Tag Archives: Home Middle

ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଲା ଭାରତ: ଡିଏସ୍‌ଆର୍‌ଓ ଗଠନକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୬: ଭାରତ ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ କ୍ୟାବିନେଟ୍‌ କମିଟି ରକ୍ଷା ଅନ୍ତରୀକ୍ଷ ଅନୁସନ୍ଧାନ ଏଜେନ୍ସି(ଡିଏସ୍‌ଆର୍‌ଓ) ଗଠନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏହି ଏଜେନ୍ସି ଅନ୍ତରୀକ୍ଷ ଯୁଦ୍ଧ ଲାଗି...

ନୀଳଗିରିରେ ଝାଡ଼ଖଣ୍ଡୀ ହାତୀପଲ: ଲୋକେ ଭୟଭୀତ

ସଜନାଗଡ଼, ୧୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ପଶିଆସିଛନ୍ତି। ବୁଧବାର ଭୋର ସମୟରେ ମୟୂରଭଞ୍ଜ, ବାଲେଶ୍ୱର ନୀଳଗିରି ରେଞ୍ଜ ଅଧୀନ ପୁନ୍ଦାଳ, କାଠପାଳ, ଦୁର୍ଗାଦେବୀ ଦେଇ ଅଯୋଧ୍ୟା ରାସ୍ତା ପାର ହୋଇ ତିନିକୋଣିଆ ଜଙ୍ଗଲକୁ ୨୮ଟି ହାତୀ...

ଆସିବ ନୂଆ ଶ୍ରମ ଆଇନ: ୪୪ ପୁରୁଣା ଆଇନକୁ ୪ ଶ୍ରେଣୀରେ କରାଯିବ ମିଶ୍ରଣ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଶ୍ରମ ଆଇନ ଆଣିବା ପାଇଁ ଯୋଜନା କରୁଛନ୍ତି। ସଂସଦର ଆଗାମୀ ଅଧିବେଶନରେ ଏନେଇ ବିଲ୍‌ ଅଣାଯିବ ବୋଲି କୁହାଯାଉଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକେ ବୈଠକ ଅନୁଷ୍ଠିତ...

ଶାହଙ୍କ ଜିରୋ ଟଲରେନ୍ସ ନୀତି : ନୂଆ ବିଚ୍ଛିନ୍ନତାବାଦୀ ଦଳ ଗଠନ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ, ୧୨।୬: ଆତଙ୍କବାଦ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଜିରୋ ଟଲରେନ୍ସ ନୀତିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଆତଙ୍କିତ ହୋଇପଡ଼ିଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକାଳାପ ବୃଦ୍ଧି ପାଇଁ ଆଇଏସ୍‌ଆଇ ନୂଆ ବିଚ୍ଚିନ୍ନତାବାଦୀ ଦଳ ଗଠନ କରିଥିବା କୁହାଯାଉଛି।...

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ ଲାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର...

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ...

ଫେଲ୍‌ ମାରିଛି କେନ୍ଦ୍ରର ଶସ୍ୟ ବୀମା ଯୋଜନା: ଚାଷୀଙ୍କୁ ମିଳିନି ୫ ହଜାର କୋଟି

ନୂଆଦିଲ୍ଲୀ,୧୨ା୬: କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ବିଫଳ ହୋଇଛି। ୨୦୧୮ ଡିସେମ୍ବରରେ ଖରିଫ ଋତୁ ଶେଷ ହୋଇଥିବାବେଳେ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କ ଦାବିର ୪୦% ଅର୍ଥ ବୀମା କମ୍ପାନୀଗୁଡ଼ିକ ନିର୍ଦ୍ଧାରିତ ସମୟ ମଧ୍ୟରେ ପଇଠ...

ମୋଦିଙ୍କୁ ଭେଟିଲେ ନବୀନ: ସ୍ବତନ୍ତ୍ର ପାହ୍ୟା ଦାବି ଦୋହରାଇଲେ

ଭୁବନେଶ୍ୱର,୧୨।୬(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ସାକ୍ଷାତ୍‌ କରିଛନ୍ତି। ରାଜ୍ୟରେ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପ୍ରଥମ କରି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ମୋଦି ଦ୍ୱିତୀୟଥର କେନ୍ଦ୍ରରେ ସରକାର ଗଢ଼ିଥିବାରୁ...

ବିଚକ୍ଷଣ ସଂସଦୀୟ ତଥ୍ୟ

ଭୁବନେଶ୍ୱର, ୧୨।୬: home ଓଡିଶା ବିଧାନସଭାର ପ୍ରାୟ ୧ବର୍ଷ ଜୀବନକାଳ ଥିବା ସତ୍ତ୍ୱେ ୨୦୦୪ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିନ୍ନ ନିଷ୍ପତ୍ତି ନେଇଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀ ବର୍ଷକ ଆଗରୁ ଗୃହର ମୁଖ୍ୟଭାବେ ବିଧାନସଭା ଭାଙ୍ଗି ଏକାସଙ୍ଗେ ଲୋକ...

ଏବର୍ଷ ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ହେବ ନାହିଁ। ପୂର୍ବ ବର୍ଷ ଭଳି ଘରୋଇ ଉପଭୋକ୍ତାମାନେ ବିଦ୍ୟୁତ୍‌ ଦେୟ ପଇଠ କରିବେ। ବିଦ୍ୟୁତ୍‌ ଉତ୍ପାଦନ ଓ ବଣ୍ଟନ କମ୍ପାନୀଗୁଡିକର ଶୁଳ୍କ ବୃଦ୍ଧି ଆବେଦନର ଶୁଣାଣି...

ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ଦାବି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।...

ମିଳିଲା ବାୟୁସେନା ବିମାନ ଏଏନ୍‌-୩୨ର କିଛି ଭଗ୍ନାବଶେଷ

ଇଟାନଗର,୧୧।୬: ନିଖୋଜ ଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ର କିଛି ଅଂଶ ଅରୁଣାଞ୍ଚଳ ପ୍ରଦେଶର ୧୬ କିଲୋମିଟର ଉତ୍ତରରେ ଥିବା ଲିପୋରେ ମିଳିଥିବା ସୂଚନା ମିଳିଛି। ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକେପ୍ଟର ସାହାଯ୍ୟରେ ଏହାର ସନ୍ଧାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri