Tag Archives: Home Middle

ଅମେଠିରେ ରାହୁଲ ପଛରେ; ବାରାଣସୀରେ ମୋଦି ଆଗୁଆ

ନୂଆଦିଲ୍ଲୀ, ୨୩।୫: ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଛରେ ଥିବାବେଳେ ବାରାଣସୀ ଲୋକ ସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ରହିଛନ୍ତି। ସେହିପରି ବାୟୋନଡ଼ା ଲୋକ ସଭା ଆସନରେ ରାହୁଲ ଆଗରେ...

ଭାଜପା ୧୬୫ ଏବଂ କଂଗ୍ରେସ ୮୬ରେ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ୮ଟା ୪୫ ସୁଦ୍ଧା ଭାଜପା ୧୬୫ ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୮୬ରେ ଆଗରେ ରହିଛି। ସେହିପରି ଅନ୍ୟ...

ଭାଜପାର ଓପନିଂ ବ୍ୟାଟିଂରେ ଚଉକା ଛକା: କଂଗ୍ରେସ ପଛରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଓପନିଂ ବ୍ୟାଟିରେ ଭାଜପା ଚଉକା ଛକା ବର୍ଷା କରୁଥିବା ନିର୍ବାଚନ ଫଳାଫଳରୁ ଜଣାପଡ଼ିଛି। କଂଗ୍ରେସ ପଛରେ ପଡ଼ିଥିବା କୁହାଯାଉଛି। ସକାଳ ୮ଟା ୪୦...

ଭାଜପା ୯୨ ଆସନରେ ଆଗୁଆ; କଂଗ୍ରେସ ୪୧ ଆସନରେ ଆଗରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଭାଜପା ୯୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୪୧ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ ୧୧ଟି ଲୋକ ସଭା ଆସନରେ ଆଗୁଆ...

୬୨ରେ ଭାଜପା ଏବଂ ୩୦ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ସାଢ଼େ ୮ ଟା ସୁଦ୍ଧା ଭାଜପା ୬୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୩୦ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ...

କଡ଼ା ସୁରକ୍ଷା ମଧ୍ୟରେ ଭୋଟ ଗଣତି ଆରମ୍ଭ: ପୋଷ୍ଟାଲ ବ୍ୟାଲେଟ୍‌ ସହିତ ଇଭିଏମ୍‌

ନୂଆଦିଲ୍ଲୀ, ୨୩।୫: କଡ଼ାସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୧୭ତମ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବ୍ୟାଲେଟ୍‌ ଗଣତି ଆରମ୍ଭ ହୋଇଛି। ଏହା ସହିତ ଏକାସଙ୍ଗେ ଇଭିଏମ୍‌ ଗଣତି ମଧ୍ୟ...

ନୂଆ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହେବ ମୁଦ୍ରାସ୍ପୀତି, ଜିଡିପି

ନୂଆଦିଲ୍ଲୀ,୨୩-୫: ଗୁରୁବାର ଦେଶର ସାଧାରଣ ନିର୍ବାଚନ ଫଳାଫଳ ଆସୁଛି। କେନ୍ଦ୍ରରେ ଏନ୍‌ଡିଏ ସରକାର ପୁଣି ଥରେ କ୍ଷମତାକୁ ଫେରିବା ନେଇ ଏକଜିଟ୍‌ ପୋଲ୍‌ କହି ସାରିଛି। ଏପରି ସ୍ଥିତିରେ ଦେଶବାସୀଙ୍କ ମନରେ ଉତ୍କଣ୍ଠା ଭରି ରହିଥିବା ବେଳେ ନିର୍ବାଚନ ଫଳାଫଳର...

ଆଶା ଆଶଙ୍କାରେ ବହୁ ହେଭିୱେଟ୍‌

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍‌ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି ଭୋଟର ନେଇସାରିଛନ୍ତି। ତେଣୁ କେଉଁ ହେଭିୱେଟ୍‌ ସଫଳ ହେଉଛନ୍ତି, କିଏ ପଛରେ...

ଜନାଦେଶକୁ ଅପେକ୍ଷା

ନୂଆଦିଲ୍ଲୀ,୨୩ା୫(ପି.ଟି./ଆଇଏଏନ୍‌ଏସ୍‌) : ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଆସିବ ସର୍ବବୃହତ୍‌ ଗଣତନ୍ତ୍ରର ଭୋଟ ମହାପର୍ବର ବହୁପ୍ରତୀକ୍ଷିତ ପରିଣାମ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ବନ୍ଦ ଥିବା ଜନାଦେଶ ନିର୍ଦ୍ଧାରଣ କରିବ ଭାରତର ଆଗାମୀ ୫ ବର୍ଷର ଭାଗ୍ୟ। ଦେଶର ୫୪୨...

ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୩।୫(ବ୍ୟୁରୋ)- ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୮ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି ରହିବ। ଆସନ୍ତା...

ଆଜି ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ ମହାସମର ଫଳାଫଳ ପ୍ରକାଶ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସକାଳ...

ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା

ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ ବିତକର୍କ। କିଏ ହେବ ଭାରତର ପ୍ରଧାନମନ୍ତ୍ରୀ ଏନେଇ ପାକିସ୍ତାନ ଗଣମାଧ୍ୟମରେ ଚାଲିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri