Tag Archives: Home Middle

୧୦୦ ସ୍ପାଇସ୍‌ ବୋମା କିଣିବ ଭାରତ

ନୂଆଦିଲ୍ଲୀ,୮ା୬: ଇସ୍ରାଏଲ୍‌ରୁ ପାଖାପାଖି ୩୦୦ କୋଟି ଟଙ୍କା ବ୍ୟୟରେ ୧୦୦ରୁ ଅଧିକ ସ୍ପାଇସ୍‌ ୨୦୦୦ ବୋମା କିଣିବା ଲାଗି ଭାରତୀୟ ବାୟୁସେନା ଗୁରୁବାର ଚୁକ୍ତି ସ୍ବାକ୍ଷର କରିଛି। ଫେବୃୟାରୀ ୨୬ରେ ପାକିସ୍ତାନର ବାଲାକୋଟରେ ଥିବା ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ...

୫୬୮ ଏକର ଜଙ୍ଗଲ ଜମି ଗାଏବ

କଟକ ଅଫିସ, ୮।୬: ରାଜଧାନୀ ଭୁବନେଶ୍ୱରର ୫୬୮ ଏକର ଜଙ୍ଗଲ ଜମି ଗାଏବ ହୋଇଯାଇଛି। ଏହାକୁ ନେଇ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି)ରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟି ଖୋର୍ଦ୍ଧା ଜିଲାପାଳ ଓ ଖୋର୍ଦ୍ଧା ବନଖଣ୍ଡ...

ଜଗନମୋହନଙ୍କ ନିଷ୍ପତ୍ତିକୁ ଶ୍ରୀକାନ୍ତଙ୍କ ସମର୍ଥନ: କହିଲେ ଏହା ‘ଐତିହାସିକ’; ଓଡ଼ିଶାରେ ଅତିକମ୍‌ରେ ୩ ଜଣଙ୍କୁ କରାଯାଉ

ଭୁବନେଶ୍ୱର,୭।୬(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ମନ୍ତ୍ରୀମଣ୍ଡଳରେ ୫ଜଣ ଉପ ମୁଖ୍ୟମନ୍ତ୍ରୀ ରହିବେ। ଏ ନେଇ ସେ ଶୁକ୍ରବାର ଘୋଷଣା କରିବା ପରେ ଦେଶ ତଥା ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ବିଶେଷକରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ,...

ଦାମ ପୁଣି ବିଜେଡିକୁ ଫେରିବା ପ୍ରସଙ୍ଗ: ପୁଅ ସମ୍ବିତ କହିଲେ ‘ବାପା ଭାଜପାକୁ ଯାଇ ଖୁସି ନ ଥିବା ଭଳି ଲାଗୁଛି’

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ବରିଷ୍ଠ ନେତା ଡା. ଦାମୋଦର ରାଉତ ପୁଣି ଘର ବାହୁଡ଼ା କରିବା ନେଇ ଚର୍ଚ୍ଚା ଜୋର ଧରିଛି। ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ଶୁକ୍ରବାର ଏ ନେଇ ଟିପ୍ପଣୀ ଦେବା ପରେ ଦାମ ବିଜେଡିକୁ...

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪ ଲକ୍ଷ କୃଷକ ପରିବାର ଉପକୃତ ହେବେ। ଏଥିରେ ୫୦ଲକ୍ଷ କ୍ଷୁଦ୍ର ଓ ନାମମାତ୍ର...

ଜମ୍ମୁ-କଶ୍ମୀରରେ ଏନକାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୭।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାବଳ ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟ ୨ ଜଣ ପୂର୍ବତନ ସ୍ପେଶାଲ ପୋଲିସ ଅଫିସର ବୋଲି ଜଣାପଡିଛି। ଗୁରୁବାର ସନ୍ଧ୍ୟାରୁ ଚାଲିଥିବା ଅପରେଶନରେ ଶୁକ୍ରବାର ସକାଳୁ...

ପୁରସ୍କୃତ ହୋଇପାରନ୍ତି ପରାଜିତ

ଭୁବନେଶ୍ୱର,୭ା୬(ବ୍ୟୁରୋ):ସାଧାରଣ ନିର୍ବାଚନ ସହ ଓଡ଼ିଶା ବିଧାନସଭା ଭୋଟ ଶେଷ ହେବା ପରେ ରାଜ୍ୟରେ ବିଜେଡି ଲଗାତର ପଞ୍ଚମଥର ପାଇଁ କ୍ଷମତାସୀନ ହୋଇଛି। ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତ ମିଳିଥିଲେ ହେଁ ଲୋକ ସଭାର ୮ ଆସନ ଶାସକ ଦଳ ହାତରୁ...

ଗୁଳିମାଡ଼ରେ ବ୍ୟବସାୟୀ ଗୁରୁତର

ଚିକିଟି,୬।୬(ଡି.ଏନ.ଏ.)-ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବୀରସିଂହ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୁଳିମାଡ଼ ହୋଇଛି। ସେ ହେଲେ ସୁବାସ ଚନ୍ଦ୍ର ପଣ୍ଡା। ତାଙ୍କ ମୁହଁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ...

ବ୍ଲୁଷ୍ଟାର ଅପରେଶନ୍‌କୁ ପୂରିଲା ୩୫ ବର୍ଷ: ୩ ଦିନରେ ୪ଶହ ୯୨ ଲୋକଙ୍କ ଘଟିଥିଲା ମୃତ୍ୟୁ; ୮୩ ଯବାନ ହୋଇଥିଲେ ଶହୀଦ୍‌

ଅମୃତସର,୬।୬: ପଞ୍ଜାବ ଅମୃତସରରେ ଥିବା ସ୍ବର୍ଣ୍ଣମନ୍ଦିରରେ ୩୫ ବର୍ଷ ତଳେ ବ୍ଲୁଷ୍ଟାର ଅପରେଶନ ହୋଇଥିଲା। ୧୯୮୪ ଜୁନ୍‌ ୩ରୁ ୬ ମଧ୍ୟରେ ଏହି ୩ ଦିନିଆ ଅପରେଶନ୍‌ରେ ୪ଶହ ୯୨ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ସେନାର ୪...

ମୋଦି ରାଜ୍‌-୨ରେ ଶସ୍ତା ଇଏମ୍‌ଆଇ ଉପହାର: ରେପୋ ରେଟ୍‌ ହ୍ରାସ ସମ୍ପର୍କରେ ଆର୍‌ବିଆଇ କଲା ଘୋଷଣା

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ-୨ରେ ସାଧାରଣ ଲୋକଙ୍କୁ ଶସ୍ତା ଇଏମ୍‌ଆଇ ଉପହାର ପ୍ରଦାନ କରାଯାଇଛି। ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆ) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ଆର୍‌ବିଆଇର ଏକ ସମୀକ୍ଷା ବୈଠକରେ ବେସ୍‌ ପଏଣ୍ଟ୍‌ ୦.୨୫ ପ୍ରତିଶତ ହ୍ରାସ...

ବାଟହୁଡ଼ା ପିଲାଦିନ: ପୃଥିବୀରେ ୬୯ କୋଟି ଶିଶୁ ଅବହେଳିତ

ଓ୍ବାଶିଂଟନ, ୬।୬: ପୃଥିବୀର ୧୭୬ ଦେଶରେ ଶିଶୁଙ୍କ ପିଲାଦିନ ବାଟ ହୁଡ଼ିଛି। ପ୍ରାୟ ୬୯ କୋଟି ଶିଶୁଙ୍କର ପିଲାଦିନ ହଜିଯାଇଥିବା ସେଭ୍‌ ଦି ଚିଲଡ୍ରେନ୍‌ ସଂସ୍ଥା ଦ୍ୱାରା ପ୍ରକାଶିତ ‘ଦି ଏଣ୍ଡ ଅଫ୍‌ ଚାଇଲ୍ଡହୁଡ୍‌ ଇଣ୍ଡେକ୍ସ୍‌’ରେ ପ୍ରକାଶ ପାଇଛି। ସେଥି...

ଭାରତରେ ବଢ଼ୁଛି ବାୟୁ ପ୍ରଦୂଷଣ: ବର୍ଷକୁ ନେଉଛି ଲକ୍ଷେ ଶିଶୁଙ୍କ ଜୀବନ

ନୂଆଦିଲ୍ଲୀ,୬ା୬: ବାୟୁ ପ୍ରଦୂଷଣର ମାତ୍ରା ବୃଦ୍ଧି ଏବେ ପରିବେଶକୁ ବିଗାଡ଼ିଦେଲାଣି। ଏଥିଯୋଗୁ ପ୍ରତିବର୍ଷ ଭାରତରେ ୫ ବର୍ଷରୁ କମ୍‌ ବୟସର ପ୍ରାୟ ୧ ଲକ୍ଷ ଶିଶୁ ପ୍ରାଣ ହରାଉଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଦେଶରେ ୧୨.୫ ପ୍ରତିଶତ ମୃତ୍ୟୁ ଏଥିଯୋଗୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri