Tag Archives: Home Middle

ତୋଗଲକାବାଦ୍‌ ହିଂସା: ଭୀମ ସେନା ମୁଖ୍ୟଙ୍କ ସମେତ ୯୧ ଗିରଫ

ନୂଆଦିଲ୍ଲୀ, ୨୨।୮: ତୋଗଲକାବାଦ୍‌ ହିଂସାରେ ଦିଲ୍ଲୀ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପୃକ୍ତ ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଓରଫ୍‌ ରାବଣଙ୍କ ସମେତ ୯୧ ଜଣଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରେ ଏହି ହଂସାକାଣ୍ଡ...

ଦରମା ବଢ଼ାଇବାରେ ଘରୋଇ କମ୍ପାନୀ କୁଣ୍ଠିତ

ନୂଆଦିଲ୍ଲୀ,୨୨।୮: ଚଳିତ ବର୍ଷ କମ୍‌ ଲୋକଙ୍କ ଦରମା ସେମାନଙ୍କ ମନମୁତାବକ ବଢ଼ିଛି। ଅର୍ଥନୀତିର ଅବସ୍ଥା ବିଗିଡିଯିବା କାରଣରୁ ଚଳିତ ବର୍ଷ ଘରୋଇ କମ୍ପାନୀଗୁଡ଼ିକ ହାତ ଖୋଲା ଦରମା ବଢ଼ାଇନାହାନ୍ତି। ସେଣ୍ଟର ଫର୍‌ ମନିଟରିଂ ଅଫ୍‌ ଇଣ୍ଡିଆନ ଇକୋନୋମୀ(ସିଏମ୍‌ଆଇଇ) ତଥ୍ୟରୁ ଜଣାପଡୁଛି...

ଝୁଲେନବର ପ୍ରାଥମିକ ବିଦ୍ୟାଳୟ ସ୍କୁଲକୁ ନିୟମିତ ଆସୁନାହାନ୍ତି ଶିକ୍ଷକ; ମଧ୍ୟାହ୍ନ ଭୋଜନ ପରେ ସ୍କୁଲ ଛୁଟି

କୋକସରା,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଶିକ୍ଷା ବିଭାଗ ଅଧୀନ ଆମପାଣି କ୍ଳଷ୍ଟରର ବଣପାହାଡ଼ ଘେରା ଦୁର୍ଗମ ବରାଡ଼ଙ୍ଗା ପଞ୍ଚାୟତ ଝୁଲେନବର ପ୍ରାଥମିକ ବିଦ୍ୟାଳୟ। ଆଦିବାସୀ ବହୁଳ ଗ୍ରାମରେ ୧୯୭୫ରେ ସ୍ଥାପିତ ଏହି ପ୍ରାଥମିକ ବିଦ୍ୟାଳୟକୁ ନିୟମିତ ଶିକ୍ଷକ ଆସୁ...

ଦାୟିତ୍ୱ ଗ୍ରହଣ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କଟକ ଓ ଭୁବନେଶ୍ୱର ଦୈତ୍ୟନଗରୀର ନୂତନ ପୋଲିସ କମିଶନର ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡଙ୍ଗୀ। ଭୁବନେଶ୍ୱରସ୍ଥିତ କମିଶନରେଟ ପୋଲିସ ମୁଖ୍ୟାଳୟରେ ପୂର୍ବତନ ପୋଲିସ କମିଶନର ସତ୍ୟଜିତ ମହାନ୍ତି ବିଧିବଦ୍ଧଭାବେ ତାଙ୍କୁ...

ପୌରାଞ୍ଚଳରେ ପଲିଥିନ ନିଷେଧ: ଅକ୍ଟୋବର ୨ରୁ ସାରା ରାଜ୍ୟରେ ଲାଗୁ ହେବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ସମସ୍ତ ପୌରାଞ୍ଚଳରେ ପଲିଥିନ ଉପରେ ଲାଗିବ କଟକଣା। ସବୁ ସହରକୁ ପଲିଥିନ ମୁକ୍ତ କରାଯିବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ...

ଚିଦାମ୍ବରମ ଗିରଫ

ନୂଆଦିଲ୍ଲୀ,୨୧ା୮:  ଦୁଇଦିନର ଡ୍ରାମାବାଜି ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଗିରଫ ହୋଇଛନ୍ତି। ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ବୁଧବାର ରାତିରେ ସିବିଆଇ ଓ ଇଡି ଟିମ୍‌ ତାଙ୍କୁ ଗିରଫ କରିଛି। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଆଗୁଆ ଜାମିନ ଆବେଦନ...

ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରୟାନ-୨: ସେଠାରେ ୭ ଦିନ ପର୍ଯ୍ୟନ୍ତ ଘୁରିବ

ଶ୍ରୀହରିକୋଟା,୨୧।୮: ଚନ୍ଦ୍ରୟାନ-୨ ବୁଧବାର ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରିଛି। ଏହା ସେଠାରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଘୁରିବ। ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ଇସ୍ରୋ ବୈଜ୍ଞାନିକ ଚନ୍ଦ୍ରୟାନ-୨ କୁ ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରାଇଛନ୍ତି।...

ପ୍ରତିରକ୍ଷା ମନ୍ତ୍ରଣାଳୟ ନିଷ୍ପତ୍ତି: ଫିଲ୍ଡ ଅପରେଶନ୍‌ରେ ଯିବେ ୨୦୬ ସେନା ଅଧିକାରୀ

ନୂଆଦିଲ୍ଲୀ,୨୧।୮: ଭାରତୀୟ ସେନା ମୁଖ୍ୟାଳୟରେ ନିଯୁକ୍ତ ଥିବା ୨୦୬ ଅଧିକାରୀଙ୍କୁ ଫିଲ୍ଡ ଅପରେଶନ୍‌ରେ ପଠାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦାୟିତ୍ୱ ଗ୍ରହଣ ପରେ ସେନାର ପୁନର୍ଗଠନ ଲାଗି ସ୍ବତନ୍ତ୍ର...

୧୦ ବର୍ଷ ତଳର କାହାଣୀ: ୨୦୧୦ ଜୁଲାଇ ୨୫ ବନାମ ୨୦୧୯ ଅଗଷ୍ଟ ୨୧; ସେତେବେଳେ ଶାହ ହୋଇଥିଲେ ଗିରଫ; ଏବେ ଚିଦାମ୍ବରମ୍‌ଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୧।୮: ସମ୍ପ୍ରତି ଭାଜପା ସରକାରରେ କଂଗ୍ରେସର ବରିଷ୍ଠ ସଦସ୍ୟ ତଥା ପୂର୍ବତନ ଅର୍ଥ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ମାମଲା ନେଇ ଦେଶର ରାଜନୈତିକ ସ୍ଥିତି ବେଶ୍‌ ସରଗରମ୍‌ ରହିଛି। ଇଡ଼ି ଏବଂ ସିବିଆଇ ପକ୍ଷରୁ ଚିଦାମ୍ବରମ୍‌ଙ୍କ ଉପରେ...

ଚିଦାମ୍ବରମ୍‌ଙ୍କ ଜାମିନ୍‌ର ନିଷ୍ପତ୍ତି ନେବେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୧।୮: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ଙ୍କୁ ଇଡ଼ି ଏବଂ ସିବିଆଇ ପକ୍ଷରୁ ଖୋଜା ଚାଲିଛି। ଦିଲ୍ଲୀ ହାଇକୋର୍ଟରେ ଜାମିନ୍‌ ଆବେଦନ ଖାରଜ ପରେ ଚିଦାମ୍ବରମ୍‌ ସୁପ୍ରିମ୍‌କୋର୍ଟରେ ଜାମିନ୍‌ ପାଇଁ ଆବେଦନ...

ଜମ୍ମୁ-କଶ୍ମୀର ସମସ୍ୟାରେ ଟ୍ରମ୍ପ୍‌ଙ୍କ ମଧ୍ୟସ୍ଥତା ଉଦ୍ୟମ: ଧର୍ମକୁ ନେଇ ଦେଲେ ବିବାଦୀୟ ମନ୍ତବ୍ୟ

ଓ୍ବାଶିଂଟନ,୨୧।୮: ଜମ୍ମୁ-କଶ୍ମୀର ସମସ୍ୟାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଧ୍ୟସ୍ଥତା କରିବା ପାଇଁ ବେଶ୍‌ ଆଗ୍ରହ ପ୍ରକାଶ କରୁଛନ୍ତି। ତେଣୁ ଏହି ସମସ୍ୟା ନେଇ ସେ ପ୍ରତିଦିନ ନୂଆ ନୂଆ ମନ୍ତବ୍ୟ ଦେବାରେ ଲାଗିଛନ୍ତି। ଏବେ ଟ୍ରମ୍ପ୍‌ ଏହି ସମସ୍ୟାରେ...

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୨୧।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦର ୧୬ ଦିନ ପରେ ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଘଟଣାରେ ଜଣେ ଯବାନ ମଧ୍ୟ ଶହୀଦ୍‌ ହୋଇଥିବା କୁହାଯାଉଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri