Tag Archives: Home Middle

ବଢିଲା କେଜ୍‌ରିଓ୍ବାଲଙ୍କ ଅଡୁଆ, ଗିରଫଦାରୀକୁ ବୈଧ କହିଲେ କୋର୍ଟ

ନୂଆଦିଲ୍ଲୀ,୯।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା। ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କେଜ୍‌ରିଓ୍ବାଲଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏକ୍ସାଇଜ ପଲିସି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କ ଗିରଫଦାରୀକୁ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଚ୍ୟାଲେଞ୍ଜ କରିଥିଲେ। ହାଇକୋର୍ଟ...

ମହିଳା ପ୍ରାର୍ଥୀ ଦେବାକୁ କୁନ୍ଥୁ କୁନ୍ଥୁ, କଂଗ୍ରେସ-ଭାଜପା ପୁରା ପଛରେ

ଭୁବନେଶ୍ୱର,୯।୪: କେତେ ମହିଳାଙ୍କୁ ମିଳିଛି ଟିକେଟ୍‌? ଅଧାରୁ ଅଧିକ ଟିକେଟ୍‌ ବଣ୍ଟନରେ ମହିଳାଙ୍କ ନାଁ ନାହିଁ। ଯଦି ବିଜେଡି କଥା କହିବା ତେବେ ମହିଳା ପ୍ରାର୍ଥୀ କରିବାରେ ବିଜେଡି ସବୁଠାରୁ ଆଗରେ ରହିଛି। ଅନ୍ୟପଟେ ବାଲେଶ୍ୱର ଟିକେଟ୍‌ ଯଦି ଜଣେ...

ହେଲା ଚୂଡାନ୍ତ! ସାଲେପୁର ଆସନରୁ ନିର୍ବାଚନ ଲଢିବେ ଅରିନ୍ଦମ

ଭୁବନେଶ୍ୱର,୯।୪: ସାଲେପୁରରୁ ନିର୍ବାଚନ ଲଢିପାରନ୍ତି ଅରିନ୍ଦମ ରୟ। ସାଲେପୁରର ଭାଜପା ପ୍ରାର୍ଥୀ ପ୍ରକାଶ ବେହେରା ଭାଜପା ଛାଡି ବିଜେଡିରେ ମିଶିବା ପରେ ସାଲେପୁରରୁ ଭାଜପା କାହାକୁ ଟିକେଟ୍‌ ଦେବ। ସେନେଇ କଳ୍ପନାଜଳ୍ପନା ବୃଦ୍ଧି ପାଇଛି। ସାଲେପୁରର ଅଧିଷ୍ଠାତ୍ରୀ ଦେବୀ ମା’...

ଟିକେଟ୍‌ ଫାଇନାଲ! ରାଉରକେଲାରୁ ନିର୍ବାଚନ ଲଢିବେ ଦିଲ୍ଲୀପ ରାୟ: ଜୁଏଲ

ଭୁବନେଶ୍ୱର,୯।୪: ରାଉରକେଲା ଆସନ ପାଇଁ ଭାଜପା ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ। ଦିଲ୍ଲୀପଙ୍କ ପ୍ରାର୍ଥିତ୍ୱ ଚୂଡ଼ାନ୍ତ ହୋଇଥିବା ବରିଷ୍ଠ ନେତା ଜୁଏଲ ଓରାମ ମଙ୍ଗଳବାର କହିଛନ୍ତି। ଜୁଏଲ କହିଛନ୍ତି। ଦିଲ୍ଲୀପଙ୍କ କୋର୍ଟ ମାମଲାକୁ ଅପେକ୍ଷା କରାଯାଇଥିଲା। ଆସନ୍ତାକାଲି ଭିତରେ ଦିଲ୍ଲୀପଙ୍କ...

ମହାରାଷ୍ଟ୍ରରେ ଛିଣ୍ଡିଲା ଆସନ ଭାଗବଣ୍ଟା: ଉଦ୍ଧବଙ୍କୁ ୨୧, କଂଗ୍ରେସକୁ…

ମୁମ୍ବାଇ,୯।୪: ଲୋକ ସଭା ନିର୍ବାଚନ ପାଇଁ ମହାରାଷ୍ଟ୍ରରେ ଫାଇନାଲ ହୋଇଛି ଆସନ ଭାଗବଣ୍ଟା। ମହାରାଷ୍ଟ୍ରର ମହାବିକାଶ ଅଗାଡି ମେଣ୍ଟ ମଧ୍ୟରେ ସିଟ ଭାଗବଣ୍ଟାକୁ ନେଇ ଜାରି ରହିଥିବା ସମସ୍ୟାର ସମାଧାନ ହୋଇଛି। କେତେ ସିଟରେ କିଏ ପ୍ରତିଦ୍ୱନ୍ଦ୍ୱିତା କରିବେ ତାହା...

ମୁଖ୍ୟ ନିର୍ବାଚନ କମିଶନରଙ୍କୁ ‘ଜେଡ୍‌’ ସୁରକ୍ଷା

ନୂଆଦିଲ୍ଲୀ,୯।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ‘ଜେଡ୍‌’ ବର୍ଗର ସୁରକ୍ଷା ମିଳିବ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ସୂତ୍ର ଅନୁଯାୟୀ, ଇଣ୍ଟେଲିଜେନ୍ସ ବ୍ୟୁରା (ଆଇବି) ର ଗୁପ୍ତଚର ରିପୋର୍ଟ ଆଧାରରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତେବେ...

ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା

ଭୁବନେଶ୍ୱର,୯।୪: ଭାଜପା କ୍ଷମତାକୁ ଆସିଲେ ମହିଳାଙ୍କୁ ମିଳିବ ମାସିକ ଏକ ହଜାର ଟଙ୍କା ଭତ୍ତା ସହ ଏମଏସପିରେ ଧାନ କ୍ୱିଟାଲ ପିଛା ୩୧ ଶହ ଟଙ୍କା ହେବ। ଏଭଳି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର...

ଫାଇନାଲ ହେଲା ଟିକେଟ୍‌! ପ୍ରତାପ କହିଲେ ଲେଖାଶ୍ରୀ ଲଢିଲେ କୌଣସି…

ଭୁବନେଶ୍ୱର,୯।୪: ଲେଖାଶ୍ରୀ ସାମନ୍ତସିଂହାର ଭାଜପା ଛାଡି ବିଜେଡିରେ ଯୋଗ ଦେବା ପରେ ତାଙ୍କୁ ଦଳ ବାଲେଶ୍ୱରରୁ ଲୋକ ସଭା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ପ୍ରତିକ୍ରିୟା...

ମଣିପୁରର ସ୍ଥିତିକୁ ନେଇ ମୋଦିଙ୍କୁ ଜବାବ ଦେଳେ ଜୟରାମ, କହିଲେ ଅପମାନଜନକ

ନୂଆଦିଲ୍ଲୀ,୯।୪: ସୋମବାର ଏପ୍ରିଲ ୮ ମଣିପୁରରେ ପରିସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତବ୍ୟ ଉପରେ କଂଗ୍ରେସ ଅଭିଯୋଗ କରିଛି ଯେ ଉତ୍ତର-ପୂର୍ବ ରାଜ୍ୟରେ ହିଂସା ଭାରତୀୟ ଜନତା ପାର୍ଟି (ଭାଜପା) ର ବିଭାଜନ ତଥା ଧୃବିକରଣ ରାଜନୀତିର ଫଳାଫଳ।...

ଅନିୟନ୍ତ୍ରିତ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର ବିରୋଧରେ ପିଆଇଏଲ୍‌

ନୂଆଦିଲ୍ଲୀ,୯ା୪: ଉଭୟ ପୁରୁଷ ଓ ମହିଳାର ମିଶ୍ରିତ ଜୈବିକ ଲକ୍ଷଣ ନେଇ ଜନ୍ମିତ ପିଲା ଅନିୟନ୍ତ୍ରିତ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର କରାଉଥିବା ବେଳେ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସର୍ବୋଚ୍ଚ...

ଇସିଙ୍କ ପାଖରେ ଫେରାଦ ହେଲା କଂଗ୍ରେସ

ନୂଆଦିଲ୍ଲୀ,୯ା୪: କଂଗ୍ରେସର ଇସ୍ତାହାରରେ ମୁସ୍‌ଲିମ ଲିଗ୍‌ର ନୀତି ଆଦର୍ଶ ପ୍ରତିଫଳିତ ହେଉଛି ଏବଂ ଏହାର ପ୍ରତ୍ୟେକ ପୃଷ୍ଠାରେ ଭାରତକୁ ଖଣ୍ଡ ଖଣ୍ଡ କରିବାର ଗନ୍ଧ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ଏହା ବିରୋଧରେ ବରିଷ୍ଠ କଂଗ୍ରେସ ନେତାମାନେ ସୋମବାର...

ପ୍ରଦୀପ ପାଣିଗ୍ରାହୀ ବନାମ ଭୃଗୁ ବକ୍ସିପାତ୍ର, ବ୍ରହ୍ମପୁରରେ ସମ୍ମାନର ଲଢେଇ ଲଢ଼ିବେ ବିଜେଡି-ଭାଜପା

ଭୁବନେଶ୍ୱର,୮।୪: ଓଡ଼ିଶାରେ ଆଗାମୀ ସାଧାରଣ ଏବଂ ଲୋକ ସଭା ନିର୍ବାଚନରେ ଶାସକ ଦଳ ବିଜେଡି ଏବଂ ଭାଜପା ପ୍ରାୟ ସମସ୍ତ ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିବା ସହିତ ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ପରସ୍ପରକୁ କଡ଼ା ଟକ୍କର ଦେବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri