Tag Archives: Home Middle

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି ଓଡ଼ିଶାର ସେବା କରିବା ଲାଗି ସୁଯୋଗ ଦେଇଥିବାରୁ ନବୀନ ଓଡ଼ିଶାବାସୀଙ୍କୁ ଧନ୍ୟବାଦ...

ବର୍ଷାଋତୁ ପୂର୍ବରୁ ବୁଢ଼ା ପାହାଡ଼ ହେବ ମାଓମୁକ୍ତ: ଆରମ୍ଭ ହେବ ଅପରେଶନ୍‌ ଅଲ୍‌ଆଉଟ୍‌

ରାଞ୍ଚି ୨୫।୫: ବର୍ଷାଋତୁ ପୂର୍ବରୁ ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଥିବା ବୁଢ଼ା ପାହାଡ଼ ଅଞ୍ଚଳକୁ ମାଓମୁକ୍ତ କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଠାରେ ମାଓବାଦୀମାନେ ସକ୍ରିୟ ଥିବାରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଯୋଜନା ଆରମ୍ଭ କରାଯିବ। ଏଥିରେ ଦୁଇ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ଥିବାବେଳେ ଦ୍ୱିତୀୟର ତୀବ୍ରତା ୪.୮ ଥିବା...

୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର

ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର ନିଆଁ ଘେରରେ ରହିଥିବା କୁହାଯାଉଛି। ସେମାନେ ବୁଲିବା ପାଇଁ ଏଠାକୁ ଆସି ହୋଟେଲରେ...

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି।...

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି ଦିନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି।...

ପ୍ରତିନିଧିତ୍ୱ କରିବେ ୭୮ ମହିଳା

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି। ଜୁନ୍‌ ୩ ପୂର୍ବରୁ ଗଠନ ହେବାକୁ ଥିବା ସପ୍ତଦଶ ଲୋକ ସଭାକୁ ଦେଶର ବିଭିନ୍ନ ଭାଗରୁ ଭିନ୍ନ ଭିନ୍ନ ରାଜନୈତିକ ଦଳର ୭୮ ମହିଳାଙ୍କୁ ମତଦାତା ନିର୍ବାଚିତ...

ନିଜ ହେଲିକପ୍ଟରକୁ ଖସାଇଥିଲା ଆଇଏଏଫ୍‌

ନୂଆଦିଲ୍ଲୀ,୨୫ା୫: ପୁଲ୍‌ଓ୍ବାମା ଆକ୍ରମଣ ପରେ ପାକିସ୍ତାନର ବାଲାକୋଟ୍‌ ଶିବିରରେ ଭାରତୀୟ ବାୟୁସେନା (ଆଇଏଏଫ୍‌) ପକ୍ଷରୁ କରାଯାଇଥିବା ଏୟାର୍‌ଷ୍ଟ୍ରାଇକ୍‌ରେ ୩୫୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ନିହତ ହୋଇଥିବା ଦାବି କରାଯାଇଥିଲା। ଏହାର ସତ୍ୟାସତ୍ୟ ଅଦ୍ୟାବଧି ସାମ୍‌ନାକୁ ଆସି ନ ଥିବାବେଳେ କେତେକ ଜାତୀୟ...

ଭାରତୀୟ ବିଶ୍ୱକପ୍‌ ଦଳକୁ ଶକ୍ତ ଧକ୍କା

ଲଣ୍ଡନ,୨୫।୫(ପିଟି)- ଆଇସିସି ବିଶ୍ୱକପ୍‌କୁ ଆରମ୍ଭ ହେବାକୁ ଆଉ ମାତ୍ର କେଇଟା ଦିନ ପୂର୍ବରୁ ଭାରତୀୟ ଦଳକୁ ଏକ ଧକ୍କା ଲାଗିଛି। ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇଛନ୍ତି। ଶୁକ୍ରବାର ନେଟ୍ସରେ ବ୍ୟାଟିଂ ଅଭ୍ୟାସ କରୁଥିବାବେଳେ ସେ ଏକ ପୁଲ ଶଟ୍‌...

ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଲୋକ ସଭା ଭଙ୍ଗ ପାଇଁ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୪।୫: ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟୀ ହୋଇଛି। ବହୁମତ ପାଇବା ପରେ ଶୁକ୍ରବାର ସାରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ସମସ୍ତ ମନ୍ତ୍ରିପରିଷଦ ସଦସ୍ୟ...

ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା...

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri