Tag Archives: Home Middle

୩୬ ଘଣ୍ଟା ପରେ ମିଳିଲା ସିଦ୍ଧାର୍ଥଙ୍କ ମୃତଦେହ

ବେଙ୍ଗାଲୁରୁ,୩୧।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେ’ର ମାଲିକ ଭିି.ଜି. ସିଦ୍ଧାର୍ଥଙ୍କ ମୃତଦେହ ୩୬ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ନେତ୍ରବତୀ ନଦୀରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ସୋମବାରଠାରୁ ୨ ଶହ ପୋଲିସ...

ୟେଦୁରପ୍ପା କ୍ଷମତାକୁ ଆସିବା ପରେ ଟିପୁ ଜୟନ୍ତୀ ବାତିଲ

ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକରେ କ୍ଷମତାକୁ ଆସିବାର ୩ ଦିନ ପରେ ୟେଦୁରପ୍ପା ସରକାର ଟିପୁ ଜୟନ୍ତୀ ମହୋତ୍ସବକୁ ମଙ୍ଗଳବାର ରଦ୍ଦ କରିଛନ୍ତି। ଅଷ୍ଟାଦଶ ଶତାବ୍ଦୀର ଏହି ସୁଲ୍‌ତାନଙ୍କ ଜୟନ୍ତୀକୁ ଦଳ ୨୦୧୫ରୁ ବିରୋଧ କରିଆସୁଛି। ସିଦ୍ଦାରାମାୟା ନେତୃତ୍ୱାଧୀନ କଂଗ୍ରେସ ସରକାର...

ଡଷ୍ଟବିନ୍‌କୁ ଗଲା ମଧ୍ୟଯୁଗୀୟ ପ୍ରଥା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧ା୭: ତିନି ତଲାକ୍‌ ବିଲ୍‌କୁ ପାର୍ଲାମେଣ୍ଟର ମଞ୍ଜୁରୀ ପରେ ଏବେ ରାଷ୍ଟ୍ରପତିଙ୍କ ମୋହରକୁ ଅପେକ୍ଷା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହାକୁ ଅନୁମୋଦନ କରିବା ପରେ ବିଲ୍‌ ଆଇନରେ ପରିଣତ ହେବ। ୨୦୧୭ ଅଗଷ୍ଟରେ ଟ୍ରିପଲ୍‌ ତଲାକ୍‌କୁ ସୁପ୍ରିମକୋର୍ଟ ଅସାମ୍ବିଧାନିକ ବୋଲି...

ସିବିଆଇକୁ ତଦନ୍ତ ଦାୟିତ୍ୱ

ନୂଆଦିଲ୍ଲୀ/ ଲକ୍ଷ୍ନୌ, ୩୧ା୭(ପି.ଟି.): ବହୁଚର୍ଚ୍ଚିତ ଉନ୍ନାଓ ପୀଡ଼ିତା ଦୁର୍ଘଟଣା ମାମଲାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଦିଆଯାଇଛି। ଉତ୍ତରପ୍ରଦେଶ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାର ଏହି ସମ୍ବେଦନଶୀଳ ମାମଲାର ତଦନ୍ତଭାର ସିବିଆଇକୁ ହସ୍ତାନ୍ତର କରିଛନ୍ତି। ବଳାକତ୍ାର ପୀଡ଼ିତା...

୩ ବର୍ଷରେ ୧୦୬ ହରିଣ ଶିକାର

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ...

ଆରମ୍ଭ ହେବ ମୋ କଲେଜ ଯୋଜନା

ଭୁବନେଶ୍ୱର,୩୧।୭(ବ୍ୟୁରୋ): ‘ମୋ ସ୍କୁଲ’ଭଳି ଖୁବ୍‌ଶୀଘ୍ର ‘ମୋ କଲେଜ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରାତନ ଛାତ୍ରମାନଙ୍କୁ ଏଥିରେ ସାମିଲ କରାଯିବ। କଲେଜର ବିକାଶ ତଥା ଗୁଣାତ୍ମକ ଶିକ୍ଷା ଦିଗରେ ସେମାନଙ୍କଠାରୁ ମତାମତ ସଂଗ୍ରହ କରାଯିବ। ଏଥିସହିତ ସେମାନଙ୍କ ଅନୁଦାନରେ କଲେଜର ଭିତ୍ତିଭୂମି...

ରାଜ୍ୟ ସଭାରେ ‘ଟ୍ରିପଲ୍‌ ତଲାକ୍‌’ ବିଲ ପାସ୍‌

ନୂଆଦିଲ୍ଲୀ,୩୦।୭: ଲୋକ ସଭା ପରେ ଏବେ ରାଜ୍ୟ ସଭାରେ ପାରିତ ହେଲା ‘ଟ୍ରିପଲ୍‌ ତଲାକ୍‌ ବିଲ୍‌’। ଭୋଟିଂ ଡିଭିଜନ ଜରିଆରେ ମୁସଲମାନ ମହିଳାଙ୍କ ବିବାହ ସମ୍ପର୍କିତ ଏହି ବିଲ୍‌ ମଙ୍ଗଳବାର ପାସ୍‌ ହୋଇଛି। ବିଲ୍‌ ସପକ୍ଷରେ ଗୃହରେ ୯୯ ସଦସ୍ୟ...

ଚନ୍ଦ୍ରାୟନ ବୈଜ୍ଞାନିକଙ୍କ ଦରମା କାଟ୍‌: ରାଜ୍ୟ ସଭାରେ ପ୍ରସଙ୍ଗ ଉପସ୍ଥାପନ କଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୭: ଚନ୍ଦ୍ରାୟନ ମିଶନରେ କାର୍ଯ୍ୟ କରୁଥିବା ବୈଜ୍ଞାନିକଙ୍କ ଦରମା କାଟ୍‌ ପ୍ରସଙ୍ଗ ନେଇ ରାଜ୍ୟ ସଭାରେ ବିରୋଧୀ ଦଳ ପକ୍ଷରୁ ସରକାରଙ୍କୁ ସମାଲୋଚନା କରାଯାଇଛି। କଂଗ୍ରେସ ଏହି ପ୍ରସଙ୍ଗ ଗୃହରେ ଉପସ୍ଥାପନ କରିଛି। କଂଗ୍ରେସ ସଦସ୍ୟ ମୋତିଲାଲ୍‌ ଭୋରା ଏନେଇ...

ରାଜ୍ୟ ସଭାରେ ତିନି ତଲାକ୍‌ ତାତି: ଜେଡିୟୁ କଲା ଗୃହତ୍ୟାଗ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ମଙ୍ଗଳବାର ତିନି ତଲାକ୍‌ ବିଲ୍‌ ଉପରେ ତର୍କ ବିତର୍କ ଜାରି ରହିଛି। ଏହାକୁ ବିରୋଧ କରି ଜେଡିୟୁ ସଦସ୍ୟ ଗୃହତ୍ୟାଗ କରିଛନ୍ତି। ଜେଡିୟୁର ବଶିଷ୍ଠ ନାରାୟଣ ସିଂ ଏହି ବିଲ୍‌ ସପକ୍ଷରେ ଜେଡିୟୁ ନ ଥିବା...

୯ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମନ୍‌ସୁନ୍‌ ଟ୍ରଫଲାଇନ୍‌ ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତୋଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲାରେ ପ୍ରବଳ ବର୍ଷା ହେବାର ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ,...

ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ ବୋଲି ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ପୃଥିବୀର ୧୦ଟି...

ଶ୍ରୀନଗର ମସ୍‌ଜିଦ ଉପରେ ନଜର: ଏକାଠି ହେବାକୁ ମେହବୁବାଙ୍କ ଆହ୍ବାନ

ଶ୍ରୀନଗର,୩୦ା୭(ପି.ଟି.)-ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଶ୍ରୀନଗରରେ ଥିବା ମସ୍‌ଜିଦ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ଲାଗି ୫ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିଜ ନିଜ ଅଞ୍ଚଳରେ ଥିବା ଏହି ମସ୍‌ଜିଦ ସମ୍ପର୍କିତ ତଥ୍ୟ ଯଥାଶୀଘ୍ର ଦାଖଲ କରିବା ଲାଗି ସେମାନଙ୍କୁ କୁହାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri