Tag Archives: Home Middle

ଭାରତୀୟ ସେନାରେ ନାରୀଶକ୍ତି: ଶହେ ଯବାନ ପଦବୀ ପାଇଁ ଆବେଦନ କଲେ ୨ ଲକ୍ଷ ମହିଳା

ନୂଆଦିଲ୍ଲୀ,୪।୭: ଭାରତୀୟ ସେନାରେ ମହିଳାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି। ଏବେ ସେନାର ଶହେଟି ଯବାନ ପଦବୀ ପାଇଁ ଅନ୍‌ଲାଇନ୍‌ରେ ୨ ଲକ୍ଷରୁ ଅଧିକ ମହିଳା ଆବେଦନ କରିଥିବା ଜଣାପଡ଼ିଛି। ଏହି ପଦବୀଗୁଡ଼ିକ ମିଲିଟାରୀ ପୋଲିସ ବିଭାଗରେ ଖାଲି ପଡ଼ିଛି। ସେନାରେ...

ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୪।୭: ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଦିନାତ୍ମକ ଘୋଷଯାତ୍ରା। ଦାରୁବ୍ରହ୍ମଙ୍କ ଏହି ଅପୂର୍ବ ଲୀଳା ଦେଖିବା ଲାଗି ବଡ଼ଦାଣ୍ଡ ହୋଇଛି ଭକ୍ତମୟ। ଏହାସହ ପାଗ ଅନୁକୂଳ ରହିଥିବାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗିଛି। ପୂର୍ବ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ...

ଆରମ୍ଭ ହେଲା ଘୋଷଯାତ୍ରା: ଭକ୍ତମୟ ପୁରୀ; ପହଣ୍ଡି ବିଜେରେ ଆସିଲେଣି ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ପଛରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୪।୭: ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। ଥିଲା ମହାପ୍ରଭୁଙ୍କୁ ଅପେକ୍ଷା। ଶେଷରେ ଅପେକ୍ଷାର ଅନ୍ତ ଘଟାଇ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସୁଛନ୍ତି ପ୍ରଭୁ ଜଗନ୍ନାଥ। ଗୁରୁବାର ପହଣ୍ଡି ବିଜେ ନୀତି ଆରମ୍ଭ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ...

ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ,୪।୭: ଶ୍ରୀଜଗନ୍ନାଥଙ୍କ ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ସ୍ବରରେ ଜୟ ଜଗନ୍ନାଥ କହିଛନ୍ତି। ଦୁଇ ପରସ୍ପର ବିରୋଧୀ ନେତାଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...

ଜନ୍ମବେଦି ଯିବେ ଦାରୁଦିଅଁ

ପୁରୀ ଅଫିସ,୪ା୭: ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଦାରୁଦିଅଁ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ମହାପ୍ରଭୁଙ୍କ ଦୁର୍ଲଭ ଦର୍ଶନ।...

୨୧ ବର୍ଷ ପରେ କଂଗ୍ରେସକୁ ମିିଳିବ ଅଣଗାନ୍ଧୀ ଅଧ୍ୟକ୍ଷ: ସିନ୍ଧେ, ଖାର୍ଗେଙ୍କ ମଧ୍ୟରୁ ଜଣେ

ନୂଆଦିଲ୍ଲୀ,୪ା୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଧେ କିମ୍ବା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କଂଗ୍ରେସ ଏହାର ନୂଆ ଅଧ୍ୟକ୍ଷ ଚୟନ କରିପାରେ ବୋଲି ଆଲୋଚନା ହେଉଛି। ପି.ଭି. ନରସିଂହ ରାଓ ଏବଂ ସୀତାରାମ କେଶରୀଙ୍କ ପରେ...

ଧାନର ଏମ୍‌ଏସ୍‌ପି ୬୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୪।୭: ବିଳମ୍ବିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦେଶରେ ଦୃଷ୍ଟିପାତ ହ୍ରାସ ପାଇଥିବାବେଳେ କୃଷକଙ୍କୁ ଆଶ୍ୱସ୍ତ କରିବା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଧାନ ସମେତ...

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି ରାହୁଲ। ଗତ ନିର୍ବାଚନରେ ଦଳର ପରାଜୟ ପାଇଁ ସେ ନିଜକୁ ଦାୟୀ କରିଛନ୍ତି।...

ନବ ନିର୍ବାଚିତ ବିଧାୟକଙ୍କୁ ନବୀନଙ୍କ ପରାମର୍ଶ: ଗର୍ବ, ଅହଂକାରଠାରୁ ଦୂରେଇ ରୁହ; ଦାମୀ ଗାଡ଼ି ଚଢ଼ନା

ଭୁବନେଶ୍ୱର,୩।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ନବ ନିର୍ବାଚିତ ବିଜେଡି ବିଧାୟକମାନଙ୍କର ଏକ ବୈଠକ କରିଛନ୍ତି। ଏହି ବୈଠକରେ ବିଧାୟକମାନଙ୍କୁ ସରଳ ଜୀବନଯାପନ କରିବା ସହ ଲୋକଙ୍କ ନିକଟତର ହେବାକୁ ପରାମର୍ଶ ଦେଇଛନ୍ତି। ପୂର୍ବାହ୍ନ ୧୦ଟାରେ...

ନାଳରୁ ମିଳିଲା ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ କାର୍ଡ

ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍‌ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ ଜନଧନ ଯୋଜନାରେ ବ୍ୟାଙ୍କରେ ଗରିବ ଲୋକଙ୍କ ଖାତା ଖୋଲାଯାଇ ଏଟିଏମ୍‌ କାର୍ଡ ଦିଆଯିବାର...

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ କହିଛନ୍ତି ଯେ, ଏୟାର ଇଣ୍ଡିଆକୁ ଏବେ...

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ କରାଯାଇଛି। ଦେଶଦ୍ରୋହୀ, ଆତଙ୍କବାଦୀ ତଥା ବିଚ୍ଛିନ୍ନତାବାଦୀଙ୍କଠାରୁ ଦେଶକୁ ଦେଶକୁ ସୁରକ୍ଷିତ ରଖିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri