Tag Archives: Home Middle

ଦକ୍ଷିଣ,ପଶ୍ଚିମ ରାଜ୍ୟରେ ବନ୍ୟା ବିଭୀଷିକା

ଥିରୁଭାନନ୍ଥପୁରମ୍‌ /ଅହମ୍ମଦାବାଦ,୧୧ା୮(ପି.ଟି.): ଭାରତର ଦକ୍ଷିଣ ଓ ପଶ୍ଚିମ ରାଜ୍ୟଗୁଡ଼ିକରେ ବନ୍ୟା ବିଭୀଷିକା ଉଗ୍ରରୂପ ଧାରଣ କରିଛି। କର୍ନାଟକ ଓ କେରଳ ପରିସ୍ଥିତି ପ୍ରବଳ ବର୍ଷା ଯୋଗୁ ଅସମ୍ଭାଳ ହୋଇପଡ଼ିବା ସହ ୬୬ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡ଼ିଛି। ଗୁଜରାଟରେ ୨୫...

ସୋନିଆ ଅନ୍ତରୀଣ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୧ା୮(ପି.ଟି.): କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଶନିବାର ପୁଣିଥରେ ଦଳର ନେତୃତ୍ୱ ନେବାକୁ ଦାୟିତ୍ୱ ଦିଆଯାଇଛି। ସାରା ଦିନର କସରତ ପରେ ବିଳମ୍ବିତ ରାତିରେ ତାଙ୍କୁ ଦଳର ଅନ୍ତରୀଣ ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିବା ବରିଷ୍ଠ ନେତା ଗୁଲାମ...

ସୁପ୍ରିମକୋର୍ଟ ନିର୍ଦ୍ଦେଶର ଓଲଟା ରାସ୍ତାରେ ସରକାର

ଭୁବନେଶ୍ୱର,୧୧।୮(ବ୍ୟୁରୋ): ନାଗରିକଙ୍କ ସବୁ ଅନ୍ତରଙ୍ଗ ତଥ୍ୟ ଆଧାର କାର୍ଡରେ ଲିପିବଦ୍ଧ। ଏହାକୁ ସରକାରୀ କିମ୍ବା ବେସରକାରୀ ସଂସ୍ଥା ଅପବ୍ୟବହାର କରୁଥିବାର ବହୁ ଦୃଷ୍ଟାନ୍ତ ରହିଛି। ତେଣୁ ବ୍ୟକ୍ତି ବିଶେଷଙ୍କ ଗୋପନୀୟ ତଥ୍ୟଗୁଡ଼ିକୁ କୌଣସି ପରିସ୍ଥିତିରେ ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ...

ପିଓକେରେ ଆତଙ୍କବାଦୀ ଶିବିର ସକ୍ରିୟ

ନୂଆଦିଲ୍ଲୀ,୧୧ା୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଆତଙ୍କବାଦୀ ଶିବିରଗୁଡିକ ପୁଣିଥରେ ସକ୍ରିୟ ହୋଇଉଠିଛନ୍ତି। ଅନ୍ତର୍ଜାତୀୟ ସୀମାକୁ ଲାଗି ରହିଥିବା ପିଓକେରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିରକୁ...

ପରାଜୟ ସତ୍ତ୍ୱେ ଫାଇନାଲରେ ଭାରତୀୟ ଯୁବ ଦଳ

ବେକେନହାମ୍‌ (ୟୁକେ), ୧୦।୮ (ପି.ଟି.): ଏଠାରେ ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଦିନିକିଆ ତ୍ରି-ରାଷ୍ଟ୍ରୀୟ ସିରିଜର ଏକ ମ୍ୟାଚ୍‌ରେ ଭାରତୀୟ ଯୁବ ଦଳ ଡିଏଲ୍‌ ପଦ୍ଧତିରେ ୮ ଉଇକେଟ୍‌ରେ ଇଂଲଣ୍ଡ ନିକଟରୁ ପରାସ୍ତ ହୋଇଛି। ପରାଜୟସତ୍ତ୍ୱେ ୮ ମ୍ୟାଚ୍‌ରୁ ୮...

ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ କରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ...

ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ, ଗଣପ୍ୟାରେଡ୍‌ ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ; କାରଣ କ’ଣ ଉତ୍ତର ରଖନ୍ତୁ: ଭାଜପା

ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍‌ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛି ଭାଜପା। ୭୨ ବର୍ଷ ଧରି ଚାଲି ଆସୁଥିବା ଏହି ପରମ୍ପରା ଭଙ୍ଗ...

୧୪ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ସତର୍କ ସୂଚନା ଜାରି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରେ ଅଗଷ୍ଟ ୧୪ରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ। ଏନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିର ହୋଇଛି। ଚିଠି ନଂ-୪୯୧ରେ ଜିଲା ପ୍ରଶାସନ ଓ ଅନ୍ୟ ବିଭାଗୀୟ ଅଧିକାରୀଙ୍କୁ ଏ ନେଇ...

ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ: ୫ ବୈଜ୍ଞାନିକଙ୍କ ମୃତ୍ୟୁ;ବିକିରଣ ଆଶଙ୍କାରେ ଆତଙ୍କିତ ଲୋକେ

ମସ୍କୋ,୧୦।୮: ରୁଷିଆରେ ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟି ୫ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଦ୍ୱାରା ଆଣବିକ ବିକିରଣ ହେବାର ଆଶଙ୍କା କରାଯାଉଛି।...

ଲୋପ ପାଇବାକୁ ବସିଛି ଭାରତର ୧୯୭ ଭାଷା

ନୂଆଦିଲ୍ଲୀ,୧୦।୮: ଭାରତର ୧୯୭ ଭାଷା ଲୋପ ପାଇବାକୁ ବସିଛି। ସେଥିମଧ୍ୟରୁ ୧୦ଟି ବିଭିନ୍ନ ଭାଷା ସମ୍ପର୍କରେ ମାତ୍ର ଶହେ ଜଣେ ସୂଚନା ପ୍ରଦାନକାରୀ ରହିଛନ୍ତି। ଏସବୁ ଭାଷା ଆଉ ବ୍ୟବହାର କରାଯାଉନି। ଏନେଇ ୟୁନେକ୍ସୋ ଭାଷା ଆଟଲାସ୍‌ ପକ୍ଷରୁ ପ୍ରକାଶିତ...

ପାକିସ୍ତାନ ହାତ ଛାଡ଼ିଲା ରୁଷିଆ: ଭାରତ ନେଇଛି ସାମ୍ବିଧାନିକ ନିଷ୍ପତ୍ତି

ମସ୍କୋ, ୧୦।୮: ଭାରତ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିବା ପରେ ପାକିସ୍ତାନ ଏହାର ବିରୋଧ କରିବା ଜାରି ରଖିଛି। ତେବେ ରୁଷିଆର ମନ୍ତବ୍ୟ ପାକିସ୍ତାନକୁ ଝଟ୍‌କା ଦେଇଛି। ଏହି ପ୍ରସଙ୍ଗରେ ରୁଷିଆ କହିଛି ଯେ, ଭାରତ ଏପରି କରି ସାମ୍ବିଧାନିକ...

୪ ରାଜ୍ୟରେ ଜଳ ତାଣ୍ଡବ

ଥିରୁଭାନନ୍ଥପୁରମ୍‌/ବେଙ୍ଗାଲୁରୁ/ ମୁମ୍ବାଇ/ଡେରାଡୁନ,୧୦ା୮(ପି.ଟି.): ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ର, କର୍ନାଟକ, ଗୁଜରାଟ ଓ କେରଳ ସମେତ ୭ଟି ରାଜ୍ୟରେ ବନ୍ୟାର କରାଳ ରୂପ ଦେଖିବାକୁ ମିଳିଛି। କେରଳରେ ବର୍ଷା ଓ ଭୂସ୍ଖଳନ ଜନିତ ମୃତ୍ୟୁସଂଖ୍ୟା ୩ ଦିନରେ ୩୦ରେ ପହଞ୍ଚତ୍ଥିବାବେଳେ ୨୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri