟାଙ୍କର ଜଳି ଯାଇଛି। ଏଥିରେ ୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ୟାଙ୍କରଟି ରେଲଓ୍ବେ କାମରେ ଲାଗିଥିଲା। ସେଠାରେ କିଛି ମାଓବାଦୀ...

ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନର ନାମ ପରିବର୍ତ୍ତନ: ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୪।୯: ଅନ୍ତର୍ଜାତୀୟ ଚାପ ଯୋଗୁ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ ଏହାର ନାମ ପରିବର୍ତ୍ତନ କରିଛି। ମାସୁଦ୍‌ ଅଝାରଙ୍କ ଭାଇ ଅବଦୁଲ୍‌ ରଉଫ୍‌ ଅସଗର ସଂଗଠନର ଦାୟିତ୍ୱ ନେବାପରେ ଏହାର ନାମ ପରିବର୍ତ୍ତନ କରି ମଜଲିସ୍‌ ଓ୍ବରସା-ଇ-ଶୁହୁଦା ଜମ୍ମୁ ଓ୍ବା କଶ୍ମୀର...

ଆପରାଧିକ ମାମଲାର ଯାଞ୍ଚ୍‌ ସମୟରେ ପୋଲିସ ଜବତ କରି ପାରିବେନି ଅଭିଯୁକ୍ତଙ୍କ ଅଚଳ ସମ୍ପତ୍ତି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୪।୯: ଆପରାଧିକ ମାମଲାର ଯାଞ୍ଚ୍‌ ସମୟରେ ପୋଲିସ ଅଭିଯୁକ୍ତଙ୍କ ଅଚଳ ସମ୍ପତ୍ତି ଜବତ କରି ପାରିବେନି ବୋଲି ମଙ୍ଗଳବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଆପରାଧିକ ପ୍ରକ୍ରିୟା ସଂହିତା ଧାରା ୧୦୨ ଅନ୍ତର୍ଗତ ସର୍ବୋଚ୍ଚ ନ୍ୟାୟାଳୟ ଏଭଳି କହିଛନ୍ତି। ତେବେ ପୋଲିସ...

ଭାରତ-ପାକିସ୍ତାନ ଭାଗବଣ୍ଟାଠାରୁ ଅଧିକ ଭୟଙ୍କର ଶିବସେନା-ଭାଜପା ଆସନ ବଣ୍ଟା

ମୁମ୍ବାଇ, ୨୪।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶିବସେନା-ଭାଜପା ମଧ୍ୟରେ ଆସନ ବଣ୍ଟା ଅଙ୍କ ଛିଡୁନି। ରାଜ୍ୟର ୨୮୮ ବିଧାନସଭା ଆସନ ମଧ୍ୟରୁ ଶିବସେନା ଭାଗରେ କେତେ ଏବଂ ଭାଜପା ଭାଗରେ କେଉଁକେଉଁ ଆସନ ପଡ଼ିବ ତାହାର ସମାଧାନ ହୋଇ...

ସ୍ବଚ୍ଛ ଭାରତ ଅଭିଯାନ: ମୋଦିଙ୍କୁ ମିଳିବ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୪।୯: ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯିବ। ବିଲ୍‌-ମିଲେଣ୍ଡା ଫାଉଣ୍ଡେସନ୍‌ ପକ୍ଷରୁ ଏହି ପୁରସ୍କାର ଦିଆଯିବ। ବିଶ୍ୱସ୍ତରରେ ଅବା ନିଜ ଦେଶରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ରାଜନେତାଙ୍କୁ...

ଆଉ ଦୁଇଦିନ ଛେଚିବ, ୭ ଜିଲାକୁ ଏଲୋଓ୍ବାର୍ନିଂ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ବାୟୁ ପ୍ରବାହ ହେଉଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୋଟିଏ କିମ୍ବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri