Tag Archives: Home Middle

କୁନ୍ଦୁଲି ଗଣବଳାତ୍କାର, ଆତ୍ମହତ୍ୟା ମାମଲା: ୪ ସପ୍ତାହରେ ତଦନ୍ତ ଶେଷ କର

କଟକ ଅଫିସ, ୩ା୮: ବହୁଚର୍ଚ୍ଚିତ କୁନ୍ଦୁଲି ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଶୁକ୍ରବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ତଦନ୍ତରେ ସନ୍ତୁଷ୍ଟ ନ ହେଲେ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌...

ସିସିଡିର ନେତୃତ୍ୱ ନେବେ ସିଦ୍ଧାର୍ଥଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୩-୮: କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଆକଷ୍ମିକ ମୃତ୍ୟୁ ପରେ ଏହାର ନେତୃତ୍ୱ କିଏ ନେବ ବୋଲି ସାଧାରଣରେ ପ୍ରଶ୍ନ ଆସିଛି। ତେବେ ମିଡିଆ ରିପୋର୍ଟ ଅନୁଯାୟୀ ସିଦ୍ଧାର୍ଥଙ୍କ ସ୍ତ୍ରୀ ମାଳବିକା କମ୍ପାନୀକୁ ଚଳାଇବେ। ସେ ପୂର୍ବରୁ କମ୍ପାନୀ...

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ଇନିଂସରେ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୧୪୪ ରନର...

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି...

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଶୁକ୍ରବାର କହିଛନ୍ତି। ଏହି ମାମଲାର ଶୁଣାଣି ପ୍ରତିଦିନ...

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ କରାଯିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡିତାଙ୍କ ପରିବାର ଲକ୍ଷ୍ନୌରେ ଚିକିତ୍ସା ଚାହୁଁଛନ୍ତି...

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ...

୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି

ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା...

ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଦାୟିତ୍ୱଗ୍ରହଣ କରି ସେ କହିଛନ୍ତି ଯେ, ୨୦୨୨...

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ୍‌...

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର ଚେର ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ବାଂଲାଦେଶରୁ ତରୁଣୀମାନଙ୍କୁ ଅଣାଯାଇ ବିହାର, ଗୁଡଗାଓ୍ବଁ ତଥା...

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍‌ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri