Tag Archives: Home Middle

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯିବ। ସେମାନେ ମିରାଜ୍‌-୨୦୦୦ ଯୁଦ୍ଧ ବିମାନର ପାଇଲଟ୍‌। ସେମାନଙ୍କ ମଧ୍ୟରେ ଓ୍ବିଙ୍ଗ୍‌ କମାଣ୍ଡର...

ଜମ୍ମୁ-କଶ୍ମୀର ଉପରେ ମିଥ୍ୟା ଭିଡ଼ିଓ ଭାଇରାଲ କରୁଛି ପାକିସ୍ତାନ

ଶ୍ରୀନଗର,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଜମ୍ମୁ-କଶ୍ମୀର ଉପରେ ମିଥ୍ୟା ଭିଡ଼ିଓ ଭାଇରାଲ କରାଉଛି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ଏଡିଜି ମୁନିର ଖାଁ ସୂଚନା ଦେଇଛନ୍ତି। ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥିବା ଭିଡ଼ିଓ ୨୦୧୦...

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୭ନଂ ଗେଟ୍‌: ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୪।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଧାର୍ଯ୍ୟଲଗ୍ନ ଅନୁସାରେ ଅପରାହ୍ନ ୧୧ ଟା ୨୪ ମିନିଟରେ ଗୋଟିଏ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ହୋଇଛି । ପୂର୍ବାହ୍ନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇ ୭ନଂ ସୁଇସ୍‌...

ମନ୍ଦିର ବାବରଙ୍କ ନିର୍ଦ୍ଦେଶରେ ହୋଇଥିଲା ଭଙ୍ଗା: ପ୍ରମାଣ ଲୋଡିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪।୮: ରାମଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ଶୁଣାଣି ସୁପ୍ରିମ୍‌କୋର୍ଟରେ ପ୍ରତିଦିନ ଜାରି ରହିଛି। ଏନେଇ ବୁଧବାର ରାମଲଲାଙ୍କ ଆଇଜନୀବୀ ସି.ଏସ୍‌. ବୈଦନାଥନ୍‌ ଐତିହାସିକ ଯୋଶେଫ୍‌ ଟାଇଫେନ୍ଥଲରଙ୍କ ଦ୍ୱାରା ପ୍ରଦତ୍ତ ସୂଚନା ଆଧାରରେ କହିଥିଲେ ଯେ, ରାମଙ୍କ ସ୍ମୃତିରେ ସରଜୁ ନଦୀ କୂଳରେ...

ଜମ୍ମୁରୁ ହଟିଲା ୧୪୪ ଧାରା: କଶ୍ମୀରରେ ରହିବ ଜାରି; ସୂଚନା ଦେଲେ ଏଡିଜି

ଶ୍ରୀନଗର,୧୪।୮: ଜମ୍ମୁରୁ ୧୪୪ ଧାରା ସହିତ ଅନ୍ୟ ପ୍ରତିବନ୍ଧକ ହଟାଇ ନିଆଯାଇଛି। ତେବେ କଶ୍ମୀରରେ ଏହା ପୂର୍ବବତ୍‌ ଜାରି ରହିବ। ସ୍ଥିିତିରେ ସୁଧାର ହେଲେ କିଛି ଦିନ ମଧ୍ୟରେ କଶ୍ମୀରରୁ ମଧ୍ୟ ସମସ୍ତ ପ୍ରତିବନ୍ଧକ ହଟାଇ ନିଆଯିବ ବୋଲି ଏଡିଜି...

ଶାହଙ୍କ ନେତୃତ୍ୱରେ ଭାଜପା ଲଢ଼ିବ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ

ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ଆଦି ୩ ରାଜ୍ୟର ବିଧାନସଭା ନିର୍ବାଚନ ହେବ। ଏହି ନିର୍ବାଚନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ଭାଜପା ନିର୍ବାଚନ ଲଢ଼ିବାର ଯୋଜନା ପ୍ରସ୍ତୁତ କରିଛି। ଏହି ରାଜ୍ୟ ଗୁଡ଼ିକ...

ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରଖୁଥିବା ଲୋକେ ଅନୁଚ୍ଛେଦ ୩୭୦ ଉଚ୍ଛେଦର କରୁଛନ୍ତି ବିରୋଧ: ମୋଦି

ନୂଆଦିଲ୍ଲୀ,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ଦେଶର ହିତ ପାଇଁ କରାଯାଇଛି। ତେବେ କିଛି ଲୋକ ଏହାକୁ ବିରୋଧ କରୁଛନ୍ତି। ଏଭଳି ଲୋକଙ୍କର ଆତଙ୍କବାଦୀଙ୍କ ପ୍ରତି ସହାନୁଭୁତି ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିଯୋଗ କରିଛନ୍ତି। ଏକ ସାକ୍ଷାତ୍‌କାରରେ ମୋଦି...

୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା...

୭୩ତମ ସ୍ବାଧୀନତା ଦିବସ ପାଇଁ କଡ଼ା ସୁରକ୍ଷା :ଲାଲକିଲ୍ଲାରୁ ଲାଲଚୌକ ଅଭେଦ୍ୟ

ନୂଆଦିଲ୍ଲୀ,୧୪ା୮: ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିରଙ୍ଗା ଉତ୍ତୋଳନ କରି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଉଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଶ୍ରୀନଗର କେନ୍ଦ୍ରସ୍ଥଳ ଲାଲଚୌକରେ ଜାତୀୟ ପତାକା ଉଡ଼ାଉଥିବେ। ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳନ ବେଳେ ଏଭଳି...

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ପ୍ରତ୍ୟେହ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ଆସିଥାନ୍ତି। ଏଥିଲାଗି ପୁରୀ ଆତଙ୍କବାଦୀଙ୍କ...

ସୋନିଆଙ୍କ ଏକ ବ୍ୟକ୍ତି ଏକ ପଦବୀ ରଣନୀତି: ବରିଷ୍ଠ ନେତାଙ୍କ ପଦବୀ ଯିବା ସମ୍ଭାବନା

ନୂଆଦିଲ୍ଲୀ,୧୩।୮: କଂଗ୍ରେସ ଅଧ୍ୟକ୍ଷା ଭାବେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଡୋର ଧରିଛନ୍ତି। ସେ ଦଳର ସାଂଗଠନିକ କ୍ଷେତ୍ରରେ କେତେକ ପରିବର୍ତ୍ତନ ଆଣିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି। ଏଣିକି ଦଳର ଜଣେ ବ୍ୟକ୍ତି ଗୋଟିଏ ପଦବୀରେ ଅବସ୍ଥାପିତ ହେବେ।...

ଆତଙ୍କବାଦୀ ଆକ୍ରମଣ ଅପରେଶନ୍‌ ‘ଗ୍ରୀନ୍‌ ବାର୍ଡ’ର ପର୍ଦ୍ଦାଫାଶ୍‌: ରାଜଧାନୀ ଏକ୍ସପ୍ରେସ୍‌ରେ ଆଇଇଡି ବିସ୍ଫୋରଣ ପାଇଁ ଆଇଏସ୍‌ଆଇ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧୩।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ରଚାଯାଇଥିବା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଏହାକୁ ଅପରେଶନ ଗ୍ରୀନ୍‌ ବାର୍ଡ ଭାବେ ନାମିତ କରାଯାଇଥିଲା। ଏଥିରେ ବ୍ୟବହୃତ କୋଡ୍‌ର ଡି-କୋଡ୍‌ କରାଯିବା ପରେ ଜଣାପଡ଼ିଛି ଯେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri