Tag Archives: Home Middle

ବିନା ଦୋଷରେ ଜେଲ କାଟିଲେ ବାପପୁଅ

ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍‌.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ ଜୀବନ୍ତ ଅବସ୍ଥାରେ ଶନିବାର କୋର୍ଟରେ ହାଜର କରିଛି। ତାଙ୍କ ବୟାନ ରେକର୍ଡ...

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଗୁପ୍ତ ବିଧି

ପୁରୀ ଅଫିସ,୨୯ା୭:ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ। ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଶ୍ରୀଜଗନ୍ନାଥ ମନ୍ଦିର ରହିଛି। ସେଠାରେ ଶ୍ରଦ୍ଧାଳୁମାନେ ଠାକୁରମାନଙ୍କୁ ଉପାସନା କରୁଛନ୍ତି। ଏମିତି କି ଅନେକ ଦେଶରେ ରଥଯାତ୍ରା ବି ଅନୁଷ୍ଠିତ ହେଉଛି। ହେଲେ ଶ୍ରୀମନ୍ଦିରରେ ଦାରୁବିଗ୍ରହଙ୍କ ସେବାପୂଜା, ରୀତିନୀତି...

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ ଧାରଣ କରି ବଡ଼ଦେଉଳ ପରିକ୍ରମା କରିଛନ୍ତି ମହାରାଷ୍ଟ୍ରର ସାଧୁ ମହାମଣ୍ଡଳେଶ୍ୱର ଶାନ୍ତିଗିରିଜୀ ମହାରାଜ।...

୩ ଅଯୋଗ୍ୟ ଘୋଷିତ ବିଧାୟକ ଯିବେ ସୁପ୍ରିମ୍‌କୋର୍ଟ: ବାଚସ୍ପତିଙ୍କ ନିଷ୍ପତ୍ତିକୁ କଂଗ୍ରେସ-ଜେଡିଏସ୍‌ କଲେ ସ୍ବାଗତ

ବେଙ୍ଗାଲୁର୍‌,୨୮।୭: କର୍ନାଟକରେ କ୍ଷମତା କନ୍ଦଳ ଡ୍ରାମା ଶେଷ ହେବାର ନାଁ ଧରୁନି। ବାଚସ୍ପତି ଆର୍‌ ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏହା ପରେ ରବିବାର ୧୪ ବିଧାୟକଙ୍କୁ ମଧ୍ୟ ସମଦଶା ଭୋଗିବାକୁ ପଡ଼ିଛି। ତେବେ...

କେନ୍ଦ୍ର ସରକାରଙ୍କୁ ମେହବୁବାଙ୍କ ଚେତାବନୀ: ଅନୁଚ୍ଛେଦ ୩୫-ଏ ବାରୁଦ ଗଦା ଭଳି ବିପଦପୂର୍ଣ୍ଣ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସରକାରଙ୍କୁ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି ଚେତାବନୀ ଦେଇଛନ୍ତି। ରବିବାର ମେହବୁବା କହିଛନ୍ତି ଯେ, କେନ୍ଦ୍ର ସରକାର ଅନୁଚ୍ଛେଦ ୩୫-ଏରେ ପରିବର୍ତ୍ତନ ଆଣିବାର ଯୋଜନା କରୁଛନ୍ତି। ତେବେ ଏଭଳି ଦୁଃସାହସ କରିବା ଭୟଙ୍କର ପରିସ୍ଥିତି ସୃଷ୍ଟି...

କର୍ନାଟକ ରାଜନୀତି ପୁଣି ସରଗରମ: ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କଲେ ବାଚସ୍ପତି

ବେଙ୍ଗାଲୁର୍‌,୨୮।୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ାଛୁଟୁଛି। ଏଚ୍‌.ଡି କୁମାରସ୍ବାମୀଙ୍କ ରାଜନୀତି ଦୌଡ଼ରେ ପଛାର ପକାଇ ବି.ଏସ୍‌.ୟେଦୁରପ୍ପା କ୍ଷମତା ଦଖଲ କରିଥିଲେ। ଏହାପରେ ବାଚସ୍ପତି ଆର୍‌. ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ତେବେ ରବିବାର ରମେଶ...

ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ ଘରେ ପାନୀୟ ଜଳ ପହଞ୍ଚାଇବା ଲକ୍ଷ୍ୟ ନେଇ କାର୍ଯ୍ୟ ଜାରି ରଖିଛନ୍ତି। ଜଳ...

୩ ଆଫ୍ରିକୀୟ ଦେଶ ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୮।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ୩ ଆଫ୍ରିକୀୟ ଦେଶ ଗସ୍ତରେ ବାହାରିଛନ୍ତି। ରାଷ୍ଟ୍ରପତି ବେନିନ୍‌, ଜାମ୍ବିଆ ଏବଂ ଗ୍ୟୁନିଆ ଆଦି ରାଷ୍ଟ୍ର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ସହିତ ଏସବୁ ରାଷ୍ଟ୍ର ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ବୃଦ୍ଧି...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ବ୍ୟବସାୟୀ ଆଶିଫ୍‌ ଲୋନ୍‌, ତନବୀର୍‌ ଅହମ୍ମଦ୍‌, ତାରିକ୍‌ ଅହମ୍ମଦ୍‌...

ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ

ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ ଛାତ୍ରୀ ଓ ୬ ଜଣ ଛାତ୍ର ଆହତ ହୋଇଥିଲେ। ନବରଙ୍ଗପୁର ଜିଲା...

ଭାରତକୁ ମିଳିଲା ୪ ଆପାଚେ ଆଟାକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୨୮ା୭(ପି.ଟି.): ଆମେରିକାର ଏରୋସ୍ପେସ୍‌ ମେଜର୍‌ ବୋଇଂ ଶନିବାର ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪ଟି ୨୨ଆପାଚେ ଆଟାକ୍‌ ହେଲିକପ୍ଟର ପ୍ରଦାନ କରିଛି। ଏହା ଭାରତୀୟ ବାୟୁସେନାର ଶକ୍ତିବୃଦ୍ଧି କ୍ଷେତ୍ରରେ ବିଶେଷ ସହାକ ହେବ। ଆଗାମୀ ସପ୍ତାହରେ ପୁଣି ୪ଟି ଏଭଳି ହେଲିକପ୍ଟର...

‘ଫନୀ’ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର: ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ

ପୁରୀ ଅଫିସ, ୨୮ା୭: ଆଉ ୬ ଦିନ ପରେ ‘ଫନୀ’କୁ ପୂରିବ ୩ମାସ। ହେଲେ ଏ ଯାଏ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର। ବାତ୍ୟାରେ ଭାଙ୍ଗିଯାଇଥିବା ଶାଳଘର ଏବେ ବି ମାଟି କାମୁଡ଼ି ପଡ଼ିରହିଛି। ନିଜ କୌଳିକ ବୃତ୍ତିର ଭବିଷ୍ୟତକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri