Tag Archives: Home Middle

ଡ୍ରୋନ୍‌ ଆକ୍ରମଣରେ ଆତଙ୍କବାଦୀ ହୁଜୈଫା ନିହତ: ଅନ୍‌ଲାଇନ୍‌ରେ କଶ୍ମୀର ଯୁବକଙ୍କୁ ଆଇଏସ୍‌ ସଂଗଠନରେ କରୁଥିଲେ ଭର୍ତ୍ତି

ଶ୍ରୀନଗର,୨୧।୭: କଶ୍ମୀର ଯୁବକଙ୍କୁ ଅନ୍‌ଲାଇନ୍‌ରେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ସଂଗଠନରେ ଭର୍ତ୍ତି କରୁଥିବା ହୁଜୈଫା ଅଲ୍‌-ବାକିସ୍ତାନୀଙ୍କ ମୃତ୍ୟୁ ଘଟିଛି। ଆଫଗାନିସ୍ତାନର ନରଗରହର ପ୍ରଦେଶରେ ହୋଇଥିବା ଏକ ଡ୍ରୋନ୍‌ ଆକ୍ରମଣରେ ହୁଜୈଫାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏହି ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରରେ...

ଅଧିକାରୀଙ୍କ କାର୍‌ନାମା; ପ୍ରତି ମାସରେ ଡିଜିସିଏ,ଏୟାର ଇଣ୍ଡିଆରୁ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୨୧-୭: ଋଣରେ ବୁଡ଼ି ରହିଥିବା ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ କ୍ରମାଗତ ଏଭଳି ଜଣେ ଅଧିକାରୀଙ୍କୁ ପ୍ରତିବର୍ଷ ୨ କୋଟିରୁ ଊଦ୍ଧ୍ୱର୍ର୍ ଟଙ୍କା ଦରମା ଦେଇଛି ଯିଏକି କମ୍ପାନୀରେ କାମ କରୁ ନ ଥିଲେ। ଏ ସମ୍ପର୍କରେ ତଥ୍ୟ...

ଦୁର୍ନୀତିରେ ଉବୁଟୁବୁ ଖଦି ବୋର୍ଡ: ଖାଇଗଲେ ମହୁଚାଷୀଙ୍କ ଟଙ୍କା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦୁର୍ନୀତିରେ ଉବୁଟୁବୁ। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ ହୋଇଛି। ଏହି ମହାଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର...

ପାଟକୁରାରେ ୭୩.୨% ମତଦାନ

ଭୁବନେଶ୍ୱର/କେନ୍ଦ୍ରାପଡ଼ା ଅଫିସ,୨୧ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଶନିବାର ମତଦାନ ଶେଷ ହୋଇଛି। ୨,୪୪,୭୪୭ ଭୋଟରଙ୍କ ମଧ୍ୟରୁ ୭୩.୨% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ, ଭାଜପାର ବିଜୟ ମହାପାତ୍ର ଓ କଂଗ୍ରେସର ଜୟନ୍ତ...

ପରଲୋକରେ ଆଧୁନିକ ଦିଲ୍ଲୀର ବିନ୍ଧାଣି

ନୂଆଦିଲ୍ଲୀ,୨୧ା୭(ପି.ଟି.): ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କର ଶନିବାର ଅପରାହ୍ଣରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ହୃତ୍‌ଘାତ ହେବାରୁ ଶୀଲାଙ୍କୁ ସକାଳେ ଫର୍ଟିସ ଏସ୍‌କଟର୍‌ସ ହାର୍ଟ...

ଶ୍ରାବଣରେ ବି ବର୍ଷା ନାହିଁ: ଆଗେଇ ପାରୁନି ଚାଷ

ଦେଓଗାଁ, ୨୧ା୭(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଅସ୍ବାଭାବିକ ବର୍ଷା ଯୋଗୁ ବୁଣାଧାନ ବେଉଷୁଣ ହୋଇ ପାରିନାହିଁ। ଅପରପକ୍ଷରେ ଜୁନ ଓ ଜୁଲାଇ ମାସରେ ସ୍ବଳ୍ପ ବୃଷ୍ଟିପାତ...

କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍‌ ପଡ଼ିଲା କଳିଙ୍ଗ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି...

ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ...

ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା...

ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ପକ୍ଷରୁ ଘେରାବନ୍ଦୀ କରାଯିବା ସହିତ ସର୍ଚ୍ଚ ଅପରେଶନ୍‌ ଆରମ୍ଭ...

ଛୋଟ ପିଲାଙ୍କୁ ଢ଼ାଲ କରି ସୁରକ୍ଷାକର୍ମୀଙ୍କ ସହ ଲଢ଼ିବାକୁ ଯୋଜନା କରୁଛନ୍ତି ମାଓବାଦୀ

ରାୟପୁର,୨୦।୭: ଲଗାତାର ଆତ୍ମସମର୍ପଣ, ଗିରଫ ତଥା ଏନ୍‌କାଉଣ୍ଟର ଆଦିରେ ମାଓବାଦୀ ସଦସ୍ୟଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ମାଓବାଦୀ। ଏନେଇ ଗୋଇନ୍ଦା ସୂଚନା ମିଳିଥିବା...

ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri