Tag Archives: Home Middle

ଏଥର ସରୋଗେସି ମାତୃତ୍ୱ କ୍ଷେତ୍ରରେ ମିଳିବ ଛୁଟି: ମହିଳା କର୍ମଚାରୀଙ୍କୁ ୧୮୦ଦିନ, ପୁରୁଷଙ୍କୁ ୧୫ଦିନ

ଭୁବନେଶ୍ୱର,୨୬।୯(ଶର୍ମିଷ୍ଠା ପାଣିଗ୍ରାହୀ): ଏଥର ଉଧାର ମାତୃତ୍ୱ ଅର୍ଥାତ ସରୋଗେସି ପାଇଁ ମିଳିବ ଛୁଟି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ନେଇ ସୂଚନା ପ୍ରଦାନ କରାଯାଇଛି। ଉଧାର ମାତୃତ୍ୱ ପାଇଁ ମହିଳା ସରକାରୀ କର୍ମଚାରୀଙ୍କୁ ୧୮୦ଦିନର ମାତୃତ୍ୱ ଛୁଟି ଓ ପୁରୁଷ...

ବିରୋଧୀ ଦଳରୁ କିଏ ଦେଇଥିଲା ପ୍ରଧାନମନ୍ତ୍ରୀ ଅଫର ? ଜାଣନ୍ତୁ କ’ଣ କହିଲେ ନିତିନ ଗଡ଼କରୀ

ନୂଆଦିଲ୍ଲୀ,୨୬ା୯: କେନ୍ଦ୍ରମନ୍ତ୍ରୀ ପରିବହନ ନିତିନ ଗଡ଼କରୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିବା ଖବର ଅନେକ ଦିନରୁ ଚର୍ଚ୍ଚା ହୋଇଆସୁଛି। ଏହାରି ମଧ୍ୟରେ ସେ ଏହି ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ଏବଂ ତାଙ୍କୁ ବିରୋଧୀ ଦଳରୁ ମିଳିଥିବା ପ୍ରଧାନମନ୍ତ୍ରୀ ଅଫର ସମ୍ପର୍କରେ...

ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୯: ଶ୍ରମିକ ବିଶେଷକରି ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କ୍ରମେ କେନ୍ଦ୍ର ସରକାର ସର୍ବନିମ୍ନ ମଜୁରୀ ହାରରେ ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତା (ଭିଡିଏ) ସଂଶୋଧନ କରି...

ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଗୁରୁବାର ପୁରୀ ଜିଲାର ସମସ୍ତ ସ୍କୁଲ ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି । କୋଣାର୍କ ମନ୍ଦିର ପରିସରରେ...

ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୯: ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ...

‘ଆମର ଏଠି ନେତା ପୁଅ ନେତା ହୁଅନ୍ତିନି, ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଅନ୍ତି’

ଭୁବନେଶ୍ୱର,୨୬ା୯: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ନଡ୍ଡା ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇବା ସହ ଭାଜପା ଏକମାତ୍ର ଗଣତାନ୍ତ୍ରିକ, କ୍ୟାଡରଯୁକ୍ତ...

ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା, ଦେବେ ମାଷ୍ଟରପ୍ଲାନ!

ଭୁବନେଶ୍ବର, ୨୬।୯: ଭୁବନେଶ୍ବରରେ ପହଞ୍ଚିଛନ୍ତି ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସଦସ୍ୟତା ଅଭିଯାନରେ ସାମିଲ ହେବେ। ଏହାପରେ ବହୁ ପଦାଧିକାରୀଙ୍କ ସହ ଆଲୋଚନା କରିବେ। ଏଥିସହ ସେ ଓଡ଼ିଶାର ପାର୍ଟି ଅଫିସରେ ଭାଜପାର...

ପରମାଣୁ ବୋମା ପକାଇବ ରୁଷିଆ: ପୁଟିନ୍‌ଙ୍କ ଫାଇନାଲ ଚେତାବନୀ

ମସ୍କୋ,୨୬।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପଶ୍ଚିମ ଦେଶମାନଙ୍କୁ ଏକ ବଡ଼ ଚେତାବନୀ ଦେଇଛନ୍ତି। ତାଙ୍କ ବିବୃତ୍ତି ପରେ ସମଗ୍ର ବିଶ୍ୱରେ ଉତ୍ତେଜନା ଦେଖାଦେଇଛି। ୟୁକ୍ରେନର ବର୍ଦ୍ଧିତ ଆକ୍ରମଣ ସମ୍ପର୍କରେ ପୁଟିନ ପାଶ୍ଚାତ୍ୟ ଦେଶମାନଙ୍କୁ ଚେତାବନୀ ଦେଇ କହିଛନ୍ତି, ଯଦି...

ପ୍ରବଳ ବର୍ଷା: ଏହି ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ପୁରୀ,୨୬।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ପୁରୀ ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା...

ପ୍ରବଳ ବର୍ଷା: ସ୍କୁଲ-କଲେଜ ଛୁଟି ଘୋଷଣା

ମୁମ୍ବାଇ,୨୬।୯: ମୁମ୍ବାଇରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ବନ୍ୟା ଭଳି ପରିସ୍ଥିତି ଦେଖାଦେଇଛି। ଅନେକ ଲୋକ ବର୍ଷାରେ ଫସି ରହିଛନ୍ତି। ବର୍ଷା ଯୋଗୁ ଟ୍ରାଫିକ ମଧ୍ୟ ପ୍ରଭାବିତ ହୋଇଛି। ପ୍ରବଳ ବର୍ଷା ଯୋଗୁ...

ଏସିଆର ତୃତୀୟ ଶକ୍ତିଶାଳୀ ଦେଶ ହେଲା ଭାରତ, ସୁପର ପାଓ୍ବାର ଋଷିଆ-ଜାପାନକୁ ପଛରେ ପକାଇଲା

ନୂଆଦିଲ୍ଲୀ,୨୬।୯: ଜାପାନକୁ ପଛରେ ପକାଇଲା ଭାରତ। ଏସିଆରେ ତୃତୀୟ ଶକ୍ତିଶାଳୀ ଦେଶ ଭାବେ ପରିଗଣିତ ହେଲା ଭାରତ। ଏସିଆ ପାୱାର ଇଣ୍ଡେକ୍ସ ଅନୁସାରେ ଭାରତ ଏସିଆର ତୃତୀୟ ସ୍ଥାନରେ ପହଞ୍ଚିଛି। ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଏଭଳି ସୂଚନା...

ବିଦ୍ୟାଳୟରେ ଶିକ୍ଷୟିତ୍ରୀଙ୍କ ଗୋଡ଼ ମୋଡ଼ି ଦେଉଛନ୍ତି ଛାତ୍ରୀ! ଭିଡିଓ ଭାଇରାଲ୍ 

କଟକ,୨୫।୯: ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତିରଣପଡା ପ୍ରାଥମିକ ବିଦ୍ୟାଳୟରେ ଜଣେ ଛାତ୍ରୀ ଶିକ୍ଷୟିତ୍ରୀଙ୍କ ଗୋଡ଼ ମୋଡ଼ି ଦେଉଥିବାର ଭିଡିଓ ଭାଇରାଲ ହୋଇଛି। ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ଘଟଣାର ଏକ ଭିଡିଓ ଭାଇରାଲ ହୋଇଥିବା ଜଣାପଡିଛି। ଭିଡିଓରେ ଶିକ୍ଷୟିତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri