Tag Archives: Home Middle

ଖାଦ୍ୟ ପାଇଁ ସଂଗ୍ରାମ: କର୍ବେଟ ଅଭୟାରଣ୍ୟରେ ବଢୁଛି ହାତୀ-ବାଘ ମୁହାଁମୁହିଁ ଘଟଣା

ଡେରାଡୁନ୍‌,୯।୬: ଉତ୍ତରାଖଣ୍ଡରେ ଥିବା କର୍ବେଟ ଅଭୟାରଣ୍ୟରେ ହାତୀ-ବାଘ ମୁହାଁମୁହିଁ ଘଟଣା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ୨୦୧୪ଠାରୁ ୨୦୧୯ ପର୍ଯ୍ୟନ୍ତ ଗତ ୫ ବର୍ଷରେ ଏଠାରେ ୨୧ ହାତୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ୧୩ ହାତୀଙ୍କୁ ବାଘ ଶିକାର କରିଥିବା ବନ...

ଭାରତ ମହାସାଗର ଅଞ୍ଚଳରେ ମୋଦିଙ୍କ ଶାନ୍ତି ପ୍ରୟାସ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୯।୬: ଭାରତ ମହାସାଗର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ନୂଟନୀତି। ମୋଦି ମାଳଦ୍ୱୀପ ଏବଂ ଶ୍ରୀଲଙ୍କା ସହିତ ସମ୍ପର୍କ ବଢ଼ାଇବାର ଯୋଜନା କରିଛନ୍ତି। ମାଳଦ୍ୱୀପରେ ଗତ ବର୍ଷ ଚାଇନାର ପତିଆରା ବୃଦ୍ଧି ପାଉଥିଲା। ତେବେ ଏଠାରେ ନିର୍ବାଚନ...

ଢେଙ୍କାନାଳରେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ: ୪ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ ଭୁଶୁଡ଼ି ପଡ଼ିବାରୁ ରବିବାର ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସଂଗ୍ରାମ ସାହୁ, ଅଭିରାମ ବିଶ୍ୱାଳ,...

ଅଶାନ୍ତ ପଶ୍ଚିମବଙ୍ଗ: ଦଳୀୟ ପତାକା ପାଇଁ କର୍ମୀଙ୍କ ଜୀବନ ଗଲା

କୋଲକତା, ୯।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ଉତ୍ତର ୨୪ ପ୍ରଗଣା ଜିଲାରେ ଦଳୀୟ ପତାକାକୁ କେନ୍ଦ୍ର କରି ୪ ଜଣ ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସେହିପରି ଏହି ଘଟଣାରେ ଜଣେ ତୃଣମୂଳ...

ଅନନ୍ୟା ନନ୍ଦିନୀ: ରାଜନୀତି ଓ ସାହିତ୍ୟର ଯୁଗଳବନ୍ଦୀ; ଆଗାମୀ ପିଢ଼ି ପାଇଁ ଆଦର୍ଶ

ଜନ୍ମ ଆଉ ମରଣ ଭିତରେ ଥିବା ବ୍ୟବଧାନକୁ ଯଦି ଜୀବନ କୁହାଯାଏ, ତେବେ ସବୁ ଜୀବନ ସମାନ ନୁହେଁ। ଆପଣା ପାଇଁ ବଞ୍ଚିରୁହନ୍ତି ସାଧାରଣ ମଣିଷ। ମାତ୍ର ସମାଜ, ଦେଶ ଓ ଜାତି ପାଇଁ ବଞ୍ଚିଥାନ୍ତି ମହାମାନବ। ତାଙ୍କ କର୍ମ...

ରାଜ୍ୟରେ ନବୀନଙ୍କ ଉପଯୁକ୍ତ ବିକଳ୍ପ ସୃଷ୍ଟି ହୋଇନାହାନ୍ତି: ମହମ୍ମଦ ମୋକିମ

ଦେଶରେ ମୋଦି ଓ ରାଜ୍ୟରେ ନବୀନଙ୍କ ପ୍ରଚଣ୍ଡ ହାୱା। ୨୦୧୯ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଙ୍କ ନେତୃତ୍ୱାଧୀନ ଭାଜପା ଦ୍ୱିତୀୟ ଥର କ୍ଷମତାସୀନ ହୋଇଥିବାବେଳେ ରାଜ୍ୟରେ ମଧ୍ୟ ନବୀନଙ୍କ ନେତୃତ୍ୱରେ ବିଜେଡିକୁ ପଞ୍ଚମ ଥର ପାଇଁ କ୍ଷମତା ମିଳିଛି। କଟକ...

ବିଶ୍ୱକୁ ବିପଦ ଆତଙ୍କବାଦ

ମାଲେ,୯।୬(ପି.ଟି.): ରାଷ୍ଟ୍ର ପ୍ରାୟୋଜିତ ଆତଙ୍କବାଦ ମାନବ ସମାଜ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି ମାଳଦ୍ୱୀପ ପାର୍ଲାମେଣ୍ଟକୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଏହି ସମସ୍ୟା ବିରୋଧରେ ଲଢ଼େଇ ପାଇଁ ଏକତ୍ର ହେବାକୁ ସେ ବିଶ୍ୱ ନେତାମାନଙ୍କୁ...

୭ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୯ା୬(ବ୍ୟୁରୋ): ୮ ଦିନ ବିଳମ୍ବରେ ଶନିବାର କେରଳ ଉପକୂଳ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ କେରଳର ଅଧିକାଂଶ ଅଞ୍ଚଳରେ ଭଲ ବର୍ଷା ହୋଇଛି। ସ୍ଥିତି ଏପରି ରହିଲେ ଆସନ୍ତା ୭ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାରେ...

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୮।୬: ସବୁ ପ୍ରତିକ୍ଷାର ଅନ୍ତ ଘଟାଇ ଶେଷରେ କେରଳ ଛୁଇଁଛି ମୌସୁମୀ। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ଅନୁମାନ କରାଯାଇଛି। ଜାତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲାକ୍ଷଦ୍ୱୀପ, ତାମିଲନାଡୁ...

ବିଶ୍ୱ ମହାସାଗର ଦିବସ: ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୮।୬: ବୃଦ୍ଧି ପାଉଥିବା ପ୍ରଦୂଷଣର ପ୍ରଭାବ ମହାସାଗର ଉପରେ ପଡ଼ିବାରେ ଲାଗିଛି। ଏଥିଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ ମୃତ୍ୟୁ ଘଟୁଛି। ଏନେଇ ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି।...

ପୃଥିବୀରେ ୨ କୋଟି ୩୦ଲକ୍ଷରୁ ଅଧିକ ବାଳିକା ବଧୂ: ୟୁନିସେଫ୍‌ ରିପୋର୍ଟ

ନ୍ୟୁୟର୍କ,୮।୬: ପୃଥିବୀରେ ଶିଶୁ କନ୍ୟା ଏବେ ମଧ୍ୟ ଅବହେଳିତ। ନାନା ପ୍ରକାର ସତେଚନତା କାର୍ଯ୍ୟକ୍ରମ ପରେ ବି ବିଭିନ୍ନ ରାଷ୍ଟ୍ରରେ ବାଳିକାଙ୍କୁ ବିବାହଯୋଗ୍ୟା ବୟସ ପୂର୍ବରୁ ଦାମ୍ପତ୍ୟ ଜୀବନର ବେଡିରେ ବାନ୍ଧି ଦିଆଯାଉଛି। ଏଥି ପାଇଁ ସାମାଜିକ ବ୍ୟବସ୍ଥା ତଥା...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୮।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ସ୍ଥାନୀୟ ନୌଗାମ୍‌ ଶାହବାଦ୍‌ ଅଞ୍ଚଳରେ ୨-୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀ ଏଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri