Tag Archives: Home Middle

ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ: ନୂଆ ମନ୍ତ୍ରୀଙ୍କୁ ‘ଟାଇମ୍‌’ ମନ୍ତ୍ର

ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ ଗଠନ ହୋଇଛି। ମନ୍ତ୍ରୀମାନଙ୍କ ବିଭାଗ ମଧ୍ୟ ବଣ୍ଟନ ଶେଷ ହୋଇଛି। ବୁଧବାର...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ,୩୦।୫(ଏଏଫ୍‌ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଇଂଲଣ୍ଡର ଗତ...

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦...

ମୋଦିଙ୍କୁ ପ୍ରଶଂସା କଲା ଟାଇମ୍‌ ମାଗାଜିନ୍‌

ନୂଆଦିଲ୍ଲୀ,୨୯।୫: ଟାଇମ୍‌ ମାଗାଜିନ୍‌ ନରେନ୍ଦ୍ର ମୋଦିଙ୍କ ବିପୁଳ ବିଜୟ ପରେ ଏହାର ସ୍ବର ବଦଳାଇଛି। ଏବେ ଏହା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଉଠିଛି। ପୂର୍ବରୁ ଲୋକ ସଭା ନିର୍ବାଚନ ସମୟରେ ମେ ୧୦ରେ ଟାଇମ୍‌ ମାଗାଜିନ୍‌ ମୋଦିଙ୍କୁ ଭାରତର ମୁଖ୍ୟ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬ ହଜାର ୫ଶହ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ସହିତ କେତେକ ମନ୍ତ୍ରୀ...

ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୧ କ୍ୟାବିନେଟ ଏବଂ ୯ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ...

ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କୁ ପଦ ଓ ଗୋପନୀୟତାର ଶପଥ...

କୁଲଗ୍ରାମ୍‌ରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସ୍ଥାନୀୟ ମହମ୍ମଦପୋରା ଏବଂ ତାଜିପୋରାରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୮ ବାଟାଲିୟନ୍‌...

ଶାହଙ୍କୁ ମିଳିପାରେ ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯ା୫: ମେ’ ୩୦ରେ ପ୍ରଧାନମନ୍ତ୍ରୀଭାବେ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଶପଥଗ୍ରହଣ କରିବେ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ମିଳିବ, ସେନେଇ ଅଙ୍କକଷା ଚାଲିଥିବାବେଳେ ପ୍ରଥମ ଥର ଲୋକ ସଭା ନିର୍ବାଚନ ଲଢ଼ି ଗାନ୍ଧିନଗର ଆସନରୁ ୫ ଲକ୍ଷରୁ...

ସୁଭଦ୍ରାଙ୍କ ରଥ ଚକ ତୁମ୍ବରେ ଫାଟ

ପୁରୀ ଅଫିସ, ୨୯ା୫: ଆସନ୍ତା ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଚାଲିଛି। ସବୁ ରଥର ତୁମ୍ବ ନିର୍ମାଣ ଶେଷ ହୋଇ ଚକ ତିଆରି କରାଯାଉଛି । ତେବେ ମଙ୍ଗଳବାର ସୁଭଦ୍ରା ରଥର ଏକ ଚକ ନିର୍ମାଣ...

କର୍ନାଟକ ସରକାର ଟଳମଳ

ନୂଆଦିଲ୍ଲୀ/ବେଙ୍ଗାଲୁରୁ, ୨୯ା୫(ପି.ଟି.): କର୍ନାଟକରେ ଶାସକ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବଂ କଂଗ୍ରେସ ମେଣ୍ଟରେ ଫାଟ ସୃଷ୍ଟି ହୋଇଥିବା ନେଇ ରିପୋର୍ଟ ପ୍ରକାଶ ପାଇବା ପରେ କୁମାରସ୍ବାମୀ ସରକାର ଟଳମଳ ହୋଇଛି। ଏଭଳି ସ୍ଥିତିରେ ଲୋକ ସଭା ନିର୍ବାଚନରେ ମେଣ୍ଟର...

କଂଗ୍ରେସରେ ନେତୃତ୍ୱ ସଙ୍କଟ

ନୂଆଦିଲ୍ଲୀ,୨୯ା୫: ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ଦଳ ପାଇଁ ନେତୃତ୍ୱ ସଙ୍କଟର କାରଣ ପାଲଟିଛି। ଦଳର ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେଇଥିବାବେଳେ ତାକୁ ନେଇ ଅଡୁଆ ଛିଣ୍ଡୁନାହିଁ। ରାହୁଲ କଂଗ୍ରେସ ମୁଖ୍ୟ ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri