Tag Archives: Home Middle

ମୋଦିଙ୍କ ମିଶନ ସଫଳ କରାଇଲେ ଶାହ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ସହ ଏହାକୁ ଦୁଇଭାଗ କରିବା ଲାଗି ଜୁନ୍‌ ତୃତୀୟ ସପ୍ତାହରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବଗଣନା ଆରମ୍ଭ କରିଥିଲେ। ଏଥିପାଇଁ ସେ ପିଏମ୍‌ଓରେ ଯୁଗ୍ମ ସଚିବ ଥିବା ୧୯୮୭ ବ୍ୟାଚ୍‌ର ଛତିଶଗଡ କ୍ୟାଡର...

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶବ୍ୟାପୀ ବିପୁଳ ସମର୍ଥନ

ନୂଆଦିଲ୍ଲୀ,୬ା୮(ପି.ଟି./ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା ସ୍ବତନ୍ତ୍ର ସମ୍ବିଧାନ ଏବଂ ଅନୁଚ୍ଛେଦ ୩୫ଏ ସମେତ ଅନ୍ୟ ସମସ୍ତ ନିୟମ ସ୍ବତଃ...

ରାଷ୍ଟ୍ରପତିଙ୍କ ଅଧିସୂଚନା: ଜମ୍ମୁ-କଶ୍ମୀରରେ ଲାଗୁ ହେଲା ଭାରତର ସମ୍ବିଧାନ

ନୂଆଦିଲ୍ଲୀ,୫ା୮(ପି.ଟି./ଆଇଏଏନ୍‌ଏସ୍‌): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଜମ୍ମୁ-କଶ୍ମୀର ସରକାର ସମ୍ପର୍କିତ ସମ୍ବିଧାନ (ଜମ୍ମୁ-କଶ୍ମୀରରେ ଲାଗୁ) ନିର୍ଦ୍ଦେଶନାମା, ୨୦୧୯ ଜାରି କରିଛନ୍ତି। ଭାରତୀୟ ସମ୍ବିଧାନ ଏହି ରାଜ୍ୟରେ ଲାଗୁ ହେବ ବୋଲି ଏଥିରେ ଉଲ୍ଲେଖ ରହିଛି। ସଦ୍ୟ ଅଧିସୂଚନା ତତ୍କାଳ ରାଜ୍ୟର...

ହଟିବ ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା: ଆରମ୍ଭ ହେବ ଭାରତୀୟ ଦଣ୍ଡ ସଂହିତା

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇ ନିଆଯାଇଛି। ଫଳରେ ଏଠାରେ ୧୯୩୨ଠାରୁ ପ୍ରଚଳିତ ଥିବା ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା(ଆର୍‌ପିସି) ବଦଳରେ ଏବେ ଭାରତୀୟ ଦଣ୍ଡ ସଂହିତା(ଆଇପିସି)ର ପ୍ରଚଳନ ହେବ। ରଣବୀର ଦଣ୍ଡ ସଂହିତା ରାଜା ରଣବୀର...

୮ ହଜାର ଅର୍ଦ୍ଧସାମରିକ ଯବାନ ଯିବେ ଜମ୍ମୁ-କଶ୍ମୀର: ଦେଶର ବିଭିନ୍ନ ସ୍ଥାନରୁ ହେବେ ଏୟାରଲିଫ୍ଟ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀର ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ଘୋଷଣା ପରେ ସମ୍ଭାବ୍ୟ ଉତ୍ତେଜନାକୁ ଦୃଷ୍ଟିରେ ରଖି ଏଠାକୁ ଅତିରିକ୍ତ ୮ ହଜାର ଅର୍ଦ୍ଧସାମରିକ ଯବାନଙ୍କୁ ପଠାଯିବାର ଯୋଜନା କରାଯାଇଛି। ଯବାନମାନଙ୍କୁ ଦେଶର ବିଭିନ୍ନ ଅଞ୍ଚଳରୁ ଏୟାର ଲିଫ୍ଟ କରାଯିବ ବୋଲି...

ଅଯୋଧ୍ୟା ବିବାଦର ଲାଇଭ୍‌ ଷ୍ଟ୍ରିମିଂ ଉପରେ ବିଚାର କରିବେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୫।୮: ଅଯୋଧ୍ୟା ବିବାଦର ଲାଇଭ୍‌ ଷ୍ଟ୍ରିମିଂ ଉପରେ ସୁପ୍ରିମ୍‌କୋର୍ଟ ବିଚାର କରିବେ ବୋଲି ସୋମବାର ସୂଚନା ଦେଇଛନ୍ତି। ସାମ୍ବିଧାନିକ ବ୍ୟବସ୍ଥାର ଅନୁଚ୍ଛେଦ ୧୯(୧)-ଏ ଅନ୍ତର୍ଗତ ଏହି ବିବାଦର ବିଚାର ସୁପ୍ରିମ୍‌କୋର୍ଟରେ କିଭଳି କରାଯାଉଛି ତାହା ଜାଣିବାର ଅଧିକାର ଲୋକଙ୍କର ରହିଛି...

ଜମ୍ମୁ-କଶ୍ମୀରରୁ ଲଦାଖ ଅଲଗା: ଉଭୟ ହେଲେ କେନ୍ଦ୍ର ଶାସିତ ଅଞ୍ଚଳ

ନୂଆଦିଲ୍ଲୀ, ୫।୮: ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦିଆଯାଇଛି। ଜମ୍ମୁ-କଶ୍ମୀର ଏବେ ରାଜ୍ୟର ମାନ୍ୟତା ହରାଇବା ସହିତ ଧାରା ୩୭୦ ଅନୁସାରେ ଏହାର ବିଶେଷ ରାଜ୍ୟ ମାନ୍ୟତା ମଧ୍ୟ ହଟାଇ ଦିଆଯାଇଛି। ଏଣିକି ଉଭୟ ହେଲେ କେନ୍ଦ୍ର ଶାସିତ ଅଞ୍ଚଳ...

ମିଶନ କଶ୍ମୀର: ଧାରା ୩୭୦ ହଟାଇବା ତଥା ଜମ୍ମୁ-କଶ୍ମୀର ପୁନର୍ଗଠନ ପାଇଁ ସୂଚନା ଦେଲେ ଶାହ; ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସରକାର ବଡ଼ ଘୋଷଣା କରିଛନ୍ତି। ଏହି ମର୍ମରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ସରକାରଙ୍କ ଯୋଜନା ସୋମବାର ଉପସ୍ଥାପନ କରିଛନ୍ତି। ଜମ୍ମୁ-କଶ୍ମୀରରେ ପ୍ରଚଳିତ ଧାରା ୩୭୦କୁ ହଟାଇବା ସହିତ ରାଜ୍ୟର ପୁନର୍ଗଠନ...

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ସତର୍କ ରହୁ ପୋଲିସ: ମୋଦି

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ପୋଲିସ ସତର୍କ ରହିବା ଆବଶ୍ୟକ। ଇତିମଧ୍ୟରେ ଜମ୍ମୁ-କଶ୍ମୀର ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ...

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା ଏହି ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କ୍ୟାବିନେଟ୍‌ ସଦସ୍ୟ ଯୋଗଦେଇଥିଲେ।...

ଅଟୋ ସେକ୍ଟରରେ ଚାକିରି ହରାଇଲେ ୨ଲକ୍ଷ

ନୂଆଦିଲ୍ଲୀ,୫-୮: ଦେଶରେ ମାନ୍ଦାବସ୍ଥା ମାଡି ଆସୁଛି। ଏହାର ସବୁଠୁ ବେଶି ପ୍ରଭାବ ଅଟୋ ସେକ୍ଟର ଉପରେ ପଡିଛି। କାର୍‌, ବାଇକ ବିକ୍ରି ହ୍ରାସ ପାଇବା କାରଣରୁ ସାରା ଦେଶରେ ଅଟୋ ଡିଲର ନିଜର କର୍ମଚାରୀ ସଂଖ୍ୟା କମାଇବାରେ ଲାଗିପଡିଛନ୍ତି। ଉଦ୍ୟୋଗ...

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ ରହିଯାଇଥିବା ୪୦୦ରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାୟୁସେନା ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି। ଉଦ୍ଧାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri