Tag Archives: Home Middle

ଅମରନାଥ ଯାତ୍ରା: ୨୬ ବର୍ଷରେ ୧୪ ଆତଙ୍କବାଦୀ ଆକ୍ରମଣରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ ବେସ୍‌ କ୍ୟାମ୍ପଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଗତ ୨୬ ବର୍ଷ ମଧ୍ୟରେ ଅମରନାଥ ଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଉପରେ ୧୪ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬୮ ତୀର୍ଥଯାତ୍ରୀଙ୍କ...

ଖାଇକୁ ଖସିଲା ବସ୍‌: ୩୫ ଯାତ୍ରୀ ମୃତ

ଶ୍ରୀନଗର,୧।୭: ଜମ୍ମୁ-କଶ୍ମୀର କିରତଓ୍ବାଡ୍‌ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ଥାନୀୟ କେଶବନ୍‌ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଗଭୀର ଖାଇକୁ ଖସି ପଡ଼ିଛି। ଏହି ଘଟଣାରେ ୩୫ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା...

ପହଲ୍‌ଗାମ୍‌ରୁ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳଙ୍କ ଯାତ୍ରା ଆରମ୍ଭ

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍‌ କ୍ୟାମ୍ପ୍‌ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି। ଅନନ୍ତନାଗ ଜିଲା ବିକାଶ ଆୟୁକ୍ତ ଖାଲିଦ୍‌ ଜାହାଙ୍ଗୀର୍‌ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ...

୧୦୦ ଟଙ୍କା ଶସ୍ତା ହେଲା ଏଲ୍‌ପିଜି ସିଲିଣ୍ଡର

ନୂଆଦିଲ୍ଲୀ,୧-୭:  ଅଣ ସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ୧୦୦.୫୦ ଟଙ୍କା ହ୍ରାସ ପାଇଛି। ଜୁଲାଇ ପହିଲାରୁ ଏହା ଲାଗୁ ହୋଇଯିବ। ଫଳରେ ଦିଲ୍ଲୀରେ ଘରୋଇ ବ୍ୟବହାର ହେଉଥିବା ଅଣସବ୍‌ସିଡିଯୁକ୍ତ ଏଲ୍‌ପିଜି ସିଲିଣ୍ଡର ଦର ୬୩୭ ଟଙ୍କା ହେବ। ଇଣ୍ଡିଆନ ଅଏଲ...

ପ୍ରଧାନମନ୍ତ୍ରୀଙ୍କ ମନ୍‌ କୀ ବାତ୍‌ର ଦ୍ୱିତୀୟ ସଂସ୍କରଣ: ଜଳ ସଂରକ୍ଷଣ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୧ା୭(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ରବିବାର ଆରମ୍ଭ କରିଛନ୍ତି। ଏହି ସଂସ୍କରଣର ପ୍ରଥମ ଅଭିଭାଷଣରେ ସେ ଦେଶବାସୀଙ୍କୁ ଜଳ ସଂରକ୍ଷଣ କରିବା ଲାଗି ଆହ୍ବାନ ଦେଇଛନ୍ତି। ଦେଶର ବୃହତ ଜଳଭଣ୍ଡାର ଏବଂ...

ରୁଷିଆରୁ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବ ଭାରତ

ନୂଆଦିଲ୍ଲୀ,୧ା୭: ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଭଳି ପରିସ୍ଥିତିରେ ନିଜକୁ ପ୍ରସ୍ତୁତ ରଖିବା ଲାଗି ରୁଷିଆରୁ ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବା ଲାଗି ଭାରତ ରାଜିନାମା ସ୍ବାକ୍ଷର କରିଛି। ଷ୍ଟ୍ରମ୍‌ ଅଟାକା ନାମକ ଏହି କ୍ଷେପଣାସ୍ତ୍ର ଏମ୍‌ଆଇ-୩୫ ଲଢ଼ୁଆ ହେଲିକପ୍ଟରରେ ମୁତୟନ କରାଯିବ।...

ରାଜ୍ୟରେ ଲାଗୁହେବ ‘ଏକ ଦେଶ, ଏକ ରାଶନ କାର୍ଡ’

ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ଯେକୌଣସି ସ୍ଥାନରେ ଖାଉଟିମାନେ ଶସ୍ତାରେ ରାଶନ ପାଇ ପାରିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ‘ଏକ ଦେଶ, ଏକ ରାଶନ କାର୍ଡ’ ଯୋଜନା। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଯୋଜନାରେ ଓଡ଼ିଶା ଭଳି କେତେକ ରାଜ୍ୟ...

ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍‌ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ସୋମବାରଠାରୁ ପ୍ରବଳ ବର୍ଷିବ। ତେବେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ...

ଭାରତକୁ ପ୍ରାରମ୍ଭିକ ଝଟକା

ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍‌ ଲକ୍ଷ୍ୟ ନେଇ କ୍ରିଜ୍‌କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍‌ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ...

ଭାରତ ଆଗରେ ବିଜୟ ଲକ୍ଷ୍ୟ ୩୩୮

ବର୍ମିଂହାମ,୩୦।୬: ଚଳିତ ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଆଗରେ ବିଶାଳ ୩୩୮ରନର ଲକ୍ଷ୍ୟ ରଖିଛି ଆୟୋଜକ ଇଂଲଣ୍ଡ। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଦୁଇ ଓପନର ଜେସନ ରୟ ଓ ଜନ୍ନି ବେୟାରଷ୍ଟୋ ଦମଦାର ପାଳି...

ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’: ଚିଠି ଦେଉଛି ପ୍ରେରଣା କହିଲେ ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ପ୍ରଥମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ନିଜ ମନର କଥା ରବିବାର ଖୋଲି କହିଛନ୍ତି। ଅଲ୍‌ ଇଣ୍ଡିଆ ରେଡ଼ିଓ ଦ୍ୱାରା ପ୍ରସାରିତ ହେଉଥିବା ଏହି କାର୍ଯ୍ୟକ୍ରମରେ ମୋଦି କହିଛନ୍ତି ଯେ,...

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ଅଗଷ୍ଟ ୧୫ ଶ୍ରାବଣ ପୂର୍ଣ୍ଣିମାରେ ଶେଷ ହେବ। ପ୍ରଥମ ତୀର୍ଥଯାତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri