Tag Archives: Home Middle

ପୃଥିବୀ କକ୍ଷରେ ଚନ୍ଦ୍ରୟାନ-୨; ଇତିହାସ ରଚିଲା ଇସ୍ରୋ

ଶ୍ରୀହରିକୋଟା,୨୩।୭: ଭାରତର ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରୟାନ-୨ ସୋମବାର ଅପରାହ୍ନ ୨ଟା ୪୩ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ଇସ୍ରୋର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଉତ୍‌କ୍ଷେପଣ କରାଯାଇଛି। ଜିଏସ୍‌ଏଲ୍‌ଭି ମାର୍କ-୩ ବାହୁବଳୀ ରକେଟରେ ଏହାର ଉତ୍‌କ୍ଷେପଣ ହୋଇଛିି। ଏହା ସେପ୍ଟେମ୍ବର ୬ରେ...

ଆଜି ବିଶ୍ୱ ମସ୍ତିଷ୍କ ଦିବସ : ଜାଣନ୍ତୁ ‘ମାଇଗ୍ରେନ୍‌’ ରୋଗର କାରଣ, ନିରାକରଣ

ଆମ ଶରୀରର ପ୍ରମୁଖ ଅଙ୍ଗ ମଧ୍ୟରୁ ମସ୍ତିଷ୍କ ଅନ୍ୟତମ। ଏହା ସୁସ୍ଥ ରହିଲେ ଆମର ଶାରୀରିକ ପ୍ରକ୍ରିୟା ସୁଚାରୁରୂପେ ଚାଲିଥାଏ। ମସ୍ତିଷ୍କ ସମ୍ପର୍କିତ ରୋଗ, ତାହାର କାରଣ ଏବଂ ଚିକିତ୍ସା ବିଷୟରେ ଜନସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଜୁଲାଇ...

ଆଇଏମ୍‌ଏଫ୍‌ ପରିଚାଳନା ନିର୍ଦ୍ଦେଶକ ପଦବୀ: ଦୌଡ଼ରେ ରଘୁରାମ ରାଜନ ଆଗରେ

ଲଣ୍ଡନ,୨୨।୭: ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍‌ଏଫ୍‌)ର ପରିଚାଳନା ନିର୍ଦ୍ଦେଶକ ପଦବୀରେ ନିଯୁକ୍ତ ହେବା ଆଶା ଉଜ୍ବଳ ହୋଇଛି। ଏହି ପଦବୀ ଦୌଡ଼ରେ ରଘୁରାମ ଆଗରେ ଥିବା ବ୍ରିଟେନ୍‌ର ବିଦେଶ ମନ୍ତ୍ରଣାଳୟ ପକ୍ଷରୁ...

୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ କନ୍ଧମାଳ। ଏଥିସହିତ ୨୪ ତାରିଖରୁ ବର୍ଷାର...

ନିର୍ଦ୍ଦଳୀୟ ବିଧାୟକଙ୍କ ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମ୍‌ କୋର୍ଟ: କର୍ନାଟକ ସଙ୍କଟ ପୁଣି ଲଟକି ରହିବା ସମ୍ଭାବନା

ନୂଆଦିଲ୍ଲୀ,୨୨।୭: କର୍ନାଟକରେ ରାଜନୈତିକ ସଙ୍କଟ ଜାରି ରହିଛି। ସୋମବାର ନିର୍ଦ୍ଦଳୀୟ ବିଧାୟକଙ୍କ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମ୍‌ କୋର୍ଟ ମନା କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନିର୍ଦ୍ଦଳୀୟ ବିଧାୟକ ମୁକୁଲ ରୋହତଗୀଙ୍କ ପକ୍ଷରୁ ଦାଖଲ କରାଯାଇଥିବା...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ସୋମବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରୀ ଜିଲାର ନିୟନ୍ତ୍ରଣ ରେଖାଠାରେ ଥିବା ସୁନ୍ଦରବାଣୀ ସେକ୍ଟରର ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ପୋଷ୍ଟ ଗୁଡ଼ିକରୁ ମୋର୍ଟାର ସେଲିଂ ମାଡ଼...

ଗାନ୍ଧୀ ପରିବାର ସଦସ୍ୟ ଅଧ୍ୟକ୍ଷ ନ ହେଲେ ୨୪ ଘଣ୍ଟାରେ ଭାଙ୍ଗିବ କଂଗ୍ରେସ: ନଟଓ୍ବର ସିଂ

ନୂଆଦିଲ୍ଲୀ,୨୨।୭: କଂଗ୍ରେସରେ ଅଧ୍ୟକ୍ଷ ପଦ ନେଇ ସଙ୍କଟ ଜାରି ରହିଛି। ଏନେଇ ବରିଷ୍ଠ କଂଗ୍ରେସ ନେତା ନଟଓ୍ବର ସିଂ କହିଛନ୍ତି ଯେ, ଗାନ୍ଧୀ ପରିବାର ସଦସ୍ୟ ଦଳର ଅଧ୍ୟକ୍ଷ ନ ହେଲେ ୨୪ଘଣ୍ଟା ମଧ୍ୟରେ କଂଗ୍ରେସ ଦଳ ଭାଙ୍ଗିଯିବ। ରାହୁଲ...

ବିପିଏଲ୍‌ ର଼୍ୟାଙ୍କରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୨ା୭: ରାଜ୍ୟରେ ଦାରିଦ୍ର୍ୟ କମୁଛି ବୋଲି ସରକାର ଡିଣ୍ଡିମ ପିଟୁଥିଲେ ମଧ୍ୟ ନୀତି ଆୟୋଗ ରିପୋର୍ଟରେ ଭିନ୍ନ ଚିତ୍ର ଦେଖିବାକୁ ମିଳୁଛି। ଆୟୋଗ ପକ୍ଷରୁ ବିପିଏଲ୍‌ ତାଲିକା ପ୍ରକାଶ କରାଯାଇଛି। ଏଥିରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି। ଏହି ତାଲିକାରେ...

ମେଣ୍ଟର ଶେଷ ଉଦ୍ୟମ ବିଫଳ

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୨୨ା୭: କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ବିଧାନସଭାରେ ସୋମବାର ଆସ୍ଥାଭୋଟ ହେବାକୁ ଥିବାବେଳେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌)-କଂଗ୍ରେସ ମେଣ୍ଟ ସରକାର ବଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ଶେଷ ଉଦ୍ୟମ ବିଫଳ ହୋଇଛି। କୁମାରସ୍ବାମୀ ମୁଖ୍ୟମନ୍ତ୍ରୀ ପଦ...

ନାବାଳିକାଙ୍କୁ ବଳାତ୍କାର

ଅନୁଗୋଳ ଅଫିସ୍‌, ୨୨ା୭: ଅନୁଗୋଳରେ ଲଜ୍ଜା। ପରିବାର ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ଦୁର୍ବୃତ୍ତ କରିଛନ୍ତି ବଳାତ୍କାର। ଶନିବାର ବିଳମ୍ବିତ ରାତିରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡସ୍ଥିତ ଆହାର କେନ୍ଦ୍ର ପଛପାଖରେ ଘଟିଛି ଏପରି ସ୍ପର୍ଶକାତର ଘଟଣା।...

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ ଯିବ ବହୁ ପ୍ରତୀକ୍ଷିତ ଚନ୍ଦ୍ରଯାନ-୨। ଏଥିପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଜୁଲାଇ ୧୫...

ବନ୍ୟା କଲା ବେଘର: ଜାତୀୟ ରାଜପଥର ରୋଡ୍‌ ଡିଭାଇଡର ଏବେ ପାଲଟିଛି ଆଶ୍ରୟ ସ୍ଥଳ

ପାଟନା,୨୧।୭: ବିହାରରେ ପ୍ରଳୟଙ୍କରୀ ବନ୍ୟା ତାଣ୍ଡବ ରଚିଛି। ବେଘର ହୋଇ ଜୀବନ ବିକଳରେ ଲୋକେ ଉଚ୍ଚାସ୍ଥାନକୁ ପଳାଇ ଆସିଛନ୍ତି। କମଳା ନଦୀରେ ବନ୍ୟା ଯୋଗୁ ୧୫ ଶହରୁ ଅଧିକ ପ୍ରଭାବିତଙ୍କ ଆଶ୍ରୟ ସ୍ଥଳ ପାଲଟିଛି ଜାତୀୟ ରାଜପଥର ରୋଡ୍‌ ଡିଭାଇଡର।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri