Tag Archives: Home Middle

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର ବିକାଶରେ ବାଧକ ସାଜିଛି ରାସ୍ତା। ଜଙ୍ଗଲ ମୂଳକରେ ଭଗବାନ ଭରସାରେ ଜୀବନ...

ବର୍ଷକୁ ୭ କୋଟି ଲୋକ ଦେଶାନ୍ତର ହେଉଛନ୍ତି

ଜେନେଭା,୨୦ା୬(ଆଇଏଏନ୍‌ଏସ୍‌): ହିଂସାକାଣ୍ଡ, ମାଲିମକଦ୍ଦମା, ବିବାଦ ଆଦି ବିଭିନ୍ନ କାରଣରୁ ୨୦୧୮ରେ ସାରା ବିଶ୍ୱରୁ ୭ କୋଟିରୁ ଅଧିକ ଲୋକ ଦେଶାନ୍ତର ହେବାକୁ ବାଧ୍ୟ ହୋଇଛନ୍ତି। ଗତ ୭୦ ବର୍ଷ ମଧ୍ୟରେ ଏହା ସର୍ବାଧିକ ବୋଲି ଜାତିସଂଘର ଶରଣାର୍ଥୀ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ...

ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ: ବର୍ଜନ କଲେ ବିରୋଧୀ

ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ହେଉଥିବାରୁ ଆର୍ଥିକ ଓ ପ୍ରଶାସନିକ ବୋଝ ବଢ଼ୁଛି। ଏହାକୁ ଏଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଏକକାଳୀନ ନିର୍ବାଚନ ପାଇଁ ପ୍ରସ୍ତାବ ଦେଇଥିବାବେଳେ ବୁଧବାର ଏସଂକ୍ରାନ୍ତରେ ସହମତି ଲାଗି ଏକ...

ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ବିଜେଡିର ସମର୍ଥନ

ନୂଆଦିଲ୍ଲୀ,୨୦ା୬): ଦେଶରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ପ୍ରସ୍ତାବକୁ ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି) ସମର୍ଥନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ବୁଧବାର ଆହୂତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ...

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଧାଓ୍ବନ; ଦଳରେ ପନ୍ତ ସାମିଲ

ସାଉଥାମ୍ପ୍‌ଟନ,୨୦।୬(ପି.ଟି.)- ଭାରତୀୟ ତାରକା ଓପ୍‌ନର ଶିଖର ଧାଓ୍ବନ ଚଳିତ ବିଶ୍ୱକପ୍‌ରୁ ବାଦ୍‌ ପଡିଛନ୍ତି। ବୁଢ଼ାଆଙ୍ଗୁଠି ଭାଙ୍ଗିଯିବା ଫଳରେ ସେ ୩ଟି ମ୍ୟାଚ୍‌ରୁ ବାସନ୍ଦ ହୋଇଥିଲେ। ତେବେ ଆଘାତ ସମସ୍ୟାରେ ଆଶାନୁରୂପ ସୁଧାର ନ ଆସିବାରୁ ଓ ସମ୍ପୂର୍ଣ୍ଣ ଫିଟ୍‌ ହେବାର...

ସରକାରୀ ନିର୍ଦ୍ଦେଶକୁ ଅବମାନନା: ଖରାଛୁଟି ଅବଧି ବୃଦ୍ଧି ସତ୍ତ୍ୱେ ରାଜଧାନୀର କିଛି ଘରୋଇ ସ୍କୁଲ ଖୋଲା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଖରାଛୁଟି ଅବଧିକୁ ବଢ଼ାଇଥିଲେ ରାଜ୍ୟ ସରକାର। ଏହାନୁଯାୟୀ ରାଜ୍ୟର ସମସ୍ତ ସ୍କୁଲଗୁଡ଼ିକୁ ୨୫ ତାରିଖ ଯାଏ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ରାଜଧାନୀର କିଛି ଘରୋଇ ସ୍କୁଲ ବୁଧବାର...

ବାତ୍ୟା ‘ବାୟୁ’ର ପ୍ରଭାବ: ବାଟ ହୁଡ଼ିଲା ମୌସୁମୀ; ୧୨ ବର୍ଷ ପରେ ପୁଣି ବିଳମ୍ବିତ

ନୂଆଦିଲ୍ଲୀ,୧୯।୬: ସାମୁଦ୍ରିକ ଝଡ଼ ବାୟୁର ପ୍ରଭାବରେ ଚଳିତ ବର୍ଷ ମୌସୁମୀ ବାଟ ହୁଡ଼ିଛି। ୧୨ ବର୍ଷ ପରେ ପୁଣିଥରେ ମୌସୁମୀ ବିଳମ୍ବିତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧୮-୧୯ ମଧ୍ୟରେ ମୌସୁମୀ ଦେଶର ଦୁଇ...

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ, ଜାଣନ୍ତୁ କିଏ ହେଲେ ଟପ୍ପର…

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷାଫଳ। ବୁଧବାର ଏହି ପରୀକ୍ଷାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ www.ojee.nic.in ରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ଟପ୍ପର ତାଲିକା: -ଏମ୍‌ବିଏ: ପ୍ରଦୀପ କୁମାର କମ୍ପ -ଏମ୍‌ସିଏ: ସ୍ମିତାରାଣୀ ଚୌଧୁରୀ -ଏମ୍‌ଟେକ୍‌:...

୨୨୦ କୋଟି ଲୋକଙ୍କ ପାଖରେ ନାହିଁ ପିଇବା ପାଣି; ୪୨୦ କୋଟିଙ୍କୁ ମିଳୁନି ପରିମଳ ବ୍ୟବସ୍ଥା: ଜାତିସଂଘ

ଜେନେଭା,୧୯।୬: ପୃଥିବୀରେ ଧୀରେଧୀରେ ଜଳ ସଙ୍କଟ ଉଗ୍ରରୂପ ଧାରଣ କରୁଛି। ବିଭିନ୍ନ ଦେଶରେ ୨୨୦ କୋଟି ଲୋକଙ୍କ ପାଖରେ ପିଇବାକୁ ପାଣି ନ ନାହିଁ। ଏନେଇ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ହୋଇଛି। ପୃଥିବୀର ୪୨୦ କୋଟି...

ପୃଥିବୀର ୧୦ ଦେଶରେ ଲାଗୁ ହୋଇଛି ଏକ ଦେଶ ଏକ ନିର୍ବାଚନ ଆଇନ: ଭାରତରେ ହୋଇଛି ଏପରି ୪ ଥର

ନୂଆଦିଲ୍ଲୀ, ୧୯।୬: ଏକ ଦେଶ ଏକ ନିର୍ବାଚନ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଏହାଦ୍ୱାରା ଲୋକ ସଭା ଏବଂ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ ଏକା ସାଙ୍ଗରେ କରାଯାଇପାରିବ। ତେବେ ଏନେଇ ବିଭିନ୍ନ ରାଜନୈତିକ ଦଳ ଏହାର ସପକ୍ଷ...

ଓମ୍‌ ବିର୍ଲା ହେଲେ ୧୭ ତମ ଲୋକ ସଭା ବାଚସ୍ପତି: ସମସ୍ତ ଦଳ କଲେ ସମର୍ଥନ

ନୂଆଦିଲ୍ଲୀ,୧୯।୬: ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା ଓମ୍‌ ବିର୍ଲା ୧୭ତମ ଲୋକ ସଭାର ବାଚସ୍ପତି ହୋଇଛନ୍ତି। ବୁଧବାର ବାଚସ୍ପତି ଭାବେ ତାଙ୍କ ନାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସ୍ତାବ ରଖିଥିଲେ। ମୋଦିଙ୍କ ପ୍ରସ୍ତାବକୁ ରାଜନାଥ ସିଂ...

୪୯ ବର୍ଷରେ ପାଦ ଦେଲେ ରାହୁଲ ଗାନ୍ଧୀ: ଏବେ ୨୦୨୪କୁ ଆଶା

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ୪୯ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୦ ଜୁନ୍‌ ୧୯ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ରାହୁଲଙ୍କ ବୟସ ବଢ଼ିବା ସହିତ କଂଗ୍ରେସର ସ୍ଥିତି ଧୀରେ ଧୀରେ ସଙ୍କଟ ଦେଇ ଗତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri