Tag Archives: Home Middle

୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନରେ ରାଜ୍ୟର ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ନୂଆ ମନ୍ତ୍ରିମଣ୍ଡଳରେ ୧୧ଜଣଙ୍କୁ କ୍ୟାବିନେଟ୍‌ ପାହ୍ୟା ଓ ୯ଜଣଙ୍କୁ ରାଷ୍ଟ୍ର ପାହ୍ୟା ମନ୍ତ୍ରୀପଦ...

ପୁଣି ଚର୍ଚ୍ଚାରେ ସୋନା ମହାପାତ୍ର: ସଲ୍‌ମାନ ‘ବିଷାକ୍ତ ପୌରୁଷତ୍ୱର ପୋଷ୍ଟର ଚାଇଲ୍ଡ’

ଭୁବନେଶ୍ୱର,୨୯ା୫(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ଓଡ଼ିଶା ଜନ୍ମିତ କଣ୍ଠଶିଳ୍ପୀ ସୋନା ମହାପାତ୍ର। ସବୁବେଳେ ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାରେ ରହିଆସିଥିବା ଏହି ବୋଲ୍‌ଡ ବଲିଉଡ୍‌ ପ୍ଲେବ୍ୟାକ୍‌ ସିଙ୍ଗର୍‌ ଏଥର ଟାର୍ଗେଟ କରିଛନ୍ତି ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କୁ।...

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍‌ କଲ୍‌ ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ବିଧାୟକ ସମୀର ଦାଶ, ମାହାଙ୍ଗା...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ

ପୁରୀ ଅଫିସ,୨୮।୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ ସାଢ଼େ ୫ଟାରେ ନବୀନ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ...

ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ ଓ ପରେ ଭୁବନେଶ୍ୱର ଅଣାଯିବା ନେଇ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏ...

ବୁଧବାର ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ବିଜେଡି ପଞ୍ଚମ ପାଳି ଆରମ୍ଭ କରିବାକୁ ଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏ ନେଇ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।...

କଂଗ୍ରେସରେ ଇସ୍ତଫା ନାଟକ: ସଙ୍କଟରେ ୩ ରାଜ୍ୟ ସରକାର

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପାଇଁ ଅଡି ବସିଥିଲେ। ଏହାକୁ ନେଇ ରାଜସ୍ଥାନ, ମଧ୍ୟପ୍ରଦେଶ ତଥା ଛତିଶଗଡ଼ ଆଦି ୩ ରାଜ୍ୟ ସରକାରଙ୍କ ଲାଗି ସଙ୍କଟ ସୃଷ୍ଟି...

କୋକେରନାଗ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୨୮।୫: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲା କୋକେରନାଗ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ସ୍ଥାନୀୟ କଚଓ୍ବାନ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୬୪ ବାଟାଲିୟନ୍‌ ଏବଂ ଏସ୍‌ଓଜି ଯବାନ ଘେରାବନ୍ଦୀ...

୨୦୨୦ ନଭେମ୍ବରରେ ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସମ୍ଭାବନା

ନୂଆଦିଲ୍ଲୀ,୨୮।୫: ଦେଶର ୧୭ତମ ଲୋକ ସଭାରେ ଭାଜପା ନେତୃତ୍ୱାଧୀନ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ତେବେ ରାଜ୍ୟ ସଭାରେ ଏବେ ଏନ୍‌ଡିଏର ୧୦୨ ସଦସ୍ୟ ଅଛନ୍ତି। ସେହିପି ୟୁପିଏର ୬୫ ସଦସ୍ୟ ଅଛନ୍ତି। ରାଜ୍ୟସଭାରେ ସଂଖ୍ୟା ଗରିଷ୍ଠତା ହାସଲ...

ମାଓବାଦୀଙ୍କ ଟାର୍ଗେଟ୍‌ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ

ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କ ଏକ ଦଳ ଉପରେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି।...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଯୋଗଦେବେ ୮ ରାଷ୍ଟ୍ରର ନେତା

ନୂଆଦିଲ୍ଲୀ,୨୮ା୫: ଆସନ୍ତା ୩୦ ତାରିଖରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବାବେଳେ ଏହି ଉତ୍ସବରେ ବାଂଲାଦେଶ, ମ୍ୟାନ୍‌ମାର, ଶ୍ରୀଲଙ୍କା, ଥାଇଲାଣ୍ଡ, ନେପାଳ ଓ ଭୁଟାନର ନେତାମାନେ ଯୋଗଦେବେ। ଭାରତ ସରକାରଙ୍କ...

ଦିନକ ପରେ ୫ମ ପାଳି ଆରମ୍ଭ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ବିଜେଡିକୁ ରାଜ୍ୟରେ ବିପୁଳ ବିଜୟ ମଳିଛି। ୧୧୨ଟି ବିଧାନସଭା ଆସନ ଦଖଲ କରି ୫ମଥର ପାଇଁ ରାଜ୍ୟ ଶାସନ ମଙ୍ଗ ଧରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ବିଜେଡି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri