Tag Archives: Home Middle

ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨ ଲୋକ ସଭା ଆସନରୁ ୩୫୦ରୁ ଊର୍ଦ୍ଧ୍ୱ ସିଟ୍‌ ମିଳିଛି। ଏକକ ସଂଖ୍ୟାଗରିଷ୍ଠ ହାସଲକରି...

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ ଆସନରୁ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ ଓ କୋରାପୁଟରୁ କୌଶଲ୍ୟା...

ମ୍ୟାଜିକ୍‌ ନମ୍ବରକୁ ଏକାକୀ ଟପିଲା ଭାଜପା

ନୂଆଦିଲ୍ଲୀ, ୨୪।୫: ଦେଶ ସାରା ଭାଜପା କ୍ୟାମ୍ପରେ ଏବେ ଖୁସିର ଲହରି, ଉତ୍ସବର ପରିବେଶ। ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ଆସିବା ପରେ ଭାଚପା ଏଥର...

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା ବାଜିମାରିନେଇଛି। ଫଳରେ ଭାଜପା ୨୦୧୪ ଫଳାଫଳର ପୁନରାବୃତ୍ତି କରିଛି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ...

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ରାଜ୍ୟରେ ଲଗାତର ପଞ୍ଚମଥର ପାଇଁ ସରକାର ଗଢ଼ିବାକୁ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉଭୟ ଲୋକ ସଭା ଏବଂ ବିଧାନସଭାରେ ବିଜେଡିକୁ ଜନ ସମର୍ଥନ ମିଳିଛି। ଏଥିପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର ବିଧାନସଭା ଆସନଗୁଡିକରେ ବିଜେଡି ଉତ୍ତମ ପ୍ରଦର୍ଶନ କରିଛି। ନବୀନଙ୍କ ଏହି ସଫଳତାକୁ ନେଇ...

ଅମେଠିରୁ ହାରିଲେ, ଓ୍ବାୟନାଡରେ ଜିତିଲେ

ନୂଆଦିଲ୍ଲୀ,୨୪-୫:ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉତ୍ତର ପ୍ରଦେଶର ଅମେଠି ଓ କେରଳର ଓ୍ବାୟନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ଗୁରୁବାର ତାଙ୍କୁ ଶକ୍ତ ଧକ୍କା ଲାଗିଛି। ରାହୁଲଙ୍କ ପାରମ୍ପରିକ ଆସନ କୁହାଯାଉଥିବା ଅମେଠିରୁ...

ପଞ୍ଚମରେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ। ଜଣେ ଅପରାଜେୟ ନେତା ଭାବେ ସେ ନିଜକୁ ପୁଣି ଥରେ ପ୍ରମାଣିତ କରିଛନ୍ତି। ପଞ୍ଚମ ଥର କ୍ଷମତାକୁ ଫେରି ରେକର୍ଡ ସୃଷ୍ଟି କରିଛନ୍ତି। ଦୀର୍ଘ ୧୯ ବର୍ଷ ଶାସନରେ ରହିବା...

ନିରଙ୍କୁଶ ନରେନ୍ଦ୍ର:ଇନ୍ଦିରାଙ୍କ ପରେ ପୂର୍ଣ୍ଣ ବହୁମତ ପାଇ ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ମୋଦି

ନୂଆଦିଲ୍ଲୀ,୨୪-୫:କଳ୍ପନାଜଳ୍ପନାର ଅନ୍ତ ଘଟିଛି। ୨୦୧୯ ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ସତ ହୋଇଛି। କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାସୀନ ହେବାକୁ ଯାଉଛି।...

ହାରିଗଲେ ରାହୁଲ ଗାନ୍ଧୀ: ସ୍କୃତିଙ୍କୁ ଜଣାଇଲେ ଶୁଭେଚ୍ଛା

ଆମେଠି, ୨୩।୫: ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପରାସ୍ତ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ସ୍ମୃତି ଇରାନୀଙ୍କଠାରୁ ପଛରେ ପଡିଯାଇଛନ୍ତି। ସ୍ମୃତି ଇରାନୀ ୧ ଲକ୍ଷ ୪ ହଜାର ୪୯୮...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ

ଇସଲମାବାଦ, ୨୩।୫: ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ ନିଜ ଟୁଇଟର୍‌ ଲେଖିଛନ୍ତି, ଭାଜପାର ଏହି ବିଶାଳ ବିଜୟ ପାଇଁ ଶୁଭେଚ୍ଛା ଜଣାଉଛିି। ଦକ୍ଷିଣ...

ହାରିଗଲେ ଶତୃଘ୍ନ ସିହ୍ନା

ପାଟନା, ୨୩।୫: ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ଶତୃଘ୍ନ ସିହ୍ନା ଚଳିତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ଭୋଗିଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ରବିଶଙ୍କର ପ୍ରସାଦଙ୍କଠାରୁ ହାରିଯାଇଛନ୍ତି। ରବିଶଙ୍କରଙ୍କୁ ୩,୫୪,୨୫୬ଖଣ୍ଡ ଭୋଟ ମିଳିଥିବାବେଳେ ଶତୃଘ୍ନଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri