Tag Archives: Home Middle

ଭାରତ ସହ କୂଟନୈତିକ ସମ୍ପର୍କ ଛିନ୍ନ କଲା ପାକିସ୍ତାନ

ଇସ୍‌ଲାମାବାଦ,୭ା୮: ଭାରତ ସହ ସମସ୍ତ ପ୍ରକାର କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିବାକୁ ପାକିସ୍ତାନ ନିଷ୍ପତ୍ତି ନେଇଛି। ଏଥିସହ ଇସ୍‌ଲାମାବାଦରେ ଅବସ୍ଥାପିତ ଭାରତୀୟ ଉଚ୍ଚାୟୁକ୍ତ ଅଜୟ ବିସାରିଆଙ୍କୁ ବହିଷ୍କାର କରିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଇସ୍‌ଲାମାବାଦସ୍ଥିତ ଅଫିସ୍‌ରେ...

ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌)...

ଅବପାତରେ ପରିଣତ ହେଲା ଲଘୁଚାପ: ୧୧ଟି ଜିଲାରେ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୭।୮: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ...

ପଞ୍ଚଭୂତରେ ବିଲୀନ ହେଲେ ସୁଷମା, ଝିଅ ଦେଲେ ମୁଖାଗ୍ନିି

ନୂଆଦିଲ୍ଲୀ,୭।୮: ବଧୂ ବେଶରେ ସଜେଇ ହୋଇ ପଞ୍ଚଭୂତରେ ଲୀନ ହୋଇଛନ୍ତି ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ ବାଂଶୁରୀ ତାଙ୍କୁ ମୁଖାଗ୍ନି ଦେଇଥିଲେ। ତାଙ୍କ ଅବର୍ତ୍ତମାନରେ ଭାରତୀୟ ରାଜନୀତିର ଏକ ଯୁଗର...

ଶେଷକୃତ୍ୟ ପୂର୍ବରୁ ବଧୂ ବେଶରେ ସଜେଇ ହେଲେ ସୁଷମା

ନୂଆଦିଲ୍ଲୀ, ୭।୮: ଅନ୍ତିମ ଯାତ୍ରାରେ ବାହାରିବା ପୂର୍ବରୁ ବଧୂ ବେଶରେ ସଜେଇ ହୋଇଛନ୍ତି ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ୍‌। ମଥାରେ ବଡ ବିନ୍ଦି, ଲାଲ ଓଢଣୀରେ ତାଙ୍କୁ ସଜେଇ ଦେଇଛନ୍ତି ଏକମାତ୍ର ଝିଅ ବାଂଶୁରୀ। ସୁଷମା ସବୁବେଳେ ଭାରତୀୟ...

ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ

ବଡ଼ଗାଁ,୭।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ ଗୋଟିଏ ହାତୀ କୁତ୍ରା ବ୍ଲକ ଅନ୍ତର୍ଗତ ସିଆଲଯୋର ଗ୍ରାମର ପବିତ୍ର ଭୋଇଙ୍କ ଘରକୁ...

ସୁଷମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ, ରାଜନାଥ-ନଡ୍ଡା ଦେଲେ କାନ୍ଧ

ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଭାଜପା କାର୍ଯ୍ୟାଳୟରୁ ତାଙ୍କ ମୃତ୍ୟୁ ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି। ତାଙ୍କ ମୃତଦେହକୁ କାନ୍ଧ ଦେଇଛନ୍ତି ଭାଜପା ନେତା...

ସୁଷମାଙ୍କୁ ଭାଜପା ଦେଲା ଅନ୍ତିମ ବିଦାୟ: ଦଳୀୟ ପତାକା ଢ଼ାଙ୍କିଲେ ଶାହ

ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ଭାଜପା କାର୍ଯ୍ୟାଳୟରେ ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁଷମାଙ୍କ ମରଶରୀର ଉପରେ ଦଳୀୟ ପତାକା ଢ଼ାଙ୍କିଛନ୍ତି। ଉପସ୍ଥିତ ସମସ୍ତ ଦଳୀୟ ସଦସ୍ୟ ସୁଷମାଙ୍କୁ ଅଶ୍ରୁଳ...

ଲଗାତାର ୪ର୍ଥ ଥର କମିଲା ରେପୋ ରେଟ୍‌

ମୁମ୍ବାଇ,୭।୮: ଲଗାତାର ୪ର୍ଥ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ଏହାର ରେପୋ ରେଟ୍‌ କମାଇଛି। ଏକ ବୈଠକରେ ରେପୋ ରେଟ୍‌କୁ ୩୫ ବେସିସ୍‌ ପଏଣ୍ଟ୍‌ କମାଇବା ପାଇଁ ନିଷ୍ପତ୍ତି ହୋଇଛି। କେନ୍ଦ୍ରୀୟ ବ୍ୟାଙ୍କର ଏହି ନିଷ୍ପତ୍ତି ଦ୍ୱାରା ଅନ୍ୟ...

ସୁଷମାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୭।୮(ବ୍ୟୁରୋ) : ବରିଷ୍ଠ ଭାଜପା ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତିରେ ହୃଦଘାତରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଷମାଙ୍କ ବିୟୋଗରେ ଗଭୀର...

ଗୋଟିଏ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି।...

ଜମ୍ମୁ-କଶ୍ମୀରରେ ଲାଗୁହେବ ୧୦୬ କେନ୍ଦ୍ରୀୟ ଆଇନ

ନୂଆଦିଲ୍ଲୀ ,୭ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରରୁ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦, ୩୫ଏ ହଟାଇବା ସହ ଏହାକୁ ଏକ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ତେଣୁ ଜମ୍ମୁ-କଶ୍ମୀର ଲାଗି ଭାରତ ସମ୍ବିଧାନର ସମସ୍ତ ବ୍ୟବସ୍ଥା ଲାଗୁ କରାଯିବ। ସମ୍ବିଧାନର ପଞ୍ଚମ ଅନୁଚ୍ଛେଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri