Tag Archives: Home Middle

୩୫ ବର୍ଷ ତଳର କଳା ରବିବାର: ମଝି ଆକାଶରେ ବିମାନ ବିସ୍ଫୋରଣରେ ୩୨୯ ଲୋକଙ୍କ ଘଟିଥିଲା ମୃତ୍ୟୁ

ନୂଆଦିଲ୍ଲୀ, ୨୩।୬: ଆଜିକୁ ୩୫ ବର୍ଷ ତଳେ ଜୁନ୍‌ ୨୩ର କଳା ରବିବାରରେ ମଝି ଆକାଶରେ ବିମାନ ଦୁର୍ଘଟଣାରେ ୩୨୯ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୭ ଯାତ୍ରୀ ଏବଂ ୨୨ ଜଣ ବିମାନ କର୍ମଚାରୀଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।...

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ରବିିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରର କିଗମ୍‌ର ଦରମଦୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଭୋର୍‌ ସମୟରେ ଘେରାବନ୍ଦୀ...

ଆଇସିସି ବିଶ୍ୱକପ୍‌: ପାକିସ୍ତାନ- ଦକ୍ଷିଣ ଆଫ୍ରିକା ସମ୍ମାନ ଲଢ଼େଇ

ଲଣ୍ଡନ,୨୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ପାକିସ୍ତାନ ଓ ଦକ୍ଷିଣ ଆଫ୍ରିକା ଏକପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିଲେ ମଧ୍ୟ ରବିବାର ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଐତିହାସିକ ଲଡର୍‌ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ...

ଭୁବନେଶ୍ୱର କାର୍ଯ୍ୟାଳୟରେ ପାସ୍‌ପୋର୍ଟ କେଳେଙ୍କାରୀ: ନକଲି ପାସ୍‌ପୋର୍ଟରେ ସୌଦି ପଳାଇଛନ୍ତି ସନ୍ଦିଗ୍ଧ; ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ଙ୍କ ଲିଙ୍କ୍‌ ସନ୍ଦେହ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଅସଲି ନମ୍ବରରେ ନକଲି ପାସ୍‌ପୋର୍ଟ। ଭୁବନେଶ୍ୱର ପାସ୍‌ପୋର୍ଟ ଅଫିସରେ ହୋଇଛି ଏଭଳି କେଳେଙ୍କାରୀ। ଉକ୍ତ ନକଲି ପାସ୍‌ପୋର୍ଟରେ ଉତ୍ତର ପ୍ରଦେଶର ଜଣେ ମୁସଲିମ୍‌ ବ୍ୟକ୍ତି ସୌଦି ଆରବ ପଳାଇଥିବାବେଳେ ଅସଲ ପାସ୍‌ପୋର୍ଟଧାରୀ ଭୁବନେଶ୍ୱରର ବିମ୍ବାଧର ସାହୁ ରିନ୍ୟୁ...

ପିଲାଟସ୍‌ ବିମାନ କିଣାରେ ୩୩୯ କୋଟି ଦୁର୍ନୀତି: ପ୍ରତିରକ୍ଷା ଅଧିକାରୀଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୩ା୬: ପ୍ରତିରକ୍ଷା ମନ୍ତ୍ରଣାଳୟ ୨୦୦୯ରେ ୭୫ଟି ପିଲାଟସ୍‌ ପ୍ରଶିକ୍ଷଣ ବିମାନ କିଣିଥିଲା, ଯେଉଁଥିରେ ଦୁର୍ନୀତି ଅଭିଯୋଗ ହୋଇଛି। ଏହି ଘଟଣାରେ ସିବିଆଇ ଭାରତୀୟ ବାୟୁସେନା ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟର କେତେଜଣ ଅଧିକାରୀଙ୍କ ସମେତ ବିବାଦୀୟ ଅସ୍ତ୍ର ବ୍ୟବସାୟୀ ସଞ୍ଜୟ ଭଣ୍ଡାରୀଙ୍କ...

ଆର୍ଥିକ ଅଭିବୃଦ୍ଧି ବୃଦ୍ଧି ଚିନ୍ତା; ଅର୍ଥନୀତିଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମାନସ ମନ୍ଥନ

ନୂଆଦିଲ୍ଲୀ,୨୩-୬: ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ପ୍ରମୁଖ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କ ସହିତ ଦେଶର ଆର୍ଥିକ ପରିସ୍ଥିତି ଉପରେ ମାନସ ମନ୍ଥନ କରିଥିଲେ। ଏହା ଏଥିପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା ଯେ, ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ...

୨୫ରେ ବିଧାନସଭା ମୌସୁମୀ ଅଧିବେଶନ: ଆଜି ବିଜେଡି ବିଧାୟକ ଦଳ ବୈଠକ, ଭାଜପା ବାଛିବ ବିରୋଧୀ ଦଳ ନେତା

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଚଳିତ ମାସ ୨୫ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ବିଜେଡି ରାଜ୍ୟରେ ୫ମ ଥର ପାଇଁ ସରକାର କରିଛି। ୫ମ ପାଳିର ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଶାସକ ଦଳ...

ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ ପ୍ରାର୍ଥୀ ଘୋଷଣା ପରେ ଏହା ପ୍ରମାଣିତ ହୋଇଥିବା କୁହାଗଲାଣି । ସଂଖ୍ୟାଗରିଷ୍ଠ ଥାଇ...

ବିଶ୍ୱକପ୍‌ରେ ଭାରତଠାରୁ ହାରିବା ନୂଆ ନୁହେଁ

ଲଣ୍ଡନ, ୨୩ା୬ (ପି.ଟି.)-ରବିବାର ଖେଳାଯିବାକୁଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରେ ତାଙ୍କ ଦଳ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଆଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଭାରତ ବିପକ୍ଷ ମ୍ୟାଚରେ ପରାଜୟ ତାଙ୍କ...

ବିଶ୍ୱକପ୍‌ରେ ଭାରତର ୫୦ତମ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ଏହାର ୫୦ତମ ମ୍ୟାଚ୍‌ ବିଜୟ ଲାଭ କରିଛି। ଶନିବାର ଆଫଗାନିସ୍ତାନକୁ ରୋମାଞ୍ଚକ ଭାବେ ୧୧ ରନରେ ପରାସ୍ତ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଏହି କୃତୀତ୍ୱ ହାସଲ କରିଛି। ୧୯୭୫ ମସିହାରୁ ବିଶ୍ୱକପ୍‌...

ସ୍କୁଲ ଯିବାକୁ ଛାତ୍ରୀଛାତ୍ରଙ୍କୁ ମିଳିବ ଯାତାୟାତ ଖର୍ଚ୍ଚ: ୭୫% ଉପସ୍ଥାନ ଥିଲେ ବର୍ଷକୁ ମିଳିବ ୬ ହଜାର

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲକୁ ବନ୍ଦ କରାଯିବ। ରାଜ୍ୟରେ ଏଭଳି ୯୬୬ଟି ସ୍କୁଲ ଚିହ୍ନଟ କରାଯାଇଛି। ତେବେ ବନ୍ଦ ହୋଇଥିବା ସ୍କୁଲର ପିଲା ନିକଟ ସ୍କୁଲରେ ପାଠ ପଢ଼ିବେ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...

୧୭ ବର୍ଷରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି: ୨୦୨୦ ସୁଦ୍ଧା ରୋପଣ ହେବ ୧୨୧ କୋଟି ବୃକ୍ଷ ଚାରା

ନୂଆଦିଲ୍ଲୀ,୨୨।୬: ଦେଶରେ ଗତ ୧୭ ବର୍ଷ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ବର୍ଗକିମିରୁ ଅଧିକ ବୃଦ୍ଧି ପାଇଛି। ନେଇ ଭାରତୀୟ ଜଙ୍ଗଲ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ୨୦୦୦ରୁ ୨୦୧୭ ମଧ୍ୟରେ ଜଙ୍ଗଲ ପରିସୀମା ୯୧ ହଜାର ୮ଶହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri