Tag Archives: Home Middle

ମିଶନ କଶ୍ମୀରକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୭ା୮ (ପି.ଟି./ ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ସଂକଳ୍ପନାମା ଏବଂ ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ପ୍ରତିଷ୍ଠା ପାଇଁ ଉଦ୍ଦିଷ୍ଟ ବିଲ୍‌କୁ ପାର୍ଲାମେଣ୍ଟର ମଞ୍ଜୁରୀ ମିଳିଛି। ଏ ସଂକ୍ରାନ୍ତ ବିଲ୍‌ ସୋମବାର ରାଜ୍ୟ ସଭାରେ...

ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ ଲୋଧିରୋଡ ଶବଦାହ ଗୃହରେ ଅନ୍ତିମ ସଂସ୍କାର କରାଯିବ। ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ...

ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୭ା୮(ପି.ଟି.)- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ...

୩୭୦ ଭୋଟରେ ଲୋକ ସଭାରେ ପାସ୍‌ ହେଲା ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌

ନୂଆଦିଲ୍ଲୀ,୬।୮: ରାଜ୍ୟ ସଭା ପରେ ଲୋକ ସଭାରେ ଗୃହୀତ ହୋଇଛି ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌। ଉକ୍ତ ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଉଚ୍ଛେଦ ବିଲ୍‌ ମଙ୍ଗଳବାର ବହୁମତରେ ପାସ୍‌ ହୋଇଛି।...

ନିୟନ୍ତ୍ରଣ ରେଖା ମାଛିଲ୍‌ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଠାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ୫-୬ ଆତଙ୍କବାଦୀ ମାଛିଲ୍‌ ସେକ୍ଟରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟପକ୍ଷରୁ ସତର୍କ ସୂଚନା ଜାରି ସହିତ ଗୁଳି ଚାଳନା...

କଶ୍ମୀର ଭାରତର ଅଭିନ୍ନ ଅଙ୍ଗ; ସେଥିପାଇଁ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ: ଶାହ

ନୂଆଦିଲ୍ଲୀ,୬।୮: କଶ୍ମୀର ଭାରତର ଅଭିନ୍ନ ଅଙ୍ଗ। ସେଥିପାଇଁ ଆବଶ୍ୟକ ପଡ଼ିଲେ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ। ମଙ୍ଗଳବାର ଲୋକ ସଭାରେ ଏଭଳି କହିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ତେବେ ଏଠାରେ ପାକିସ୍ତାନ ଅଧିକୃତ କଶ୍ମୀର ଏବଂ ଚାଇନାର...

ଏବେ ସମାନ ନାଗରିକ ସଂହିତା ଓ ଅଯୋଧ୍ୟା ପ୍ରସଙ୍ଗ ଉପରେ ମୋଦି ସରକାରଙ୍କ ନଜର !

ନୂଆଦିଲ୍ଲୀ,୬।୮: ତିନି ତଲାକ୍‌ ପରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର। ଏବେ ମୋଦି ସରକାର ଦେଶରେ ସମାନ ନାଗରିକ ସଂହିତା ପ୍ରଣୟନ ଏବଂ ଅଯୋଧ୍ୟା ପ୍ରସଙ୍ଗ ଉପରେ ନଜର ରଖିଥିବା କୁହାଯାଉଛି। ଅଯୋଧ୍ୟାରେ ରାମମନ୍ଦିର...

କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼

ନୂଆଦିଲ୍ଲୀ, ୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼ ପାଲଟିଛି। ଏହାର ବିରୋଧରେ ରାଜନୈତିକ ଦଳଙ୍କୁ ଏକାଠି କରିବାକୁ ପ୍ରୟାସ ଜାରି ରଖିଛି। କଂଗ୍ରେସ ପରି ତୃଣମୂଳ, ଜେଡିୟୁ,ଏସ୍‌ପି ଆଦି ୯ଟି ଦଳ ଏହାକୁ ବିରୋଧ କରୁଛନ୍ତି। ଅପରପକ୍ଷରେ...

ଅଯୋଧ୍ୟା ମାମଲାର ଶୁଣାଣି ଆରମ୍ଭ: ସିଧାପ୍ରସାରଣ ଆବେଦନ ଖାରଜ; ଶହେ ଦିନରେ ଫଇସଲା ସମ୍ଭାବନା

ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାରଠାରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହୋଇଛି। ତେବେ ବିଚାର ପ୍ରକିୟାର ସିଧାପ୍ରସାରଣ ପାଇଁ କରାଯାଇଥିବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଗତ ଶୁକ୍ରବାର ଅଦାଲତ ସୂଚନା ଦେଇଥିଲେ ଯେ, ଏହି ମାମଲାର ଶୁଣାଣି ଅଗଷ୍ଟ...

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ କୋଣସି ଅପ୍ରୀତିକର ପରିସ୍ଥିିତି ଘଟି ନାହିଁ। ସ୍ଥିତି ସମ୍ପୂର୍ଣ୍ଣ...

ଜମ୍ମୁ-କଶ୍ମୀରରେ ଶାନ୍ତିର ବାତାବରଣ: ଡିଜିପି

ଶ୍ରୀନଗର,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅନୁଚ୍ଛେଦ-୩୭୦ର ଉଚ୍ଛେଦ କରିବାପରେ ଜମ୍ମୁ-କଶ୍ମୀରରେ ହିଂସାକାଣ୍ଡର ଆଶଙ୍କା କରାଯାଉଥିଲା। ତେବେ ଏଠାରେ ଶାନ୍ତିର ବାତାବରଣ ରହିଥିବା ଡିଜିପି ଦିଲବାଗ୍‌ ସିଂ ସୂଚନା ମଙ୍ଗଳବାର ଦେଇଛନ୍ତି। ହିଂସାକାଣ୍ଡର ଆଶଙ୍କା କରି ଏହାର ମୁକାବିଲା ପାଇଁ...

ହିରୋସୀମାର ୭୪ ବର୍ଷ ତଳର ଲୁହ ଭିଜା କାହାଣୀ: ଅଗଷ୍ଟ ୬ ସାଜିଥିଲା ମାନବ ସଭ୍ୟତାର କଳାଦିନ

ଟୋକିଓ/ନୂଆଦିଲ୍ଲୀ, ୬।୮: ଅଗଷ୍ଟ ମାସ ୬ ତାରିଖକୁ ମାନବ ସଭ୍ୟତାର କଳାଦିନ ଭାବେ ବିବେଚନା କରାଯାଏ। ୧୯୪୫ ମସିହାରେ ଏହି ଦିନ ଜାପାନର ହିରୋସୀମା ସହର ଉପରେ ପକାଯାଇଥିଲା ପରମାଣୁ ବୋମା, ନିରୀହ ଜନସାଧାରଣ ଗ୍ରୀଷ୍ମଋତୁର ସାକୁରା ପୁଷ୍ପ ପ୍ରସ୍ଫୁଟିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri