Tag Archives: Home Middle

ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଗୁରୁବାର ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଚଳାଚଳ କରୁଥିବା ସମ୍‌ଝୋତା...

ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ: ରାଜନାଥ ସିଂ

ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ। ଏଭଳି ପଡ଼ୋଶୀ...

ଫ୍ୟାଟମ୍ୟାନ୍‌ ଅଗଷ୍ଟ ୯ରେ ନାଗାସାକୀରେ ରଚିଥିଲା ମୃତ୍ୟୁର ତାଣ୍ଡବ

ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର ଉପରେ ପରମାଣୁ ବୋମା ‘ଫ୍ୟାଟମ୍ୟାନ’ ପକାଯାଇଥିଲା। ନିମିଷକ...

ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ଉପରେ ଶୀଘ୍ର ହୋଇ ପାରିବନି ଶୁଣାଣି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ ଉପରେ ଶୀଘ୍ର ଶୁଣାଣି ହୋଇ ପାରିବନି ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ କହିଛନ୍ତି। ଏସମ୍ପର୍କିତ ଏକ ମାମଲାର ବିଚାର କରି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଏଭଳି କହିଛନ୍ତି। ଏହାର ବିଚାର କେବେ ହେବ ତାହାର ନିଷ୍ପତ୍ତି...

ହାଇ ଆଲର୍ଟରେ ୧୯ ବିମାନ ବନ୍ଦର

ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି। ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ ସିକ୍ୟୁରିଟି(ବିସିଏଏସ୍‌) ପକ୍ଷରୁ ଏହି ଆଲର୍ଟ ଜାରି...

ଅଧା ଭାରତରେ ଜଳ ପ୍ରଳୟ: କର୍ନାଟକ-ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ, ୮।୮: ଅଧା ଭାରତରେ ଏବେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ତେବେ କର୍ନାଟକ ଓ ମହାରାଷ୍ଟ୍ରରେ ସ୍ଥିିତି ଅଧିକ ଗମ୍ଭୀର ରହିଛି। କେତେକ ରାଜ୍ୟରେ ବିଭିନ୍ନ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଧ୍ୟପ୍ରଦେଶ,...

ଭାରତ ରତ୍ନ ପାଇବେ ପ୍ରଣବ

ନୂଆଦିଲ୍ଲୀ,୮।୮: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗୁରୁବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭାରତର ଶ୍ରେଷ୍ଠ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବେ। ପାଞ୍ଚ ଦଶକ ଧରି ରାଜନୀତିରେ ସକ୍ରିୟ ଥିବା ପ୍ରଣବ କଂଗ୍ରେସ ଶାସନ କାଳରେ ଇନ୍ଦିରା...

ରାଜ୍ୟ ସଭା ସାଇନ-ଏ-ଡାଏ

ନୂଆଦିଲ୍ଲୀ,୮ା୮(ପି.ଟି.): ରାଜ୍ୟ ସଭାକୁ ବୁଧବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଜୁନ୍‌ ୨୦ରେ ଆରମ୍ଭ ହୋଇଥିବା ପାର୍ଲାମେଣ୍ଟ ଅଧିବେଶନ ଜୁଲାଇ ୨୬ରେ ଶେଷ ହେବାର ଥିଲା। ତେବେ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଗୃହୀତ ହେବାକୁ ଥିବାରୁ ସରକାର...

ସୁପ୍ରିମକୋର୍ଟରେ ରାମଲାଲା ଓକିଲଙ୍କ ଯୁକ୍ତି: ଆସ୍ଥା ହିଁ ଜନ୍ମସ୍ଥାନର ପ୍ରମାଣ

ନୂଆଦିଲ୍ଲୀ,୮ା୮(ପି.ଟି.): ବିବାଦୀୟ ଅଯୋଧ୍ୟା ଜମି ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ। ହିନ୍ଦୁ ଧର୍ମାବଲମ୍ବୀମାନଙ୍କ ଅତୁଟ ବିଶ୍ୱାସ ହିଁ ଏହାର ପ୍ରମାଣ ବୋଲି ସୁପ୍ରିମକୋର୍ଟରେ ମାମଲାର ଅନ୍ୟତମ ପକ୍ଷ ‘ରାମଲାଲା ବିରାଜମାନ’ର ଓକିଲ ବୁଧବାର ଯୁକ୍ତି ବାଢ଼ିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ...

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର ବଳର କଡ଼ା ପ୍ରହରା। ଏଥିସହ ସହ ଟିକିନିଖି ଯାଞ୍ଚ ଚାଲିଥିବାରୁ ଅଧିକାଂଶ...

୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri