Tag Archives: Home Middle

‘ବଜେଟ ଗରିବଙ୍କୁ ସଶକ୍ତ କରିବ’

ନୂଆଦିଲ୍ଲୀ,୬ା୭(ପି.ଟି.): କେନ୍ଦ୍ର ବଜେଟ ନାଗରିକ ହିତୈଶୀ, ବିକାଶ ଅନୁକୂଳ ତଥା ଭବିଷ୍ୟତୋନ୍ମୁଖୀ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିହିତ କରିବା ସହ ଏହା ଦେଶର ଗରିବଙ୍କୁ ସଶକ୍ତ କରିବ ଏବଂ ଯୁବପିଢ଼ିଙ୍କ ଲାଗି ଉନ୍ନତ ଭବିଷ୍ୟତ ଯୋଗାଇଦେବ ବୋଲି କହିଛନ୍ତି।...

ପେଟ୍ରୋଲ, ଡିଜେଲରେ ମାଡ଼: ସବୁଥିରେ ଦର ବଢ଼ିବ

ନୂଆଦିଲ୍ଲୀ,୬।୭ (ପି.ଟି.): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପୂର୍ଣ୍ଣକାଳୀନ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ସୀତାରାମନ୍‌ ୨୭,୮୬,୩୪୯ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ଖର୍ଚ୍ଚ ଅଟକଳ...

ଇ-ଯାନରେ ମିଳିବ ୧.୫ ଲକ୍ଷର ଅତିରିକ୍ତ ଟିକସ ଛାଡ଼

ନୂଆଦିଲ୍ଲୀ,୬-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରି ପ୍ରଦୂଷଣମୁକ୍ତ ସହର ଗଢ଼ିବା ସରକାରଙ୍କ ଲକ୍ଷ୍ୟ ବୋଲି ଉଲ୍ଲେଖ କରିଛନ୍ତି। ଦେଶରେ ଇଲେକ୍ଟ୍ରିକ ଗାଡ଼ିର ପ୍ରଚଳନକୁ ପ୍ରୋତ୍ସାହିତ କରିବାକୁ ଯାଇ ଅର୍ଥମନ୍ତ୍ରୀ କେତେକ ଟିକସ ରିହାତି...

ବଜେଟରେ ମହିଳାଙ୍କୁ ପ୍ରାଧାନ୍ୟ: ଏସଏଚଜି ମହିଳାଙ୍କୁ ୧ ଲକ୍ଷ ଟଙ୍କା ଯାଏ ଋଣ ବ୍ୟବସ୍ଥା

ନୂଆଦିଲ୍ଲୀ, ୫।୭:: ଶୁକ୍ରବାର ସଂସଦରେ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏଥର ବଜେଟରେ ମହିଳାଙ୍କୁ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି, ନାରୀ ନୁହେଁ ତୁ ନାରାୟଣୀ ଆମ ମନ୍ତ୍ର, ମହିଳାଙ୍କ ପ୍ରଗତିରେ ଦେଶର...

ବଢିବ ସୁନା ଦର

ନୂଆଦିଲ୍ଲୀ,୫।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ଉପସ୍ଥାପନ କରିଥିବା ପୂର୍ଣ୍ଣାଙ୍ଗ ବଜେଟରେ ପେଟ୍ରୋଲ, ଡିଜେଲ ଓ ସୁନା ଦର ବୃଦ୍ଧି ପାଇଥିବା ସୂଚନା ମିଳିଛି। ଏସବୁରେ ଏକ୍ସାଇଜ ଡ୍ୟୁଟି ଓ ସେସ୍‌ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବାରୁ ଆଗାମୀ ଦିନରେ...

ବଜେଟକୁ ନେଇ କ’ଣ କହିଲେ ମୋଦି

ନୂଆଦିଲ୍ଲୀ,୫।୭: ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉପସ୍ଥାପନ କରିଛନ୍ତି। ତେବେ ଏହି ବଜେଟକୁ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଏହା ଦେଶର କୃଷି କ୍ଷେତ୍ରକୁ ବଦଳାଇବାର ଏକ ରୋଡମ୍ୟାପ। ଏହା ଆଶାର...

ସାଧାରଣ ବଜେଟରେ ଧନୀଙ୍କ ଉପରେ ଟ୍ୟାକ୍ସ ବୋଝ: ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବଜେଟରେ ଧନୀଙ୍କ ଉପରେ ଅତିରିକ୍ତ ଟ୍ୟାକ୍ସ ବୋଝ ଲଗାଇଛନ୍ତି ସରକାର। ୨ରୁ୫ କୋଟି ଆୟ ଉପରେ ଅତିରିକ୍ତ ୩ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ବଜେଟ୍‌...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୫ ଲକ୍ଷରୁ କମ ଆୟ ପାଇଁ ଆୟକର ସମ୍ପୂର୍ଣ୍ଣ ଛାଡ ଘୋଷଣା

ନୂଆଦିଲ୍ଲୀ ୫।୭: ଶୁକ୍ରବାର ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। -୫ ଲକ୍ଷରୁ କମ୍‌ ଆୟ ପାଇଁ ଆୟକର ଛାଡ -କପୋରେଟ୍‌ ଟିକସ କ୍ଷେତ୍ରରେ କୋହଳ ମନୋଭାବ ପୋଷଣ -ଇଲେକ୍ଟ୍ର୍ରିକାର୍‌...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୧ କୋଟି ଯୁବକଙ୍କ ପାଇଁ ଆସିବ ସ୍କିଲ ଯୋଜନା

ନୂଆଦିଲ୍ଲୀ, ୫।୭: ଶିକ୍ଷା ପାଇଁ ଚଳିତ ବଜେଟରେ କେନ୍ଦ୍ର ସରକାର ନୂଆ ଯୋଜନାମାନ ଆପଣାଇଛନ୍ତି। ବଜେଟ୍‌ ମୁଖ୍ୟାଂଶ -ଉଚ୍ଚଶିକ୍ଷା ପାଇଁ ୪୦୦ କୋଟିର ବ୍ୟୟ ବରାଦ, କୌଶଳ ବିକାଶ ଯୋଜନାରେ ୧ କୋଟି ଯୁବକଙ୍କୁ ତାଲିମ -୧ କୋଟି ଯୁବକଙ୍କ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଦୁଇଗୁଣା ହେବ ଚାଷୀଙ୍କ ଆୟ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହୋଇଛି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ -ସହରରେ ଆହୁରି ୮୧ ଲକ୍ଷ ଘର ନିର୍ମାଣ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। ବଜେଟ୍‌ ମୁଖ୍ୟାଂଶ -୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌ -ଛୋଟ ଦୋକାନୀଙ୍କୁ ୫୯ ମିନିଟରେ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଘର ଭଡା ପାଇଁ ଆସିବ ନୂଆ ଆଇନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ଚାଲିଛିି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ -‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ଗ୍ରୀଡ୍‌କୁ ଗୁରୁତ୍ୱ’ -ଖୁବ୍‌ଶିଘ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri