Tag Archives: Home Middle

‘ମେଟଲ୍‌ ମିଟ୍‌-୨୦୧୯’; ଘୋଷଣା ହେଲା ସିନିୟର ଟପ୍‌-୮, ଏଥର ୩ ନୂଆ ଟିମ୍‌କୁ ମିଳିଲା ଫିନାଲେ ଟିକେଟ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ ଟିକେଟ୍‌ ପାଇଛନ୍ତି । ପ୍ରିଲିମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଗ୍ରାଣ୍ଡ୍‌ ଫିନାଲେରେ...

ରାଜ୍ୟରେ ଆଉ ନିର୍ମାଣ ହେବ ୪ ପ୍ଲାନେଟାରିୟମ,ଖର୍ଚ୍ଚ ହେବ ୩୦ କୋଟି

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟର ୩୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ଏହି ପାର୍କ ନିର୍ମାଣ କରାଯିବ। ଏଥିସହ ୪ଟି ସ୍ଥାନରେ ନୂତନ ପ୍ଲାନେଟାରିୟମ ନିର୍ମାଣ କରାଯିବ। ସେଗୁଡ଼ିକ ହେଲେ ବାରିପଦା, କେନ୍ଦୁଝର, ରାୟଗଡ଼ା ଓ...

ଜୀବନ ଭୟରେ ନିୟନ୍ତ୍ରଣ ରେଖା ଲଞ୍ଚ୍‌ପ୍ୟାଡ୍‌କୁ ଫେରିଲେ ୨୫୦ ଆତଙ୍କବାଦୀ: ଉପଗ୍ରହ ଚିତ୍ରରୁ ମିଳିଲା ସୂଚନା

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌କୁ ୨୫୦ ଆତଙ୍କବାଦୀ ଫେରିଛନ୍ତି। ଏହା ଉପଗ୍ରହରୁ ମିଳିଥିବା ଚିତ୍ରରୁ ଜଣାପଡ଼ିଥିବା କୁହାଯାଉଛି। ଜମ୍ମୁ-କଶ୍ମୀରରେ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବାରୁ ଆତଙ୍କବାଦୀଙ୍କମାନେ ଜୀବନ ଭୟରେ ପାକିସ୍ତାନ ଅଧିକୃତ କଶ୍ମୀରଠାରେ ଥିବା ଲଞ୍ଚ୍‌ପ୍ୟାଡ୍‌କୁ...

‘ମେଟଲ୍‌ ମିଟ୍‌-୨୦୧୯’; ଗ୍ରାଣ୍ଡ ଫିନାଲେକୁ ଗଲେ ଜୁନିୟର ଟପ୍‌ ୮ ଟିମ୍‌: ଭୁବନେଶ୍ୱରର ସର୍ବାଧିକ ୬ ସ୍କୁଲ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶେଷ ହୋଇଛି ‘ମେଟଲ୍‌ ମିଟ୍‌-୨୦୧୯’ର ପ୍ରିଲିମ୍ସ ରାଉଣ୍ଡ। ଗ୍ରାଣ୍ଡ ଫିନାଲେ ପାଇଁ ଚୁଡ଼ାନ୍ତ ହୋଇଛି ‘ଟପ୍‌-୮’ଟିମ୍‌। ଫାଇନାଲକୁ ଯାଇଥିବା ଜୁନିୟର ଟିମ୍‌ଗୁଡ଼ିକମଧ୍ୟରେ ଭୁବନେଶ୍ୱରର ସର୍ବାଧିକ ୬ଟି ଟିମ୍‌ ରହିଛି। ଏଥିସହ ରାଉରକେଲା ଓ କଟକର ଗୋଟିଏ ଗୋଟିଏ ଟିମ୍‌...

ମେଟଲ୍‌ ମିଟ୍‌-୨୦୧୯; ସରିଲା ଜୁନିୟର୍‌ ଗ୍ରୁପ୍‌ ପ୍ରିଲିମ୍ସ, ସିନିୟର ପ୍ରିଲିମ୍ସ ପାଇଁ ରେଜିଷ୍ଟ୍ରେଶନ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର ଗ୍ରୁପ୍‌ର ପ୍ରିଲିମ୍‌ ରାଉଣ୍ଡ ଶନିବାର ଶେଷ ହୋଇଛି। କୁଇଜ ମାଷ୍ଟର ଅଜୟ ପୁନିଆଙ୍କ ଦମ୍‌ଦାର ପ୍ରଶ୍ନର ଉତ୍ତରକୁ ପିଲାମାନେ ଉତ୍ତର ଖାତାରେ ଲେଖିଥିବା ବେଳେ ଏବେ ରେଜଲ୍ଟକୁ ସମସ୍ତେ ଅପେକ୍ଷା...

ମେଟଲ୍‌ ମିଟ୍‌-୨୦୧୯; ଏଠାରେ କେହି ଲୁଜର୍‌ ନୁହନ୍ତି, ସମସ୍ତେ ଓ୍ବିନର୍‌: ତଥାଗତ ସତପଥୀ

ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାରେ କୁଇଜିଂ କଲଚର୍‌କୁ ପ୍ରୋତ୍ସାହିତ କରିବା ‘ମେଟଲ୍‌ ମିଟ୍‌’ର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାରେ ନାଚ, ଗୀତ, ମଡେଲିଂ ଭଳି ବହୁ ଗ୍ଲାମର ଇଭେଣ୍ଟ ହେଉଥିବା ବେଳେ କୁଇଜିଂ ପାଇଁ କିନ୍ତୁ ଭଲ ପ୍ଲାଟ୍‌ଫର୍ମ ନ ଥିଲା। ଆମେ ସେହି...

୩ ଗୁପ୍ତଚର ଧରାପଡ଼ିଲେ: ପାକିସ୍ତାନକୁ ଦେଉଥିଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ହିସାର,୩।୮: ହରିୟାଣାର ହିସାରରୁ ୩ ଗୁପ୍ତଚର ଧରାପଡ଼ିଛନ୍ତି। ସେମାନେ ପାକିସ୍ତାନକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯୋଗାଉଥିବା ଅଭିଯୋଗ ହୋଇଛି। ସେନାର ସୂଚନା ଆଧାରରେ ରାଗିବ୍‌, ମେହତାବ୍‌ ଏବଂ ଖାଲିଦଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ମୋବାଇଲ୍‌ ଫୋନ୍‌ ଓ କିଛି ଗୁରୁତ୍ୱପୂର୍ଣ୍ଣ ଫଟୋଗ୍ରାଫ୍‌...

ଅପରେଶନ୍‌ ଅଲ୍‌ଆଉଟ୍‌: ବାରପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ସୋପୋରରେ ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ବାରପୋରାର ମାଲମାପାନ୍‌ପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ...

ମେଗା କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ୍‌ମିଟ୍‌-୨୦୧୯’ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ମିଟ୍‌ ୨୦୧୯’ ଭୁବନେଶ୍ୱରର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଛି। ଓଡ଼ିଶାର ପ୍ରମୁଖ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଏହି ପ୍ରତିଯୋଗିତା ପାଇଁ ଏଠାରେ...

କଶ୍ମୀରରେ ପଶିଛନ୍ତି ପାକିସ୍ତାନୀ ଆତଙ୍କବାଦୀ: ଟାର୍ଗେଟରେ ଅମରନାଥ ଯାତ୍ରୀ

ଶ୍ରୀନଗର,୩ା୮(ପି.ଟି./ ଆଇଏଏନ୍‌ଏସ୍‌): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରୁ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ସମେତ ଆଉ କେତେକ ସଙ୍ଗଠନର ଆତଙ୍କବାଦୀମାନେ ଉପତ୍ୟକାରେ ଅନୁପ୍ରବେଶ କରିଛନ୍ତି। ଜୁଲାଇ ଶେଷ ସପ୍ତାହରେ ୫ ସଶସ୍ତ୍ର ଆତଙ୍କବାଦୀ ନିୟନ୍ତ୍ରଣରେଖା (ଏଲ୍‌ଓସି) ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ବୁଲୁଛନ୍ତି। ପାକିସ୍ତାନରେ...

୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ...

ଅଗଷ୍ଟ ୧୫ ପୂର୍ବରୁ ହୋଇପାରେ ବଡ଼ ନିଷ୍ପତ୍ତି : ଆଶଙ୍କାରେ କଶ୍ମୀରବାସୀ

ଶ୍ରୀନଗର,୩ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସପ୍ତାହକ ମଧ୍ୟରେ ଅତିରିକ୍ତ ୩୮,୦୦୦ ଯବାନଙ୍କୁ ପଠାଯିବା ପରେ ଉପତ୍ୟକାବାସୀ ଆଶଙ୍କାରେ ରହିଛନ୍ତି। କେନ୍ଦ୍ର ସରକାର ଗତ ୨୭ ତାରିଖରେ ୧୦ ହଜାର ଓ ଗୁରୁବାର ୨୮ ହଜାର କେନ୍ଦ୍ରୀୟ ଯବାନଙ୍କୁ କଶ୍ମୀରକୁ ପଠାଇଛନ୍ତି। ଆଭ୍ୟନ୍ତରୀଣ ନିରାପତ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri