Tag Archives: Home Middle

ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ

ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ ବାସ୍ତବରେ ଗତ ସାଧାରଣ ନିର୍ବାଚନରେ ସହରୀ ଓ ଶିକ୍ଷିତ ଭୋଟରଙ୍କ ମତ ପରିବର୍ତ୍ତନ...

ତଟ ସୁରକ୍ଷା ଜାହାଜରେ ନିଆଁ

ବିଶାଖାପାଟଣା, ୧୩ା୮(ଆଇଏଏନ୍‌ଏସ୍‌): ବିଶାଖାପାଟଣା ଉପକୂଳରେ ଥିବା ତଟ ସୁରକ୍ଷା ବାହିନୀର ଏକ ଜାହାଜରେ ସୋମବାର ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି। ଜାହାଜର ଜଣେ କର୍ମଚାରୀ ନିଖୋଜ ହୋଇଥିବାବେଳେ ଅନ୍ୟ ୨୮ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ପୋଡ଼ିଯାଇ ଆହତ...

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର...

ଜାହାଜରେ ଲାଗିଲା ନିଆଁ: ପାଣିକୁ ଡେଇଁଲେ ୨୯ କ୍ରିୟୁ ମେମ୍ବର

ବିଶାଖାପଟନମ୍‌,୧୨।୮: ବିଶାଖାପଟନମ୍‌ରେ ସୋମବାର ଦିନ ପ୍ରାୟ ୧୧ଟା ୩୦ରେ ଏକ ଜାହଜରେ ନିଆଁ ଲାଗିଯିବା ଫଳରେ ଏଥିରେ ଥିବା ୨୯ ଜଣ କ୍ରିୟୁ ମେମ୍ବର ଜୀବନ ବଞ୍ଚାଇବାକୁ ପାଣିକୁ ଡେଇଁ ପଡିଥିଲେ। ଜାଗୁଆର ନାମକ ଏହି ଜାହାଜରେ କେମିତି ନିଆଁ...

ଭୟଭୀତ ପାକିସ୍ତାନ: ଲଦାଖ ନିକଟରେ ମୁତୟନ କଲାଣି ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରକୁ ନେଇ ଭାରତ ଯେଉଁ ନିଷ୍ପତ୍ତି ନେଇଛି ସେଥିରେ ବ୍ୟତିବ୍ୟସ୍ତ ହୋଇପଡିଛି ପାକିସ୍ତାନ। ଏହାକୁ ନେଇ ପ୍ରତିଥର ସେ ଏମିତି କିଛି କାମ କରୁଛି ଯାହା ତା’ର ବ୍ୟସ୍ତତାକୁ ସ୍ପଷ୍ଟଭାବେ ଦର୍ଶାଉଛି। ଏପର୍ଯ୍ୟନ୍ତ ଟ୍ରେନ୍‌ ଓ ବସ୍‌ ସେବା...

ଇଦ୍‌-ଉଲ୍‌-ଜୁହା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଇଦ୍‌-ଉଲ୍‌-ଜୁହା ବା ବକ୍ରି ଇଦ୍‌ ପାଇଁ ଦେଶବାସୀ ବିଶେଷ କରି ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋମବାର ସାରା ବିଶ୍ୱରେ ଇଦ୍‌-ଉଲ୍‌-ଜୁହା ପାଳନ କରାଯାଉଛି। ଇଦ୍‌-ଉଲ୍‌-ଜୁହା...

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି ଷଡ଼ଯନ୍ତ୍ର। ଇଦ୍‌-ଉଲ୍‌-ଜୁହା ପାଳନ ପାଇଁ ସୋମବାର ଉପତ୍ୟକା ସମେତ ଭାରତର ବିଭିନ୍ନ ସହର...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଥିଲା ଭୟ: ଅମିତ ଶାହ

ଚେନ୍ନାଇ,୧୧।୮: ରାଜ୍ୟ ସଭାରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିଲ୍‌ ଆଗତ ସମୟରେ ମନରେ ଭୟ ଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ତାମିଲନାଡୁର ଚେନ୍ନାଇରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ ଜୀବନୀ ଉପରେ ପ୍ରକାଶିତ ପୁସ୍ତକ ‘ ଲିଶିନିଂ,...

କଶ୍ମୀରରେ ଡୋଭାଲଙ୍କ ମିଶନ ‘ହୃଦୟ ବିଜୟ’

ଶ୍ରୀନଗର,୧୧।୮: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ ଏବେ ଜମ୍ମୁ-କଶ୍ମୀରରେ ମିଶନ ‘ହୃଦୟ ବିଜୟ’ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ସେ ଏଠାରେ ସୁରକ୍ଷା କାର୍ଯ୍ୟ ତଦାରଖରେ ନିୟୋଜିତ ଅଛନ୍ତି। ସ୍ଥାନୀୟ ଲୋକଙ୍କ ସହିତ...

ଭାରତରେ ‘ଆଫଗାନ୍‌ ଆକ୍ରମଣ’ ପାଇଁ ଷଡ଼ଯନ୍ତ୍ର ରଚିଛିି ଆଇଏସ୍‌ଆଇ: ଜୈଶ୍‌ ଓ ଲଶ୍କରକୁ କରିଛି ହାତ ବାରିଶି

ନୂଆଦିଲ୍ଲୀ, ୧୧।୮: ଭାରତରେ ସ୍ବାଧୀନତା ଦିବସ ପୂର୍ବରୁ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଆଇଏସ୍‌ଆଇ ‘ଆଫଗାନ୍‌ ଆକ୍ରମଣ’ ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ଆକ୍ରମଣ ଆଫଗାନିସ୍ତାନର କିଛି ଆତଙ୍କବାଦୀଙ୍କ ଦ୍ୱାରା...

ଅଗଷ୍ଟ ୧୩ରେ ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ କରିବେ ଆତ୍ମ ସମର୍ପଣ

ନୂଆଦିଲ୍ଲୀ/ଅଗରତଲା,୧୧।୮: ଅଗଷ୍ଟ ୧୩ରେ ତ୍ରିପୁରାର ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ ଆତ୍ମ ସମର୍ପଣ କରିବେ। ଏନେଇ କେନ୍ଦ୍ର ସରକାର ଏବଂ ଏନ୍‌ଏଲ୍‌ଏଫ୍‌ଟି ମଧ୍ୟରେ ଶାନ୍ତି ଆଲୋଚନା ହୋଇଛି। ଏହି ଶାନ୍ତି ପ୍ରସ୍ତାବରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଉତ୍ତର-ପୂର୍ବ ଯୁଗ୍ମ ସଚିବ...

ପ୍ରଧାନମନ୍ତ୍ରୀ ମୋଦି ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ରେ ଅତିଥି: ସୋମବାର ରାତି ୯ଟା ରେ ୧୮୦ ଦେଶରେ ହେବ ପ୍ରସାରିତ

ନୂଆଦିଲ୍ଲୀ, ୧୧।୮: ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିଥିଭାବେ ଯୋଗଦେଇଛନ୍ତି। ଏହାର ପ୍ରସାରଣ ସୋମବାର ରାତି ୯ଟାରେ ହେବ। କାର୍ଯ୍ୟକ୍ରମର ଉପସ୍ଥାପକ ଭାବେ ବିୟର ଗ୍ରିଲ୍ସ୍‌ ରହିଛନ୍ତିି। ଇତିମଧ୍ୟରେ ଏହାର ଭିଡ଼ିଓ କ୍ଲିପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri