Tag Archives: Home Middle

ସଚ୍ଚୋଟ ପଣିଆ ତାଲିକା: ସୁଇଜରଲାଣ୍ଡ୍‌ ୧ ନମ୍ବର; ୩୦ତମ ସ୍ଥାନରେ ଭାରତ

ଜୁରିକ୍‌,୨୨।୬: ପ୍ରକାଶ ପାଇଛି ବିଶ୍ୱ ସଚ୍ଚୋଟ ପଣିଆ ତାଲିକା। ଏଥିରେ ସୁଇଜରଲାଣ୍ଡ୍‌ ୧ ନମ୍ବର ସ୍ଥାନରେ ରହିଥିବାବେଳେ ଭାରତର ସ୍ଥାନ ୩୦ ରହିଛି। ରାସ୍ତାରୁ ପର୍ସ ଅବା ଅନ୍ୟ କିଛି ବସ୍ତୁ ମିଳିଲେ କେତେ ଲୋକ ଏହାକୁ ମାଲିକ ପାଖରେ...

ଋଣ ବୋଝ: ୪ ବର୍ଷରେ ମହାରାଷ୍ଟ୍ରରେ ଆତ୍ମହତ୍ୟା କରିଛନ୍ତି ୧୨ ହଜାର ଚାଷୀ

ମୁମ୍ବାଇ,୨୨।୬: ଋଣ ବୋଝ ସହି ନ ପାରି ମହାରାଷ୍ଟ୍ରରେ ଚାଷୀ ଆତ୍ମହତ୍ୟା କରୁଛନ୍ତି। ଗତ ୪ ବର୍ଷରେ ରାଜ୍ୟରେ ୧୨ ହଜାରରୁ ଅଧିକ ଚାଷୀ ଆତ୍ମହତ୍ୟା କରିଛନ୍ତି। ଏନେଇ ମନ୍ତ୍ରୀ ସୁଭାଷ ଦେଶମୁଖ ବିଧାନସଭାରେ ତଥ୍ୟ ଉପସ୍ଥାପନ କରିଛନ୍ତି। ୨୦୧୫ରୁ...

ବାରମୁଳାରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ଶନିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବୋନିୟାର ଜଙ୍ଗଲଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ...

ଜୁଲାଇ ୫ରେ ବଜେଟ୍‌: ୨ ସପ୍ତାହ ପୂର୍ବରୁ ହାଲୁଓ୍ବା ରନ୍ଧା

ନୂଆଦିଲ୍ଲୀ,୨୨।୬: ଜୁଲାଇ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ବଜେଟ ଆଗତ କରିବେ। ଏହାର ୨ ସପ୍ତାହ ପୂର୍ବରୁ ଶନିବାର ପାରମ୍ପରିକ ହାଲୁଓ୍ବା ରନ୍ଧା ଉତ୍ସବ ଅନୁଷ୍ଠିତ ହେବ। ଏହାପରେ ବଜେଟ୍‌ ସମ୍ପର୍କିତ ଜରୁରୀ କାଗଜପତ୍ର ପ୍ରିଣ୍ଟିଂ ପାଇଁ...

କୋର୍ଟରେ ପଡ଼ିରହିଛି ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲା: ବିଚାରପତିଙ୍କ ଅବସର ବୟସ ସୀମା ବଢ଼ାଇବାକୁ ମୋଦିଙ୍କୁ ଗୋଗୋଇଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୬: ଦେଶର ବିଭିନ୍ନ କୋର୍ଟରେ ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲାର ବିଚାର ନ ହୋଇ ପଡ଼ିରହିଛି। ତେବେ ଏହାର ସମାଧାନ ପାଇଁ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପରାମର୍ଶ...

ଭାରତୀୟ ଲିଚୁ ରପ୍ତାନୀ ବନ୍ଦ ପାଇଁ ହେଉଛି ଷଡ଼ଯନ୍ତ୍ର: ପ୍ରେମ କୁମାର

ପାଟନା,୨୨।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମିବାର ନାଁ ଧରୁନି। ଏତେ ସଂଖ୍ୟକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହେବାର ପ୍ରକୃତ କାରଣ ଖୋଜା ଚାଲିଛି। ତେବେ କାରଣ ଜଣା ପଡୁନି। ମାତ୍ର ଲିଚୁ ଖାଇବା ଦ୍ୱାରା ଏଭଳି...

ଆଗ ବିଜେଡି, ପଲଟି ଖାଇ ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶାର ଖାଲି ପଡ଼ିଥିବା ୩ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ହେଲେ ସେଥିମଧ୍ୟରୁ ଗୋଟିଏ ନାମକୁ ନେଇ ନାନା ଚର୍ଚ୍ଚା ସୃଷ୍ଟି...

ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୧।୬: ରାଜ୍ୟ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି, ବିଜେଡି ନେତା ତଥା ଆଇଟି ସେଲ୍‌ ମୁଖ୍ୟ ଅମର ପଟ୍ଟନାୟକ ଓ ଦଳୀୟ...

ପ୍ରକାଶ ପାଇଲା ଯୁକ୍ତ ୨ କଳା, ବାଣିଜ୍ୟ ପରୀକ୍ଷାଫଳ: କଳାରେ ୬୫.୮୯%, ବାଣିଜ୍ୟରେ ୭୦.୨୬% ପାସ୍‌ ହାର; www.chseodisha.nic.in ରେ ଜାଣନ୍ତୁ ରେଜଲ୍ଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ସୂଚନା ଭବନ ପରିସରସ୍ଥ ଗୀତଗୋବିନ୍ଦ ସଦନରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ...

ଓଡ଼ିଶା ଛୁଇଁଲା ମୌସୁମୀ: ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷା ପରେ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସମଗ୍ର ଓଡ଼ିଶାକୁ ଆଚ୍ଛାଦିନ କରିବ।...

ଲୋକ ସଭାରେ ଆଗତ ହେଲା ଟ୍ରିପଲ୍‌ ତଲାକ୍‌ ବିଲ୍‌: ବିରୋଧୀଙ୍କ ହଙ୍ଗାମା

ନୂଆଦିଲ୍ଲୀ, ୨୧।୬: ଶୁକ୍ରବାର ଲୋକ ସଭାରେ ‘ଟ୍ରିପଲ ତଲାକ’ ବିଲ୍‌ ଆଗତ କରାଯାଇଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ସଂସଦରେ ଉପସ୍ଥାପନ କରିଛନ୍ତି। ମହିଳାଙ୍କୁ ନ୍ୟାୟ ଦେବାରେ ଏହା ଏକ ବଡ ପଦକ୍ଷେପ ବୋଲି ଆଇନ୍‌ ମନ୍ତ୍ରୀ...

ସରିଲା ଖରାଛୁଟି, ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଶେଷ ହେଲା ଖରାଛୁଟି। ଶୁକ୍ରବାର ଖୋଲିଛି ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ସହ ଘରୋଇ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲିଛି। ତେବେ ସରକାରୀ ବିଦ୍ୟାଳୟଗୁଡ଼ିକରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ କ୍ଲାସ ହେବ। ସେହିଭଳି ଘରୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri