Tag Archives: Home Middle

ଫେବୃୟାରୀରେ ବାୟୁସେନାକୁ ମିଳିବ ୪ ଚିନୁକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୯।୭: ଫେବୃୟାରୀରେ ଭାରତୀୟ ବାୟୁସେନାକୁ ୪ ଶକ୍ତିଶାଳୀ ସିଏଚ୍‌-୪୭ ଚିନୁକ୍‌ ହେଲିକପ୍ଟର ମିଳିବ। ଏନେଇ ଆମେରିକା ପକ୍ଷରୁ ସୂଚନା ଦିଆଯାଇଛି। ଏହା ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିବ। ୨୦୧୫ରେ ଭାରତ ୧୫ ଚିନୁକ୍‌ ସହିତ ୨୨ଟି ଆପାଚେ ହେଲିକପ୍ଟର ପାଇଁ...

ଆଧାର ନ ଥିଲେ ଚାଉଳ ନାହିଁ

ଭୁବନେଶ୍ୱର,୯ା୭(ବ୍ୟୁରୋ): ବ୍ୟକ୍ତିର ସମସ୍ତ ବ୍ୟକ୍ତିଗତ ପଞ୍ଜିକା ଆଧାର କାର୍ଡରେ ଲିପିବଦ୍ଧ ହୋଇ ରହିଛି। ଏହାକୁ କୌଣସି ପରିସ୍ଥିତିରେ କୌଣସି ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇପାରିବ ନାହିଁ। ଏ କଥା ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହା ସତ୍ତ୍ୱେ ଆଧାର କାର୍ଡକୁ...

ଆଇସିସି ବିଶ୍ୱକପ ପ୍ରଥମ ସେମିଫାଇନାଲ: ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ଲିଗ୍‌ ପର୍ଯ୍ୟାୟ ପରେ ଏବେ ଆସିଛି ଅସଲ ପରୀକ୍ଷାର ବେଳ। ସେମିଫାଇନାଲରେ ପ୍ରବେଶ କରିଛନ୍ତି କ୍ରିକେଟ ଜଗତର ୪ ଶ୍ରେଷ୍ଠ ଦଳ ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ। ମଙ୍ଗଳବାର ହେବ ପ୍ରଥମ...

୨୭ ରନ ଦୂରରେ ରୋହିତ୍‌

ମାଞ୍ଚେଷ୍ଟର, ୯।୭- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ତାରକା ଓପନର୍‌ ରୋହିତ୍‌ ଶର୍ମା ପୁଣି ଏକ ବିଶ୍ୱକପ୍‌ କିର୍ତ୍ତୀମାନଠାରୁ ୨୭ ରନ ଦୂରରେ ରହିଛନ୍ତି। ବିଶ୍ୱକପ୍‌ ଇତିହାସର ଗୋଟିଏ ସଂସ୍କରଣରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର...

କଲେଜରେ ୭ ଘଣ୍ଟା କାର୍ଯ୍ୟ କରିବା ନିୟମକୁ ଅଧ୍ୟାପକଙ୍କ ପରୋକ୍ଷ ବିରୋଧ: ପ୍ରଥମେ ଭିତ୍ତିଭୂମି ସଜାଡ଼, ପରେ ନିୟମ କଲେ ଦ୍ୱିଧା ନାହିଁ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ନିୟମିତ ଅଧ୍ୟାପକମାନେ କଲେଜରେ ଛଅ ଘଣ୍ଟା ବଦଳରେ ୭ଘଣ୍ଟା ରହିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବା ପରେ ଏହାର ପ୍ରତିବାଦ କରିଛନ୍ତି ଅଧ୍ୟାପକ। ଅଧ୍ୟାପକ ସଂଗଠନଗୁଡ଼ିକ ସର୍ତ୍ତ ଓ ସମୟସୀମା କଣ୍ଟ...

କୁପଓ୍ବାରାରେ ବିସ୍ଫୋରଣ: ଜଣେ ଯବାନ ଆହତ

ଶ୍ରୀନଗର,୮।୭: ଜମ୍ମୁ-କଶ୍ମୀର କୁପଓ୍ବାରାରେ ସୋମବାର ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ସେନା ଯବାନ ଆହତ ହୋଇଥିବା କୁହାଯାଉଛି। ନିୟନ୍ତ୍ରଣ ରେଖା ନିକଟରେ ପିମ୍ପଲ ପୋଷ୍ଟ ନିକଟରେ ଏହି ବିସ୍ଫୋରଣ ହୋଇଛି। ବିସ୍ଫୋରଣ ଲାଣ୍ଡ୍‌ ମାଇନ୍‌ ଯୋଗୁ ହୋଇଥିବା କୁହାଯାଉଛି।...

୨୦ରେ ପାଟକୁରା ନିର୍ବାଚନ: ନବୀନ ନିବାସରେ ନେତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ପ୍ରଚାର କାର୍ଯ୍ୟ ବିଷୟରେ ପଚାରି ବୁଝିଲେ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନବୀନ ନିବାସରେ ବୈଠକ କରିଛନ୍ତି। ଏଥିରେ ସେ ନିର୍ବାଚନ ଦାୟିତ୍ୱରେ ଥିବା ନେତାଙ୍କ ସହ ଆଲୋଚନା କରିଛନ୍ତି। ପାଟକୁରା ନେଇ ରଣନୀତି ସହ ତଳସ୍ତରରେ...

ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା: ଗୋଟିଏ ବର୍ଷରେ ହୋଇଛିି ଏକ କୋଟିରୁ ଅଧିକ ନଗଦ ଉଠାଣ

ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଟଙ୍କା ନଗଦ ଉଠାଣ ହୋଇଥିବା କୁହାଯାଉଛି। ଏହି ଜମା ଖାତାଗୁଡ଼ିକ ମଧ୍ୟରୁ...

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି ଜିଲାରେ ଥିବା ୧୮୪ ସହରରେ ଜଳ ସଙ୍କଟ ଧୀରେ ଧୀରେ ଉତ୍କଟ ହେବାରେ...

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ ହୋଇଛି। ସେଥିମଧ୍ୟରୁ ଶିକାରୀ ଗୁଳିରେ ୨ ଶହ ୨୨ ବାଘଙ୍କ ମୃତ୍ୟୁ ଘଟିଛି।...

ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୮।୭: ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ସୋମବାର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଦସ୍ୟ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ଯୋଜନା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆବଶ୍ୟକସ୍ଥଳେ ସନ୍ଦିଗ୍ଧ ଯାନବାହନ ତଥା ବ୍ୟକ୍ତି ବିଶେଷଙ୍କ...

ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା : ୧୨୨ କେନ୍ଦ୍ରରେ ୨୭ ହଜାର ୬୧୬ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା

କଟକ ଅଫିସ,୮।୭: ସୋମବାର ସକାଳ ୯ଟାରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହୋଇଛି। ଏହା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ମୋଟ ୧୨୨ଟି କେନ୍ଦ୍ରରେ ମୋଟ ୨୭ ହଜାର ୬୧୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। କେନ୍ଦ୍ର ମଧ୍ୟରେ ମୋବାଇଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri