Tag Archives: Home Middle

ବଡଗାମ୍‌ରେ ସୁରକ୍ଷାର୍କମୀଙ୍କ ସର୍ଚ୍ଚ ଅପରେଶନ

ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀର ବଡଗାମ୍‌ ଜିଲାରେ ରବିବାର ସକାଳେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଚଦୁରା ଅଞ୍ଚଳରେ ୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ...

ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ରାଜେଶ ପୂର୍ବରୁ...

୨୬ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପଟେ ଚାଷ କାର୍ଯ୍ୟରେ ହେଉଥିବା...

ଜି-୨୦ ସମ୍ମିଳନୀରେ ଭାରତର କଠୋର ଆଭିମୁଖ୍ୟ: ପଳାତକ ଅପରାଧୀଙ୍କୁ ଅଙ୍କୁଶ ଲଗାଅ

ଓସାକା,୩୦ା୬(ପି.ଟି.): ପଳାତକ ଆର୍ଥତ୍କ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀରେ ଭାରତ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଅନ୍ତର୍ଜାତୀୟ ଫୋରମ୍‌ରେ ଏହି ପ୍ରସଙ୍ଗ ଉଠାଇ ଆସୁଥିବା ଜି୨୦ ସମ୍ମିଳନୀରେ ଭାରତର ଶେରପା...

ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି...

ଜଳବାହିତ ରୋଗରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କ ମୃତ୍ୟୁ ଘଟୁଛି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ

ନୂଆଦିଲ୍ଲୀ,୨୯।୬: ଜଳବାହିତ ରୋଗରେ ଦେଶରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୩୬ ହଜାରରୁ ଅଧିକ ଲୋକ ବିଭିନ୍ନ ଜଳବାହିତ ରୋଗରେ ସଂକ୍ରମିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରତିଦିନ ୭ରୁ ଅଧିକ ଜଣଙ୍କର ମୃତ୍ୟୁ...

ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ

ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍‌ ମସଜିଦ୍‌ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ କାନ୍ଥ ତଳେ ଚାପି ୧୭...

ବିକାଶ ପଥରେ ଆତଙ୍କବାଦ କଣ୍ଟା

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ସମଗ୍ର ମାନବ ଜାତି ପାଇଁ ସବୁଠୁ ବଡ଼ ବିପଦ ହେଉଛି ଆତଙ୍କବାଦ। ଏହି ବିପତ୍ତି କେବଳ ନିରୀହମାନଙ୍କ ଜୀବନ ନେଉଛି ତାହା ନୁହେଁ, ବରଂ ଅର୍ଥନୈତିକ ବିକାଶ ଓ ସ୍ଥିରତାକୁ ବହୁଳ ଭାବେ ପ୍ରଭାବିତ କରୁଛି। ତେଣୁ...

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଛି। ଏହି ଦୁଇଦିନିଆ ସମ୍ମିଳନୀରେ ନିଯୁକ୍ତି, ମହିଳା ସଶକ୍ତୀକରଣ ଓ ସ୍ବାସ୍ଥ୍ୟସେବା...

ବାଣିଜ୍ୟ ବିବାଦର ସମାଧାନ ପାଇଁ ସହମତି

ଓସାକା,୨୯ା୬: ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରନେତାମାନଙ୍କ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିରେ ବାଣିଜ୍ୟ, ପ୍ରତିରକ୍ଷା, ୫ଜି ଯୋଗାଯୋଗ...

ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ

ଭୁବନେଶ୍ୱର.୨୮।୬(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୧୯-୨୦ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏଥିରେ ବ୍ୟୟ ବରାଦ ରହିଛି ୧ଲକ୍ଷ ୩୯ ହଜାର କୋଟି ଟଙ୍କା। ଫୋନି ପ୍ରଭାବିତ ଅଞ୍ଚଳରେ ଅତିରିକ୍ତ ୫ ଲକ୍ଷ ପକ୍କା ଘର...

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri