Tag Archives: Home Middle

ଚାଲିଛି ରାହୁଲଙ୍କ ଉତ୍ତରାଧିକାରୀ ଖୋଜା: ଚର୍ଚ୍ଚାରେ ପାଇଲଟ୍‌, ସିନ୍ଧିଆଙ୍କ ନାମ

ନୂଆଦିଲ୍ଲୀ, ୫ା୮(ପି.ଟି.): କଂଗ୍ରେସ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି) ବୈଠକ ଅଗଷ୍ଟ ୧୦ରେ ବସିବାକୁ ଯାଉଛି। ଏହି ବୈଠକରେ ଦଳର ନେତା କିଏ ହେବ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଗତ...

୩୦ ଓଡ଼ିଆ ଶ୍ରମିକ ଉଦ୍ଧାର

ସୁରଟ,୫ା୮: ପ୍ରବଳ ବର୍ଷା ଯୋଗୁ ତିନିଦିନ ହେଲା ଗୁଜରାଟର ନଭସାରୀ ଅଞ୍ଚଳରେ ଫସି ରହିଥିବା ୩୦ ଓଡ଼ିଆ ଶ୍ରମିକଙ୍କ ସମେତ ୩୨ ଜଣଙ୍କୁ ସ୍ଥାନୀୟ ପ୍ରଶାସନ ରବିବାର ଉଦ୍ଧାର କରିଛି। ଏହି ଲୋକମାନେ ଜଳବନ୍ଦୀ ମେନ୍ଧର ଗ୍ରାମରେ ଅଟକି ରହିଥିବା...

ମେହବୁବା, ଓମାର ଗୃହବନ୍ଦୀ

ଶ୍ରୀନଗର,୫ା୮: ରାଷ୍ଟ୍ରପତି ଶାସନ ଜାରି ହୋଇଥିବା ଜମ୍ମୁ-କଶ୍ମୀରରେ କେନ୍ଦ୍ର ସରକାର ଓ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ମୁହାଁମୁହିଁ ଅବସ୍ଥାରେ ପହଞ୍ଚତ୍ଛନ୍ତି। ଶ୍ରୀନଗରରେ ସର୍ବଦଳୀୟ ବୈଠକରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ଉଦ୍ୟମ ବିରୋଧରେ ଲଢ଼େଇ କରିବାକୁ ପ୍ରସ୍ତାବ...

ମେଟ୍‌ଲ ମିଟ୍‌-୨୦୧୯: ସିନିୟର ଗ୍ରୁପ୍‌ରେ ଆଇଜିଆଇଟି ସରାଙ୍ଗ ଚାମ୍ପିଅନ୍‌, ଜୁନିୟରରେ ପୁଣି ବାଜି ମାରିଲା ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ ଶେଷ ହୋଇଛି। ଏହାର ସିନିୟର ଗ୍ରୁପ୍‌ର ଆଇଜିଆଇଟି(ସରାଙ୍ଗ) ବାଜି ମାରିଥିବା ବେଳେ ଜୁନିୟର ବର୍ଗରେ ଗତ ବର୍ଷର ବିଜେତା ମଦର୍ସ ପବ୍ଲିକ୍‌...

ମେଟଲ୍‌ ମିଟ୍‌ ସିନିୟର ଗ୍ରାଣ୍ଡ ଫିନାଲେ ଆରମ୍ଭ: ମଞ୍ଚରେ ଶ୍ରେଷ୍ଠ ୮ଟିମ୍‌

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ସିନିୟର ଚାମ୍ପିୟନ୍‌ ଟାଇଟଲ ପାଇଁ ଆରମ୍ଭ ହୋଇଛି ଜୋରଦାର ଲଢ଼େଇ। ମଞ୍ଚରେ ଶ୍ରେଷ୍ଠ ୮ ଟିମ୍‌ ଏନ୍‌ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଏମ୍‌ସ ଭୁବନେଶ୍ୱର, କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(ସିଇଟି), ଏକ୍ସଆଇଏମ୍‌ବି, ଏସ୍‌ସିବି ମେଡିକାଲ...

ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ : ରାଉଣ୍ଡ ‘ଟିକ୍‌ଟାକ୍‌ଟୋ’ରେ ବାଜିମାରିଲା ୟୁନିଟ୍‌-୮ ଡିଏଭି

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେ ଦ୍ୱିତୀୟ ରାଉଣ୍ଡ ତଥା ରାଉଣ୍ଡ୍‌ ‘ଟିକ୍‌ଟାକ୍‌ଟୋ’ରେ ବାଜି ମାରିଛି ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌। ସର୍ବାଧିକ ୭୩ ସ୍କୋର୍‌ କରି ଆଗରେ ରହିଛି ୟୁନିଟ୍‌-୮ ଡିଏଭି। ତେବେ ମଦର୍ସ ପବ୍ଲିକ୍‌ସ୍କୁଲ୍‌ସେହି...

ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ ଜୁନିୟର ଗ୍ରୁପ୍‌ ରାଉଣ୍ଡ-୧: ଆଗରେ ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌-୨୦୧୯ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେର ରାଉଣ୍ଡ-୧ ଏହା ମଧ୍ୟରେ ଶେଷ ହୋଇଛି। ଏହି ‘ଇନ୍‌ଫିନାଇଟ୍‌’ ରାଉଣ୍ଡରେ ୧୬ଟି ପ୍ରଶ୍ନ ରହିଥିବା ବେଳେ ଏଥିରେ ସର୍ବାଧିକ ୭୦ ସ୍କୋର୍‌ କରି ଆଗରେ ରହିଛି ଭୁବନେଶ୍ୱରର ମଦର୍ସ ପବ୍ଲିକ୍‌...

ମେଟଲ୍‌ ମିଟ୍‌-୨୦୧୯: ଗ୍ରାଣ୍ଡ ଫିନାଲେ ଆରମ୍ଭ

ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଗ୍ରାଣ୍ଡ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ରବିବାର ଆରମ୍ଭ ହୋଇଛି। ପ୍ରଥମେ ଜୁନିୟର ବିଭାଗର ଟପ୍‌-୮ଟି ଟିମ୍‌ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ...

କ୍ୱାରସମ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର,୪।୮: ଓଡ଼ିଶା ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମ୍‌ (କୁଇକ୍‌ ରିଆକସନ୍‌ ସର୍ଫେସ୍‌-ଟୁ-ଏୟାର ମିଜାଇଲ୍‌)ର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି ପରୀକ୍ଷଣ କରାଯାଇଛି। ଏହୀ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୦ କିଲୋମିଟର। ଏହା ଭୂପୃଷ୍ଠରୁ...

ଆତଙ୍କବାଦୀଙ୍କ ମୃତଦେହ ନେଇ ଯିବାକୁ ପାକିସ୍ତାନକୁ ଭାରତ ଦେଲା ପ୍ରସ୍ତାବ

ଶ୍ରୀନଗର,୪।୮: ଜମ୍ମୁ-କଶ୍ମୀର କେରନ୍‌ ସେକ୍ଟରରେ ଭାରତୀୟ ସେନାଙ୍କ ଗୁଳିରେ ବ୍ୟାଟ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କର ମୃତଦେହ ନେଇଯିବାକୁ ଭାରତ ପାକିସ୍ତାନକୁ ପ୍ରସ୍ତାବ ଦେଇଛି। ଏଥିପାଇଁ ପାକିସ୍ତାନ ସୈନ୍ୟ ଧଳା ପତାକା ଧରି ଆସିବାକୁ ଭାରତୀୟ ସେନା କହିଛି। ତେବେ...

କର୍ମୀଙ୍କ ଅବଦାନକୁ ଭୁଲନାହିଁ

ନୂଆଦିଲ୍ଲୀ,୪ା୮(ପି.ଟି.): କର୍ମୀମାନେ ମାଆ ଭଳି ଦଳକୁ ବଢ଼ାଇଛନ୍ତି। ସେମାନଙ୍କ ଅବଦାନକୁ ଭୁଲନାହିଁ। ସେମାନେ କଦାପି ଅନାଦର ଅନୁଭବ କରିବା ଉଚିତ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍‌ପିମାନଙ୍କ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅବସରରେ ପରାମର୍ଶ ଦେଇଛନ୍ତି। କୌଣସି...

୨୪ ଘଣ୍ଟାରେ ୧୦ ସଫା

ମାଲକାନଗିରି, ୪।୮ (ଡି.ଏନ୍‌.ଏ.): ଛତିଶଗଡ଼ର ରାଜନନ୍ଦଗାଁଓ ଜିଲା ଅନ୍ତର୍ଗତ ସୀତାଗୋତା ଜଙ୍ଗଲରେ ଶନିବାର ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ଯବାନମାନେ ୭ ମାଓବାଦୀଙ୍କ ମୃତଦେହ ସହ ଏକେ....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri