Tag Archives: Home Middle

୬ଦିନ ବର୍ଷିବ, ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ଟ୍ରପ୍‌ ଲାଇନ, ଘୂର୍ଣ୍ଣି ବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଗତ ଦୁଇତିନି ଦିନ ହେଲା ଲଗାଣ ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ କେତେକ ଅଞ୍ଚଳରେ ବନ୍ୟା...

ସଚିବାଳୟ ହେବ ଲୋକସେବା ଭବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶା ସଚିବାଳୟର ନାଁ ବଦଳିବ। ଏହାର ନୂତନ ନାମ ରହିବ ଓଡ଼ିଶା ଲୋକସେବା ଭବନ। ସୋମବାର ବିଧାନସଭାରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ...

‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ଗୃହରେ ଉଦ୍‌ବେଗ: କୁମ୍ଭକାରଙ୍କ ଦୁରାବସ୍ଥା ସୁଧାରିବାକୁ ମହାରଥୀଙ୍କ ଅନୁରୋଧ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଚଳିତ ମାସ ୨୮ ତାରିଖରେ ଧରିତ୍ରୀରେ ପ୍ରକାଶିତ ହୋଇଥିବା ‘ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ, ଫନୀ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର’ ଶୀର୍ଷକ ଖବରକୁ ନେଇ ସୋମବାର ଶୂନ୍ୟକାଳରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀ ଗୃହର ଦୃଷ୍ଟି ଆକର୍ଷଣ...

୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଏହା ମଧ୍ୟରେ ୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର ଓ ମାଳକାନଗିରି। ୨୪ ଘଣ୍ଟା...

ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୭: ଓଡ଼ିଶା ରସଗୋଲାକୁ ଜିଆଇ (ଭୌଗୋଳିକ ସାଙ୍କେତିକ)ଟ୍ୟାଗ୍‌ ମାନ୍ୟତା ମିଳିଛି। ଏହାଅନୁସାରେ ରସଗୋଲା ଓଡ଼ିଶାର ଭୌଗୋଳିକ ସ୍ଥିତି ସହିତ ଜଡ଼ିତ ରହିଛି ବୋଲି ସ୍ବୀକୃତି ମିଳିଛି। ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତି ସହିତ ରସଗୋଲାର ନିବିଡ଼ ସମ୍ପର୍କ ରହିଛି। ଓଡ଼ିଶାର ପରମ୍ପରା...

ଶକ୍ତି ପରୀକ୍ଷାରେ ୟେଦୁରପ୍ପା ପାସ୍‌: ଗୃହରେ ଭଏସ୍‌ ଭୋଟ୍‌; ବିରୋଧୀ ଦାବୀ କଲେ ନି ଭୋଟିଂ

ବେଙ୍ଗାଲୁର୍‌,୨୯।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଛନ୍ତି। ବାଚସ୍ପତି କେ. ଆର୍‌. ରମେଶ କୁମାରଙ୍କ ଦ୍ୱାରା ହୋଇଥିବା ଭଏସ୍‌ ଭୋଟ୍‌ରେ ୟେଦୁରପ୍ପା ପାସ୍‌ ହୋଇଛନ୍ତି। ତେବେ...

ନିଜ ରାଇଜରେ ବେଘର ଜଙ୍ଗଲ ରାଜା: ୨୦୨୨ସୁଦ୍ଧା ବାଘ ସଂଖ୍ୟା ୨ ଗୁଣା କରିବାକୁ ୧୩ ଦେଶର ମିଳିତ ପ୍ରୟାସ

ନୂଆଦିଲ୍ଲୀ,୨୯।୭: ଜନସଂଖ୍ୟା ବୃଦ୍ଧି ଯୋଗୁ ଜଙ୍ଗଲ ପରିସୀମା କମିବାରେ ଲାଗିଛି। ଏହାଦ୍ୱାରା ଜଙ୍ଗଲ ରାଜା ବାଘ ନିଜ ରାଇଜରେ ବି ବେଘର ହେବାରେ ଲାଗିଛି। ଏହାଯୋଗୁ ବାଘ ସଂଖ୍ୟା କମିବାରେ ଲାଗିଛି। ତେଣୁ ପ୍ରତିବର୍ଷ ଜୁଲାଇ ୨୯ରେ ବିଶ୍ୱ ବାଘ...

ଜେଲ୍‌ରେ ବନ୍ଦୀ ଥିବା କଏଦୀଙ୍କ ବ୍ରେନ୍‌ଓ୍ବାଶ୍‌ କରି ଜେହାଦୀ କରୁଛନ୍ତି ଆତଙ୍କବାଦୀ ସଂଗଠନ

ନୂଆଦିଲ୍ଲୀ,୨୯।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ମୁସଲମାନ୍‌ ଯୁବକଙ୍କୁ ଏବେ ଆତଙ୍କବାଦୀ ସଂଗଠନ ଟାର୍ଗେଟ୍‌ କରିଛନ୍ତି। ସେମାନଙ୍କର ବ୍ରେନ୍‌ଓ୍ବାଶ୍‌ କରାଯାଇ ଜେହାଦୀ କରାଯାଉଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପରବର୍ତ୍ତୀ ସମୟରେ ଜେଲ୍‌ରୁ...

କଶ୍ମୀରୀଙ୍କ ସନ୍ଦେହ ଚକ୍ଷୁରେ କେନ୍ଦ୍ର

ଶ୍ରୀନଗର/ନୂଆଦିଲ୍ଲୀ,୨୯ା୭: ହଠାତ୍‌ ଅତିରିକ୍ତ ୧୦ ହଜାର କେନ୍ଦ୍ରୀୟ ସୁରକ୍ଷା ବଳ ଜମ୍ମୁ-କଶ୍ମୀରକୁ ପଠାଯିବା ପରେ ନାନା ଆଶଙ୍କା ସୃଷ୍ଟି ହୋଇଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଓ ୩୫ଏ ଉଚ୍ଛେଦ ନେଇ କେନ୍ଦ୍ର ସରକାର ମସୁଧା ଚଳାଇଥିବା ଉପତ୍ୟକାବାସୀ ସନ୍ଦେହ କରୁଛନ୍ତି।...

ଭୁଲ୍‌ କରି ପୋଲିସ ନିନ୍ଦିତ

ଭୁବନେଶ୍ୱର, ୨୯ା୭: ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ରୋକିବା ପୋଲିସର କାର୍ଯ୍ୟ। ହେଲେ ଅଧିକାଂଶ କ୍ଷେତ୍ରରେ ପୋଲିସ ଏସବୁ କାର୍ଯ୍ୟ ଠିକ୍‌ ଭାବେ କରୁ ନ ଥିବାରୁ ଲୋକଙ୍କର ଭରସା ତୁଟିବାରେ ଲାଗିଛି। କେଉଁଠି ପୋଲିସ ଚାର୍ଜଶିଟ୍‌ ପାଇଁ...

କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ସୁରାକ ମିଳିଲା, ଜରିିଗୋଟାଳି ଅଭିଯୁକ୍ତ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସୁରାକ ପାଇଛି ପୋଲିସ। ସେ ଜଣେ ଜରିଗୋଟାଳି ଓ ମାନସିକ ରୋଗୀ ବୋଲି ଜଣାପଡିଛି। ଘଟଣା ପରେ ସହରରେ ପୋଲିସ ପାଟ୍ରୋଲିଂ ଦେଖି ସେ ଫେରାର ଥିବା...

ପରିବା: ସରକାରଙ୍କ ତଥ୍ୟ ନାହିଁ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶାରେ ଯେତିକି ପରିବା ଉତ୍ପାଦନ ହେଉଛି, ତା’ଠାରୁ ବହୁତ ଅଧିକ ପନିପରିବା ବାହାର ରାଜ୍ୟରୁ ଆମଦାନୀ କରାଯାଉଛି। କହିବାକୁ ଗଲେ ପ୍ରାୟତଃ ସମସ୍ତ ପରିବା ବାହାର ରାଜ୍ୟରୁ ହିଁ ଆସୁଛି। ବଡ଼ବଡ଼ ହାଟ ଏବଂ ପରିବା ମାର୍କେଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri