Tag Archives: Home Middle

୧୩୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କଂଗ୍ରେସର ଅସ୍ଥିତ୍ୱ ସଙ୍କଟଗ୍ରସ୍ତ!

ନୂଆଦିଲ୍ଲୀ,୧୭।୬: ସୋମବାରଠାରୁ  ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଚଳିତ ଥର ଲୋକସଭାରେ କଂଗ୍ରେସ ଦଳର ୫୨ ଜଣ ସଦସ୍ୟ ରହିଛନ୍ତି। ଏହା ପୂର୍ବରୁ ୨୦୧୪ରେ ଦଳର ସଦସ୍ୟ ସଂଖ୍ୟା ୪୪ ଥିଲା। ଲୋକ ସଭାରେ ବିରୋଧୀ ଆସନରେ...

ଏମ୍‌ପି ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦିଙ୍କ ପରେ ରାଜନାଥ...

ଲୋକ ସଭା ବାଚସ୍ପତି ଦୌଡ଼ରେ ୫ ବରିଷ୍ଠ ସଦସ୍ୟ

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବାଚସ୍ପତି ନିର୍ବାଚନ ଜୁନ୍‌ ୧୯ରେ ହେବ। ଏହି ପଦବୀ ପାଇଁ ଭାଜପାର ୫ ସଦସ୍ୟଙ୍କ ନାମ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ମାନେକା ଗାନ୍ଧୀ, ରାଧାମୋହନ ସିଂ, ଏସ୍‌ଏସ୍‌ ଆଲୁଓ୍ବାଲିଆ,...

ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୭।୬: ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ଲୋକସଭାର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏପରି କହିଛନ୍ତି। ଲୋକ ସଭାରେ ବିପକ୍ଷ ଦଳ ସେମାନଙ୍କ ସଦସ୍ୟ ସଂଖ୍ୟାକୁ ଧ୍ୟାନ ନ...

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବୀରେନ୍ଦ୍ର କୁମାର

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର କାମଚଳା ବାଚସ୍ପତି ଭାବେ ଭାଜପା ଏମ୍‌ପି ବୀରେନ୍ଦ୍ର କୁମାର ସୋମବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବୀରେନ୍ଦ୍ର କୁମାର ମଧ୍ୟପ୍ରଦେଶର ଟିକମଗଢ଼ ଲୋକ...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୭।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୋମବାର ସକାଳେ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ପ୍ରଥମେ...

ସ୍ନାନମଣ୍ଡପରେ ବିଜେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୭ା୬: ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦୀରୁ ଓହ୍ଲାଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଦାମୂର୍ତ୍ତି। ଭୋର ୫ଟାରେ ମଙ୍ଗଳାର୍ପଣ ପରେ ୫.୨୦ରେ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପରେ ସକାଳ ୬ଟାରେ ବଳଭଦ୍ର, ୬.୨୦ରେ ଦେବୀ ସୁଭଦ୍ରା ଏବଂ ୬.୪୦ରେ...

ଗୋଟିଏ ଦେଶ, ଏକ ନିର୍ବାଚନ ପାଇଁ ମୋଦିଙ୍କ ଆହ୍ବାନ: ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୭ା୬(ପି.ଟି./ଆଇଏଏନ୍‌ଏସ୍‌): ଦେଶରେ ଏକକାଳୀନ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସପ୍ତଦଶ ଲୋକ ସଭା ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଆସନ୍ତା ୧୯ ତାରିଖରେ...

ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷାରେ ସ୍ନାନବେଦି

ପୁରୀ ଅଫିସ, ୧୭ା୬:ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରି ରହିଛି ସ୍ନାନବେଦି। ଆଉ ମହାପ୍ରଭୁଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ...

ପାକିସ୍ତାନକୁ ହରାଇଲା ଭାରତ

ମାଞ୍ଚେଷ୍ଟର, ୧୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପର ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ମହା ମୁକାବିଲାରେ ଭାରତର ବିଜୟ ଧ୍ୱଜା ଉଡ଼ିଛି। ରୋହିତ ଶର୍ମାଙ୍କ ଶତକ, ଅଧିନାୟକ ବିରାଟ କୋହଲି ଓ ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ...

ପାକିସ୍ତାନକୁ ୩୩୭ ରନ୍‌ର ଟାର୍ଗେଟ ଦେଲା ଭାରତ

ମାଞ୍ଚେଷ୍ଟର, ୧୬।୬: ଓଲ୍ଡ ଟ୍ରାଫର୍ଡରେ ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୫୦ ଓଭରରେ ୫ ୱିକେଟ ହରାଇ...

ମନମୋହନଙ୍କୁ ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସର ଉଦ୍ୟମ ଆରମ୍ଭ

ନୂଆଦିଲ୍ଲୀ,୧୬।୬: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ରାଜ୍ୟ ସଭା ସଦସ୍ୟତା କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ ୨୮ ବର୍ଷ ଧରି ନିର୍ବାଚିତ ହୋଇ ଆସୁଥିଲେ। ତେବେ ମନମୋହନଙ୍କ ଭଳି ଅନୁଭବି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri