Tag Archives: Home Middle

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା: ନିର୍ମାଣ ହେବ ଲକ୍ଷେ ୨୫ ହଜାର କିମି ରାସ୍ତା; ଖର୍ଚ୍ଚ ହେବ ୮୦ ହଜାର କୋଟି

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ତୃତୀୟ ପର୍ଯ୍ୟାୟରେ ଦେଶର ଗ୍ରାମୀଣ ଅଞ୍ଚଳରେ ଲକ୍ଷେ ୨୫ ହଜାର କିମି ରାସ୍ତା ନିର୍ମାଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଏକ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଥିରେ...

ଭାରତ ନିର୍ମାଣ କରିବ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର କିଟ୍‌ : ବାୟୁସେନାର ଶକ୍ତି ହେବ ବୃଦ୍ଧି

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମେକ୍‌ ଇନ୍‌ ଇଣ୍ଡିଆ ଯୋଜନା ଅନ୍ତର୍ଗତ ଭାରତ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର ନିର୍ମାଣ କରିବ। ଏନେଇ ଭାରତର ହାଇଦ୍ରାବାଦ୍‌ସ୍ଥିତ କଲ୍ୟାଣୀ ଗ୍ରୁପ୍‌ ସହିତ ଇସ୍ରାଏଲ୍‌ର ରାଫାଲ ଆଡଭାନ୍ସଡ୍‌ ଡିଫେନ୍ସ ସିଷ୍ଟମ୍‌ ସହିତ କ୍ଷେପଣାସ୍ତ୍ର...

୩୧ ବର୍ଷ ପରେ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୁଇଁବ ୨୧୦ କୋଟି

ନୂଆଦିଲ୍ଲୀ/ଜେନେଭା,୧୧।୭: ଆସନ୍ତା ୩୧ ବର୍ଷ ପରେ ୨୦୫୦ ବେଳକୁ ପୃଥିବୀରେ ବୟସ୍କଙ୍କ ସଂଖ୍ୟା ଛୋଟ ପିଲାଙ୍କ ତୁଳନାରେ ଦୁଇଗୁଣା ହେବ। ମୋଟ ଜନସଂଖ୍ୟା ୯୭୦ କୋଟିରେ ପହଞ୍ଚିବ। ସେମାନଙ୍କ ମଧ୍ୟରୁ ବୟସ୍କଙ୍କ ସଂଖ୍ୟା ୨୧୦କୋଟି ହେବ ବୋଲି ଜାତିସଂଘ ପ୍ରକ୍ଷରୁ...

ଅଯୋଧ୍ୟା ମାମଲା: ଜୁଲାଇ ୧୮ରେ ଦାଖଲ ହେବ ମଧ୍ୟସ୍ଥତା ରିପୋର୍ଟ; ୨୫ରୁ ଶୁଣାଣି

ନୂଆଦିଲ୍ଲୀ,୧୧।୭: ଅଯୋଧ୍ୟା ମାମଲାରେ ଜୁଲାଇ ୧୮ରେ ମଧ୍ୟସ୍ଥତା ରିପୋର୍ଟ ଦାଖଲ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଜୁଲାଇ ୨୫ଠାରୁ ଏହି ମାମଲା ଉପରେ ଶୁଣାଣି ହେବ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଆବେଦନକାରୀ ସୂଚିତ କରିଥିଲେ ଯେ, ଏହି...

ବିଶ୍ୱ ଜନସଂଖ୍ୟା ଦିବସ: ୮ ବର୍ଷ ପରେ ଭାରତରେ ଦେଖାଯିବ ଜଳ ସଙ୍କଟ

ନୂଆଦିଲ୍ଲୀ,୧୧।୭: ସାରା ବିଶ୍ୱ ଜୁଲାଇ ୧୧କୁ ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରୁଛି। ପ୍ରଥମେ ଏହା ୧୯୮୯ରେ ଜାତିସଂଘ ବିକାଶ କାର୍ଯ୍ୟକ୍ରମର ଗର୍ଭନିଂ କାଉନସିଲ୍‌ ଦ୍ୱାରା ଆରମ୍ଭ କରାଯାଇଥିଲା। କୁହାଯାଏ ଜୁଲାଇ ୧୧ ୧୯୮୭ରେ ବିଶ୍ୱର ଜନସଂଖ୍ୟା ୫ଶହ...

ମହାକାଶ ଅଭିଯାନ: ଚନ୍ଦ୍ର ପରେ ଏବେ ସୂର୍ଯ୍ୟ, ଶୁକ୍ର ଓ ମଙ୍ଗଳ ଉପରେ ଭାରତର ନଜର

ନୂଆଦିଲ୍ଲୀ,୧୧।୭: ଭାରତ ପକ୍ଷରୁ ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ର ଉତ୍‌କ୍ଷେପଣ ପାଇଁ ଯୋଜନା ଜାରି ରହିଛି। ଜୁଲାଇ ୧୪-୧୫ରେ ଏହାର ଉତ୍‌କ୍ଷେପଣ କରାଯିବ। ତେବେ ଏହାପରେ ଭାରତ ସୂର୍ଯ୍ୟ, ଶୁକ୍ର ଏବଂ ମଙ୍ଗଳ ମିଶନ ଆରମ୍ଭ କରିବ। ଆସନ୍ତା ୫ରୁ...

ହୋଟେଲରେ ହାଇଡ୍ରାମା: ୧୪୪ ଧାରା

ବେଙ୍ଗାଲୁରୁ/ମୁମ୍ବାଇ,୧୧ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନେ ରହିଥିବା ମୁମ୍ବାଇର ଏକ ବିଳାସପୂର୍ଣ୍ଣ ହୋଟେଲ ବାହାରେ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ବିଧାୟକଙ୍କ ସହ ସାକ୍ଷାତ୍‌ କରାଇ ଦିଆ ନ ଯାଇ ଅଟକ ରଖାଯାଇଛି। ସେହିପରି ବେଙ୍ଗାଲୁରୁରେ ରାଜଭବନ...

ରେଲଓ୍ବେ ପାଇଁ ଓଡ଼ିଶାକୁ ୫୯୯୩ କୋଟି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତବର୍ଷ କେନ୍ଦ୍ର ବଜେଟରେ ଓଡିଶାରେ ରେଲଓ୍ବେ ଭିତ୍ତିଭୂମି ବିକାଶ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ମୋଟ ୫୯୯୩ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଅନ୍ତରୀଣ ବଜେଟରେ କେନ୍ଦ୍ର ସରକାର ୫୯୪୦ କୋଟି ଟଙ୍କାର ବ୍ୟୟ ବରାଦ...

‘ଓଡ଼ିଶା ହେବ ୧ ଟ୍ରିଲିୟନ ଡଲାରର ଅର୍ଥନୀତି’

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୫୦ ସୁଦ୍ଧା ଓଡ଼ିଶା ୧ ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତି ହେବ। ଭିଜନ୍‌ ଡକ୍ୟୁମେଣ୍ଟରେ ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଏମିତି ସ୍ବପ୍ନ ଦେଖାଇଛନ୍ତି। ଜେଏସଡବ୍ଲ୍ୟୁ ଓ ପିଡବ୍ଲ୍ୟୁସି ଇଣ୍ଡିଆ ପକ୍ଷରୁ ଏମିତି ଏକ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଇଛି।...

‘୪୫ ମିନିଟ୍‌ ଖରାପ କ୍ରିକେଟ୍‌ ଖେଳ ବଦଳାଇ ଦେଇଥିଲା’

ମାଞ୍ଚେଷ୍ଟର, ୧୧।୭ (ପି.ଟି.)- ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ନିକଟରୁ ହୃଦୟ ବିଦାରକ ପରାଜୟ ପରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମ୍ୟାଚ୍‌ର ‘ପ୍ରଥମ ୪୫ ମିନିଟ୍‌ ଖରାପ କ୍ରିକେଟ୍‌’ ଖେଳ ବଦଳାଇ ଦେଇଥିଲା ବୋଲି କହିଛନ୍ତି।...

ଆଇସିସି ବିଶ୍ୱକପ୍‌: ଭାରତ ଆଶା ଧୂଳିସାତ୍‌, ଫାଇନାଲରେ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍‌ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ ବାଦ୍‌ ପଡିବା ପରେ ସାରା ଦେଶରେ ନୈରାଶ୍ୟ ଖେଳିଯାଇଛି। କେନ୍‌ ଓ୍ବିଲିୟମସନଙ୍କ...

ବିଶ୍ୱକପ୍‌ରୁ ବିଦାୟ ନେଲା ଭାରତ

ମାଞ୍ଚେଷ୍ଟର, ୧୦।୭: ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସାହସିକଭରା ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଏଠାରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇଛି। ଏଥିସହ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ବିଶ୍ୱକପ୍‌ରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri